ରାଜ୍ୟ ରାଜପଥ ଓ ଜାତୀୟ ରାଜପଥ ଫଟୋ ପୋଷ୍ଟ କରି ଧର୍ମେନ୍ଦ୍ରଙ୍କୁ ବାସ୍ତବ ଚିତ୍ର ଦେଖାଇଲେ ପ୍ରଣବ
ଭୁବନେଶ୍ବର:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କଲେ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ। ପ୍ରଣବ ନିଜ ସୋସିଆଲ ମିଡିଆ ‘ଏକ୍ସ’ରେ କଟକରୁ ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ଅବ୍ୟବସ୍ଥାକୁ ନେଇ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରିଛନ୍ତି। ସେ ୨ଟି ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଗୋଟିଏ ହେଉଛି ବିଜୁ ଏକ୍ସପ୍ରେସ ୱେ। ଯାହା ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ମିତ। ଦେଶର ଅନ୍ୟତମ ଶ୍ରେଷ୍ଠ ରାସ୍ତା। .@dpradhanbjp ଭାଇ, ଏହି ଦୁଇଟି ଫଟୋକୁ ଟିକେ ଭଲ ଭାବେ […]
ଭୁବନେଶ୍ବର:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କଲେ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ। ପ୍ରଣବ ନିଜ ସୋସିଆଲ ମିଡିଆ ‘ଏକ୍ସ’ରେ କଟକରୁ ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ଅବ୍ୟବସ୍ଥାକୁ ନେଇ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରିଛନ୍ତି। ସେ ୨ଟି ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଗୋଟିଏ ହେଉଛି ବିଜୁ ଏକ୍ସପ୍ରେସ ୱେ। ଯାହା ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ମିତ। ଦେଶର ଅନ୍ୟତମ ଶ୍ରେଷ୍ଠ ରାସ୍ତା।
.@dpradhanbjp ଭାଇ, ଏହି ଦୁଇଟି ଫଟୋକୁ ଟିକେ ଭଲ ଭାବେ ଦେଖନ୍ତୁ।
ଫଟୋ – ୦୧ :
ଏହା ବିଜୁ ଏକ୍ସପ୍ରେସ ୱେ । ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ମିତ, ଦେଶର ଅନ୍ୟତମ ଶ୍ରେଷ୍ଠ ରାସ୍ତାଫଟୋ – ୦୨ :
ଏହା ଏନଏଚ-୫୫, ୧୦ ବର୍ଷ ହେଲା କାମ ସରୁନିଧର୍ମେନ୍ଦ୍ର ଭାଇ, ଏନଏଚ-୫୫ରେ ଗତ ୫ ବର୍ଷରେ ୪୦୦ରୁ ଅଧିକ ଦୁର୍ଘଟଣାରେ ୨୦୦ରୁ ଅଧିକ… pic.twitter.com/TGwjoaw7h5
— Pranab Prakash Das (@pranabpdas) April 18, 2024
ଆଉ ଗୋଟିଏ ଫଟୋ ଏନଏଚ-୫୫ର ପୋଷ୍ଟ କରିଛନ୍ତି। ଯାହାର କାମ ୧୦ ବର୍ଷ ହେଲା ସରୁନି ବୋଲି ଧର୍ମେନ୍ଦ୍ରଙ୍କୁ ପ୍ରଶ୍ନ କରିଛନ୍ତି ପ୍ରଣବ। ଦେଶର ସବୁଠୁ ବିପଦ ସଙ୍କୁଳ ଜାତୀୟ ରାଜପଥ ପାଲଟିଛି NH ୫୫ । ପ୍ରତିଦିନ ପ୍ରାୟ ୨ ଜଣଙ୍କ ମୃତ୍ୟୁ ଘଟୁଥିବା ବେଳେ ୨୦ରୁ ୨୫ ଜଣ ଆହତ ହେଉଛନ୍ତି । ଏନଏଚ-୫୫ରେ ଗତ ୫ ବର୍ଷରେ ୪୦୦ରୁ ଅଧିକ ଦୁର୍ଘଟଣାରେ ୨୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି। ନା କାମ ସରୁଛି, ନା ସ୍ଥିତି ସୁଧୁରୁଛି । ଏହି ବିପର୍ଯ୍ୟସ୍ତ ଅବସ୍ଥା ପାଇଁ ଅଂଚଳବାସୀ, ନିର୍ଦ୍ଦିଷ୍ଟ ଭାବେ ସମ୍ବଲପୁରବାସୀଙ୍କ ମନରେ ଥିବା କ୍ଷୋଭକୁ ମୁଁ ଅନୁଭବ କରିପାରୁଛି ବୋଲି ପ୍ରଣବ ପ୍ରକାଶ କହିଛନ୍ତି।