ଆଜି ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବେ ୪ ହେଭିୱେଟ ନେତା
ଭୁବନେଶ୍ୱର: ଗୁରୁବାର ଲୋକସଭା ନିର୍ବାଚନ ପାଇଁ ୪ ହେଭିୱେଟ ନେତା ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ଭାବେ ସମ୍ବଲପୁର ଲୋକ ସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଯାଉଥିବା ବେଳେ, ପୁରୀ ଲୋକସଭା ଆସନରୁ ଅରୁପ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ।
ଭୁବନେଶ୍ୱର: ଗୁରୁବାର ଲୋକସଭା ନିର୍ବାଚନ ପାଇଁ ୪ ହେଭିୱେଟ ନେତା ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ଭାବେ ସମ୍ବଲପୁର ଲୋକ ସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଯାଉଥିବା ବେଳେ, ପୁରୀ ଲୋକସଭା ଆସନରୁ ଅରୁପ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ।






