ପୁଣି ରାଜ୍ୟ ବିଜେପି ବିରୋଧରେ ଆଚରଣବିଧି ଉଲ୍ଲଂଘନ ଅଭିଯୋଗ

The Sakala Picture
Published On

ଭୁବନେଶ୍ବର: ପୁଣି ରାଜ୍ୟ ବିଜେପି ବିରୋଧରେ ଆଚରଣବିଧି ଉଲ୍ଲଂଘନ ଅଭିଯୋଗ। ଆଜି ବିଜେଡ଼ିର ଏକ ଟିମ୍‌ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଛତ୍ରପୁର ବିଜେପି ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ନାୟକଙ୍କ ବିରୋଧରେ ନିର୍ବାଚନ ଆଚରଣବିଧି ଉଲ୍ଲଂଘନ ଅଭିଯୋଗ ଆଣିଛି। ଗତକାଲି ଗଞ୍ଜାମ ଜିଲ୍ଲା ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସାନରାମଚନ୍ଦ୍ରପୁର ପଂଚାୟତର ମଧୁଚୁଆଁ ଗାଁରେ ବିଜେପି ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ନାୟକ ବାତ୍ୟା ଆଶ୍ରୟସ୍ଥଳୀରେ ନିର୍ବାଚନ ସଭା କରୁଥିଲେ। ନିର୍ବାଚନ ଆଚରଣବିଧି ରହିଥିବା ବେଳେ କୌଣସି ସରକାରୀ […]

ଭୁବନେଶ୍ବର: ପୁଣି ରାଜ୍ୟ ବିଜେପି ବିରୋଧରେ ଆଚରଣବିଧି ଉଲ୍ଲଂଘନ ଅଭିଯୋଗ। ଆଜି ବିଜେଡ଼ିର ଏକ ଟିମ୍‌ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଛତ୍ରପୁର ବିଜେପି ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ନାୟକଙ୍କ ବିରୋଧରେ ନିର୍ବାଚନ ଆଚରଣବିଧି ଉଲ୍ଲଂଘନ ଅଭିଯୋଗ ଆଣିଛି। ଗତକାଲି ଗଞ୍ଜାମ ଜିଲ୍ଲା ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସାନରାମଚନ୍ଦ୍ରପୁର ପଂଚାୟତର ମଧୁଚୁଆଁ ଗାଁରେ ବିଜେପି ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ନାୟକ ବାତ୍ୟା ଆଶ୍ରୟସ୍ଥଳୀରେ ନିର୍ବାଚନ ସଭା କରୁଥିଲେ। ନିର୍ବାଚନ ଆଚରଣବିଧି ରହିଥିବା ବେଳେ କୌଣସି ସରକାରୀ ସମ୍ପତି ବ୍ୟବହାର କରାଯାଇ ପାରିବ ନାହିଁ।ବିଜେପି ଏଥିରୁ କ୍ଷାନ୍ତ ରହୁ ବୋଲି ବିଜେଡି ଫେରାଦ ହୋଇଛି।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୧୩ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା: IMD

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର