ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ

The Sakala Picture
Published On

ମାଲକାନଗିରି: ଛତିଶଗଡ ନାରାୟଣପୁର ଆବୁଜମାଡ ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ। ଏହି ଏନକାଉଣ୍ଟରରେ ୪ ମାଓବାଦୀଙ୍କ ମୃତ୍ଯୁ ଘଟିଥିବା ସୂଚନା। ଡିଆରଜି ଏବଂ ଏସଟିଏଫର ମିଳିତ କମ୍ବିଂ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା। ଗୁଳି ବିନିମୟରେ ୪ ନକ୍ସଲ ନିପାତ ହୋଇଛନ୍ତି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ବିଭିନ୍ନ ଠିକଣାରେ ମାଓବାଦୀଙ୍କୁ ଯବାନମାନେ ଘେରି ରହିଛନ୍ତି। ଅପରେଶନ ସରିବା ପରେ ଘଟଣା ନେଇ ସ୍ପଷ୍ଟ ହେବ ବୋଲି ବସ୍ତର ଆଇଜି […]

ମାଲକାନଗିରି: ଛତିଶଗଡ ନାରାୟଣପୁର ଆବୁଜମାଡ ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ। ଏହି ଏନକାଉଣ୍ଟରରେ ୪ ମାଓବାଦୀଙ୍କ ମୃତ୍ଯୁ ଘଟିଥିବା ସୂଚନା। ଡିଆରଜି ଏବଂ ଏସଟିଏଫର ମିଳିତ କମ୍ବିଂ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା। ଗୁଳି ବିନିମୟରେ ୪ ନକ୍ସଲ ନିପାତ ହୋଇଛନ୍ତି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ବିଭିନ୍ନ ଠିକଣାରେ ମାଓବାଦୀଙ୍କୁ ଯବାନମାନେ ଘେରି ରହିଛନ୍ତି। ଅପରେଶନ ସରିବା ପରେ ଘଟଣା ନେଇ ସ୍ପଷ୍ଟ ହେବ ବୋଲି ବସ୍ତର ଆଇଜି ପି.ସୁନ୍ଦର ରାଜ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

30 Apr 2024 By The Sakala

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ

ମାଲକାନଗିରି: ଛତିଶଗଡ ନାରାୟଣପୁର ଆବୁଜମାଡ ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ। ଏହି ଏନକାଉଣ୍ଟରରେ ୪ ମାଓବାଦୀଙ୍କ ମୃତ୍ଯୁ ଘଟିଥିବା ସୂଚନା। ଡିଆରଜି ଏବଂ ଏସଟିଏଫର ମିଳିତ କମ୍ବିଂ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା। ଗୁଳି ବିନିମୟରେ ୪ ନକ୍ସଲ ନିପାତ ହୋଇଛନ୍ତି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ବିଭିନ୍ନ ଠିକଣାରେ ମାଓବାଦୀଙ୍କୁ ଯବାନମାନେ ଘେରି ରହିଛନ୍ତି। ଅପରେଶନ ସରିବା ପରେ ଘଟଣା ନେଇ ସ୍ପଷ୍ଟ ହେବ ବୋଲି ବସ୍ତର ଆଇଜି ପି.ସୁନ୍ଦର ରାଜ ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର