ରଥଯାତ୍ରା ପାଇଁ ଆଜି ଅନୁଷ୍ଠିତ ହେବ ପ୍ରଥମ ସମନ୍ୱୟ କମିଟି ବୈଠକ

The Sakala Picture
Published On

ପୁରୀ: ଆଜି ଅନୁଷ୍ଠିତ ହେବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ। କେନ୍ଦ୍ରାଞ୍ଚଳ ରାଜସ୍ୱ ଆଯୁକ୍ତଙ୍କ ଅଧ୍ଯକ୍ଷତାରେ ପୁରୀ ଟାଉନ ହଲ ଠାରେ ବସିବ ବୈଠକ । ଅକ୍ଷୟ ତୃତୀୟା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ରଥ ନିର୍ମାଣ, ରଥକାଠ ଯୋଗାଣ ସହ ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, […]

ପୁରୀ: ଆଜି ଅନୁଷ୍ଠିତ ହେବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ। କେନ୍ଦ୍ରାଞ୍ଚଳ ରାଜସ୍ୱ ଆଯୁକ୍ତଙ୍କ ଅଧ୍ଯକ୍ଷତାରେ ପୁରୀ ଟାଉନ ହଲ ଠାରେ ବସିବ ବୈଠକ । ଅକ୍ଷୟ ତୃତୀୟା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ରଥ ନିର୍ମାଣ, ରଥକାଠ ଯୋଗାଣ ସହ ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ବୈଠକରେ ଜିଲ୍ଲାପାଳ, ଏସପିଙ୍କ ସମେତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ଓ ସେବାୟତ ଯୋଗଦେବେ । ତେବେ ସମନ୍ୱୟ କମିଟି ବୈଠକ ପୂର୍ବରୁ ରଥଯାତ୍ରା ଶୃଙ୍ଖଳିତ ଭାବେ ସମାପନ ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦୁଇଥର ବୈଠକ ହୋଇସାରିଛି ।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର