୪୭୭ ପୋଲିସ ଏସ୍‌ଆଇ ପୋଷ୍ଟ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

The Sakala Picture
Published On

ଭୁବନେଶ୍ୱର: ଓଡିଶା ପୋଲିସର ୪୭୭ଟି ଏସ୍‌ଆଇ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜିଠୁ ଏହି ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଜୁଲାଇ ୧୫ ଯାଏଁ ଏହି ପ୍ରକ୍ରିୟା ଚାଲିବ। ଅନଲାଇନ ଆପ୍ଲିକେସନ ପୋର୍ଟାଲ ମାଧ୍ୟମରେ ଏହି ପ୍ରକ୍ରିୟା କରାଯାଉଛି । ୨୮୩୧ଜଣ ଏହି ପୋର୍ଟାଲରେ ରେଜିଷ୍ଟ୍ରେସନ କରିସାରିଛନ୍ତି । ୭୭୨ଜଣ ତାଙ୍କର ସମସ୍ତ ଡକ୍ୟୁମେଣ୍ଟ ଅପଲୋଡ଼ କରିସାରିଛନ୍ତି । ଏହି ପ୍ରୋସେସ ୧୫ ଜୁଲାଇ ୨୦୨୧ ଯାଏଁ ଚାଲିବ । କମ୍ପ୍ୟୁଟର […]

ଭୁବନେଶ୍ୱର: ଓଡିଶା ପୋଲିସର ୪୭୭ଟି ଏସ୍‌ଆଇ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜିଠୁ ଏହି ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଜୁଲାଇ ୧୫ ଯାଏଁ ଏହି ପ୍ରକ୍ରିୟା ଚାଲିବ। ଅନଲାଇନ ଆପ୍ଲିକେସନ ପୋର୍ଟାଲ ମାଧ୍ୟମରେ ଏହି ପ୍ରକ୍ରିୟା କରାଯାଉଛି । ୨୮୩୧ଜଣ ଏହି ପୋର୍ଟାଲରେ ରେଜିଷ୍ଟ୍ରେସନ କରିସାରିଛନ୍ତି । ୭୭୨ଜଣ ତାଙ୍କର ସମସ୍ତ ଡକ୍ୟୁମେଣ୍ଟ ଅପଲୋଡ଼ କରିସାରିଛନ୍ତି । ଏହି ପ୍ରୋସେସ ୧୫ ଜୁଲାଇ ୨୦୨୧ ଯାଏଁ ଚାଲିବ । କମ୍ପ୍ୟୁଟର ମାଧ୍ୟମରେ ନିଯୁକ୍ତି ପରୀକ୍ଷାର ସମୟ ନିର୍ଘଣ୍ଟ ମଧ୍ୟ ଦିଆସରିଛି । ପ୍ରଥମ ଥର ପାଇଁ ଓଡିଶା ପୋଲିସ ପକ୍ଷରୁ କମ୍ପ୍ୟୁଟର ମାଧ୍ୟମରେ ନିଯୁକ୍ତି ପ୍ରକ୍ରିୟା କରାଯାଉଛି । ୬ ଅଗଷ୍ଟ ରୁ ୧୬ ଅଗଷ୍ଟ ଯାଏଁ ଏହି ପରୀକ୍ଷା କରାଯିବ । ଏହି ପରୀକ୍ଷାକୁ ସ୍ୱଚ୍ଛ ଓ ନିର୍ମଳ ରଖିବା ପାଇଁ ସମସ୍ତ ଉଦ୍ୟମ କରାଯାଇଛି । ଆଗରୁ ପ୍ରିଲିମ ଓ ମେନ ପରୀକ୍ଷା ହୋଉଥିଲା,ଏବେ ଏହାକୁ ସରଳିକରଣ କରାଯାଇଛି । ଏବେ ସିଙ୍ଗଲ ପରୀକ୍ଷା ହେବ,ଦୁଇଟି ପେପର ବିଶିଷ୍ଟ ପରୀକ୍ଷା ହବ,ଅବଜେକ୍ଟିଭ ଟାଇପ ପ୍ରଶ୍ନ ପଡିବ । କମ୍ପ୍ୟୁଟର ମାଧ୍ୟମରେ ଉତ୍ତର ଚେକ କରାଯିବ । ନିଯୁକ୍ତି ପ୍ରକ୍ରିୟା ଶେଷ କରିବା ପାଇଁ ନିର୍ଦିଷ୍ଟ ସମୟ ସୀମା ରଖାଯାଇଛି । ପ୍ରଥମ ଥର ପାଇଁ କିନ୍ନରଙ୍କୁ ସୁଯୋଗ ମିଳିଛି। କିନ୍ନରମାନେ ପୋଲିସ ସବ୍-ଇନସପେକ୍ଟର ପଦବୀ ପାଇଁ ଆବେଦନ କରିପାରିବେ। ତେବେ କିନ୍ନରମାନଙ୍କୁ ସୁଯୋଗ ଦେବାରେ ତାମିଲନାଡ଼ୁ ପରେ ଓଡ଼ିଶା ଦ୍ଵିତୀୟ ରାଜ୍ୟ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

22 Jun 2021 By The Sakala

୪୭୭ ପୋଲିସ ଏସ୍‌ଆଇ ପୋଷ୍ଟ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଓଡିଶା ପୋଲିସର ୪୭୭ଟି ଏସ୍‌ଆଇ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜିଠୁ ଏହି ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଜୁଲାଇ ୧୫ ଯାଏଁ ଏହି ପ୍ରକ୍ରିୟା ଚାଲିବ। ଅନଲାଇନ ଆପ୍ଲିକେସନ ପୋର୍ଟାଲ ମାଧ୍ୟମରେ ଏହି ପ୍ରକ୍ରିୟା କରାଯାଉଛି । ୨୮୩୧ଜଣ ଏହି ପୋର୍ଟାଲରେ ରେଜିଷ୍ଟ୍ରେସନ କରିସାରିଛନ୍ତି । ୭୭୨ଜଣ ତାଙ୍କର ସମସ୍ତ ଡକ୍ୟୁମେଣ୍ଟ ଅପଲୋଡ଼ କରିସାରିଛନ୍ତି । ଏହି ପ୍ରୋସେସ ୧୫ ଜୁଲାଇ ୨୦୨୧ ଯାଏଁ ଚାଲିବ । କମ୍ପ୍ୟୁଟର ମାଧ୍ୟମରେ ନିଯୁକ୍ତି ପରୀକ୍ଷାର ସମୟ ନିର୍ଘଣ୍ଟ ମଧ୍ୟ ଦିଆସରିଛି । ପ୍ରଥମ ଥର ପାଇଁ ଓଡିଶା ପୋଲିସ ପକ୍ଷରୁ କମ୍ପ୍ୟୁଟର ମାଧ୍ୟମରେ ନିଯୁକ୍ତି ପ୍ରକ୍ରିୟା କରାଯାଉଛି । ୬ ଅଗଷ୍ଟ ରୁ ୧୬ ଅଗଷ୍ଟ ଯାଏଁ ଏହି ପରୀକ୍ଷା କରାଯିବ । ଏହି ପରୀକ୍ଷାକୁ ସ୍ୱଚ୍ଛ ଓ ନିର୍ମଳ ରଖିବା ପାଇଁ ସମସ୍ତ ଉଦ୍ୟମ କରାଯାଇଛି । ଆଗରୁ ପ୍ରିଲିମ ଓ ମେନ ପରୀକ୍ଷା ହୋଉଥିଲା,ଏବେ ଏହାକୁ ସରଳିକରଣ କରାଯାଇଛି । ଏବେ ସିଙ୍ଗଲ ପରୀକ୍ଷା ହେବ,ଦୁଇଟି ପେପର ବିଶିଷ୍ଟ ପରୀକ୍ଷା ହବ,ଅବଜେକ୍ଟିଭ ଟାଇପ ପ୍ରଶ୍ନ ପଡିବ । କମ୍ପ୍ୟୁଟର ମାଧ୍ୟମରେ ଉତ୍ତର ଚେକ କରାଯିବ । ନିଯୁକ୍ତି ପ୍ରକ୍ରିୟା ଶେଷ କରିବା ପାଇଁ ନିର୍ଦିଷ୍ଟ ସମୟ ସୀମା ରଖାଯାଇଛି । ପ୍ରଥମ ଥର ପାଇଁ କିନ୍ନରଙ୍କୁ ସୁଯୋଗ ମିଳିଛି। କିନ୍ନରମାନେ ପୋଲିସ ସବ୍-ଇନସପେକ୍ଟର ପଦବୀ ପାଇଁ ଆବେଦନ କରିପାରିବେ। ତେବେ କିନ୍ନରମାନଙ୍କୁ ସୁଯୋଗ ଦେବାରେ ତାମିଲନାଡ଼ୁ ପରେ ଓଡ଼ିଶା ଦ୍ଵିତୀୟ ରାଜ୍ୟ।

https://www.thesakala.in/latest-odisha-news/odisha-police-si-recruitment-starts-from-today/article-3153
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର