ସାଲେପୁରରେ ରାହୁଲ ଗାନ୍ଧିଙ୍କ ବଡ଼ ପ୍ରତିଶ୍ରୁତି; କ୍ଷମତାକୁ ଆସିଲେ ପୂରଣ କରିବେ ଏହି ୫ ଗ୍ୟାରେଣ୍ଟି…

The Sakala Picture
Published On

ସାଲେପୁର: ସାଲେପୁର କୁଳିଆ ପଡିଆରେ ଆୟୋଜିତ ସମାବେସରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବଡ଼ ପ୍ରତିଶ୍ରୁତି । କ୍ଷମତାକୁ ଆସିଲେ ପୂରଣ କରିବେ ୫ ଗ୍ୟାରେଣ୍ଟି । ରାହୁଲ କହିଛନ୍ତି- କଂଗ୍ରେସ କ୍ଷମତାକୁ ଆସିଲେ ମାସକୁ ମହିଳାଙ୍କୁ ମିଳିବ ୨ ହଜାର ଟଙ୍କା। ବେକାରୀଙ୍କ ଆକାଉଣ୍ଟକୁ ଯିବ ୩ ହଜାର। ସେହିପରି କୃଷକଙ୍କ ଆକାଉଣ୍ଟକୁ ଯିବ ମାସିକ ୩ ହଜାର ଟଙ୍କା। ଦୁଇ କଂଗ୍ରେସ ଶାସିତ ରାଜ୍ଯ କର୍ଣ୍ଣାଟକ ଓ ତେଲଙ୍ଗାନା ଏବେ ମଡେଲ ପାଲଟିଛି। ସେହିପରି […]

ସାଲେପୁର: ସାଲେପୁର କୁଳିଆ ପଡିଆରେ ଆୟୋଜିତ ସମାବେସରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବଡ଼ ପ୍ରତିଶ୍ରୁତି । କ୍ଷମତାକୁ ଆସିଲେ ପୂରଣ କରିବେ ୫ ଗ୍ୟାରେଣ୍ଟି । ରାହୁଲ କହିଛନ୍ତି- କଂଗ୍ରେସ କ୍ଷମତାକୁ ଆସିଲେ ମାସକୁ ମହିଳାଙ୍କୁ ମିଳିବ ୨ ହଜାର ଟଙ୍କା। ବେକାରୀଙ୍କ ଆକାଉଣ୍ଟକୁ ଯିବ ୩ ହଜାର। ସେହିପରି କୃଷକଙ୍କ ଆକାଉଣ୍ଟକୁ ଯିବ ମାସିକ ୩ ହଜାର ଟଙ୍କା। ଦୁଇ କଂଗ୍ରେସ ଶାସିତ ରାଜ୍ଯ କର୍ଣ୍ଣାଟକ ଓ ତେଲଙ୍ଗାନା ଏବେ ମଡେଲ ପାଲଟିଛି।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ସେହିପରି ୨୦୦ ୟୁନିଟ ମାଗଣା ବିଜୁଳି ସହ ଗ୍ୟାସ ସିଲିଣ୍ଡର ୫ଶହ ଟଙ୍କାରେ ମିଳିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ରାହୁଲ ଗାନ୍ଧି । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ବିଣ୍ଟାଲ ପିଛା ୩ହଜାର ଟଙ୍କା କରାଯିବ ବୋଲି କହିଛନ୍ତି । ଦେଶର ସବୁ ଗରିବ ପରିବାରର ଜଣେ ଜଣେ ମହିଳାଙ୍କୁ ବଛାଯିବ। ଉକ୍ତ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ ।ତେଲଙ୍ଗାନାରେ ବିଜେପି-ବିଆରଏସ ଶାସନ ଚାଲିଥିବାବେଳେ ବ୍ଯାପକ ହରିଲୁଟ ହେଉଥିଲା। ମୃଷ୍ଟିମେୟ ଲୋକ ଉପକାର ପାଉଥିଲେ। ମାତ୍ର କଂଗ୍ରେସ ଶାସନ ଆସିବା ପରେ ତାହା ଦୂର ହୋଇଛି। କଂଗ୍ରେସ ଯେଉଁ ୫ ଗ୍ଯାରେଣ୍ଟି ଦେଉଛି ତାହାକୁ ପୂରଣ କରାଯାଉଛି। ଦେଶରେ କିପରି ମୁଷ୍ଟିମେୟ ଲୋକଙ୍କ ନିକଟରେ ସମ୍ପତ୍ତି ଠୁଳ ହେଲା ସେ ନେଇ ପ୍ରଶ୍ନ କରିଛନ୍ତି ରାହୁଲ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

28 Apr 2024 By The Sakala

ସାଲେପୁରରେ ରାହୁଲ ଗାନ୍ଧିଙ୍କ ବଡ଼ ପ୍ରତିଶ୍ରୁତି; କ୍ଷମତାକୁ ଆସିଲେ ପୂରଣ କରିବେ ଏହି ୫ ଗ୍ୟାରେଣ୍ଟି…

ସାଲେପୁର: ସାଲେପୁର କୁଳିଆ ପଡିଆରେ ଆୟୋଜିତ ସମାବେସରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବଡ଼ ପ୍ରତିଶ୍ରୁତି । କ୍ଷମତାକୁ ଆସିଲେ ପୂରଣ କରିବେ ୫ ଗ୍ୟାରେଣ୍ଟି । ରାହୁଲ କହିଛନ୍ତି- କଂଗ୍ରେସ କ୍ଷମତାକୁ ଆସିଲେ ମାସକୁ ମହିଳାଙ୍କୁ ମିଳିବ ୨ ହଜାର ଟଙ୍କା। ବେକାରୀଙ୍କ ଆକାଉଣ୍ଟକୁ ଯିବ ୩ ହଜାର। ସେହିପରି କୃଷକଙ୍କ ଆକାଉଣ୍ଟକୁ ଯିବ ମାସିକ ୩ ହଜାର ଟଙ୍କା। ଦୁଇ କଂଗ୍ରେସ ଶାସିତ ରାଜ୍ଯ କର୍ଣ୍ଣାଟକ ଓ ତେଲଙ୍ଗାନା ଏବେ ମଡେଲ ପାଲଟିଛି।

ସେହିପରି ୨୦୦ ୟୁନିଟ ମାଗଣା ବିଜୁଳି ସହ ଗ୍ୟାସ ସିଲିଣ୍ଡର ୫ଶହ ଟଙ୍କାରେ ମିଳିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ରାହୁଲ ଗାନ୍ଧି । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ବିଣ୍ଟାଲ ପିଛା ୩ହଜାର ଟଙ୍କା କରାଯିବ ବୋଲି କହିଛନ୍ତି । ଦେଶର ସବୁ ଗରିବ ପରିବାରର ଜଣେ ଜଣେ ମହିଳାଙ୍କୁ ବଛାଯିବ। ଉକ୍ତ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ ।ତେଲଙ୍ଗାନାରେ ବିଜେପି-ବିଆରଏସ ଶାସନ ଚାଲିଥିବାବେଳେ ବ୍ଯାପକ ହରିଲୁଟ ହେଉଥିଲା। ମୃଷ୍ଟିମେୟ ଲୋକ ଉପକାର ପାଉଥିଲେ। ମାତ୍ର କଂଗ୍ରେସ ଶାସନ ଆସିବା ପରେ ତାହା ଦୂର ହୋଇଛି। କଂଗ୍ରେସ ଯେଉଁ ୫ ଗ୍ଯାରେଣ୍ଟି ଦେଉଛି ତାହାକୁ ପୂରଣ କରାଯାଉଛି। ଦେଶରେ କିପରି ମୁଷ୍ଟିମେୟ ଲୋକଙ୍କ ନିକଟରେ ସମ୍ପତ୍ତି ଠୁଳ ହେଲା ସେ ନେଇ ପ୍ରଶ୍ନ କରିଛନ୍ତି ରାହୁଲ।

https://www.thesakala.in/latest-odisha-news/congress-leader-rahul-gandhi-gave-5-guarantee-in-salepur/article-31778
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର