ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୨୯୫୭ ପଜିଟିଭ

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୯୫୭ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୯୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୨୫୯ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮୩୪୯୦ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୯୫୭ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୯୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୨୫୯ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮୩୪୯୦ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୪୦୮ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ଅନୁଗୁଳରୁ ୧୧୦ , ବାଲେଶ୍ୱରରୁ ୧୪୭, ବରଗଡ଼ ୪୧, ଭଦ୍ରକ ୧୯୨, ବଲାଙ୍ଗୀର ୩୭ , ବୌଦ୍ଧ ୪୭, କଟକ ୨୭୨ , ଦେବଗଡ଼ ୧୦, ଢେଙ୍କାନାଳ ୪୨, ଗଜପତି ୨୪, ଗଞ୍ଜାମ ୧୮, ଜଗତସିଂହପୁର ୧୦୩, ଯାଜପୁର ୨୬୦, ଝାରସୁଗୁଡ଼ା ୩, କଳାହାଣ୍ଡି ୩୮ , କନ୍ଧମାଳ ୫୧, କେନ୍ଦ୍ରାପଡ଼ା ୧୧୬, କେନ୍ଦୁଝର ୫୭ , କୋରାପୁଟ ୬୦, ମାଲକାନଗିରି ୫୬ , ମୟୂରଭଞ୍ଜ ୧୩୫, ନବରଙ୍ଗପୁର ୪୫, ନୟାଗଡ଼ ୧୧୨, ନୂଆପଡ଼ା ୧୦, ପୁରୀ ୨୧୯, ରାୟଗଡ଼ା ୬୩, ସମ୍ୱଲପୁର ୨୮, ସୋନପୁର ୨୨ , ସୁନ୍ଦରଗଡ଼ ୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର