କଣ୍ଟାମାଳରେ ନକ୍ସଲ ଏନକାଉଣ୍ଟର: ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

The Sakala Picture
Published On

ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳରେ ନକ୍ସଲ ଏନକାଉଣ୍ଟର। ଏହି ଘଟଣାରେ ୨ ଜଣ ନକ୍ସଲ ପ୍ରାଣ ହରାଇଥିବା ଜଣାପଡିଛି। କଣ୍ଟାମାଳ ଥାନା ପଢେଲ ଡ୍ୟାମ ନିକଟ ଜଙ୍ଗଲରେ ହୋଇଛି ଏହି ଏନକାଉଂଟର। ଗତକାଲି ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରିବା ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା। ଜଙ୍ଗଲରେ ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଚାଲିଥିଲା ଗୁଳିବିନିମୟ। ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଜଙ୍ଗଲ ମଧ୍ୟରେ ଆଉ କିଛି ନକ୍ସଲ ଲୁଚିଥିବା ସନ୍ଦେହରେ ଯବାନ ଏବେ ବି […]

ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳରେ ନକ୍ସଲ ଏନକାଉଣ୍ଟର। ଏହି ଘଟଣାରେ ୨ ଜଣ ନକ୍ସଲ ପ୍ରାଣ ହରାଇଥିବା ଜଣାପଡିଛି। କଣ୍ଟାମାଳ ଥାନା ପଢେଲ ଡ୍ୟାମ ନିକଟ ଜଙ୍ଗଲରେ ହୋଇଛି ଏହି ଏନକାଉଂଟର। ଗତକାଲି ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରିବା ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା। ଜଙ୍ଗଲରେ ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଚାଲିଥିଲା ଗୁଳିବିନିମୟ। ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଜଙ୍ଗଲ ମଧ୍ୟରେ ଆଉ କିଛି ନକ୍ସଲ ଲୁଚିଥିବା ସନ୍ଦେହରେ ଯବାନ ଏବେ ବି ସର୍ଚ୍ଚ ଅପରେସନ ସହିତ କମ୍ବିଂ ଜାରି ରଖିଛନ୍ତି।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

25 Apr 2024 By The Sakala

କଣ୍ଟାମାଳରେ ନକ୍ସଲ ଏନକାଉଣ୍ଟର: ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳରେ ନକ୍ସଲ ଏନକାଉଣ୍ଟର। ଏହି ଘଟଣାରେ ୨ ଜଣ ନକ୍ସଲ ପ୍ରାଣ ହରାଇଥିବା ଜଣାପଡିଛି। କଣ୍ଟାମାଳ ଥାନା ପଢେଲ ଡ୍ୟାମ ନିକଟ ଜଙ୍ଗଲରେ ହୋଇଛି ଏହି ଏନକାଉଂଟର। ଗତକାଲି ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରିବା ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା। ଜଙ୍ଗଲରେ ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଚାଲିଥିଲା ଗୁଳିବିନିମୟ। ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଜଙ୍ଗଲ ମଧ୍ୟରେ ଆଉ କିଛି ନକ୍ସଲ ଲୁଚିଥିବା ସନ୍ଦେହରେ ଯବାନ ଏବେ ବି ସର୍ଚ୍ଚ ଅପରେସନ ସହିତ କମ୍ବିଂ ଜାରି ରଖିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର