ଅତାବିରାରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର: ନବୀନ ପଟ୍ଟନାୟକ ଲୋକଙ୍କୁ କାମର ହିସାବ ଦିଅନ୍ତି, ଅନ୍ୟ କେଉଁ ମୁଖ୍ୟମନ୍ତ୍ରୀ ଦିଅନ୍ତି କି ?

The Sakala Picture
Published On

ଭୁବନେଶ୍ବର: ଭେଡେନ ଅତାବିରାରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର। ସାଧାରଣ ସଭାରେ ପାଣ୍ଡିଆନଙ୍କ ଉଦବୋଧନ। କହିଲେ ଏଭଳି ଜନସମୁଦ୍ର ଦେଖିଲେ ବିରୋଧୀଙ୍କ ମନୋବଳ ଭାଙ୍ଗିଯିବ। ବହୁ ନେତା ନିର୍ବାଚନ ଆସିଲେ ଏଭଳି ଆସିବେ ଏବଂ ପ୍ରତିଶୃତି ଦେଇ ଚାଲିଯିବେ। ପରେ ସେମାନଙ୍କ ଦେଖା ମିଳିବନି। କିନ୍ତୁ ନବୀନ ସରକାର ବିକାଶ କରୁଛନ୍ତି। ଓଡ଼ିଶା ମା’ ର ସେବା ମୁଖ୍ୟମନ୍ତ୍ରୀଙ୍କର ଧର୍ମ। ଆମେ ସବୁବେଳେ ହିସାବ ଦେଇଥାଉ। ସେପଟେ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ସମାଲୋଚନା କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ସେ […]

ଭୁବନେଶ୍ବର: ଭେଡେନ ଅତାବିରାରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର। ସାଧାରଣ ସଭାରେ ପାଣ୍ଡିଆନଙ୍କ ଉଦବୋଧନ। କହିଲେ ଏଭଳି ଜନସମୁଦ୍ର ଦେଖିଲେ ବିରୋଧୀଙ୍କ ମନୋବଳ ଭାଙ୍ଗିଯିବ। ବହୁ ନେତା ନିର୍ବାଚନ ଆସିଲେ ଏଭଳି ଆସିବେ ଏବଂ ପ୍ରତିଶୃତି ଦେଇ ଚାଲିଯିବେ। ପରେ ସେମାନଙ୍କ ଦେଖା ମିଳିବନି। କିନ୍ତୁ ନବୀନ ସରକାର ବିକାଶ କରୁଛନ୍ତି। ଓଡ଼ିଶା ମା’ ର ସେବା ମୁଖ୍ୟମନ୍ତ୍ରୀଙ୍କର ଧର୍ମ। ଆମେ ସବୁବେଳେ ହିସାବ ଦେଇଥାଉ। ସେପଟେ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ସମାଲୋଚନା କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ସେ ଏବେ ସମ୍ବଲପୁରରେ ବ୍ୟସ୍ତ ଅଛନ୍ତି । ଏହାସହ ବିଜେପିର ଇସ୍ତାହାରକୁ ନେଇ ମଧ୍ୟ ଟାର୍ଗେଟ କରିବା ସହ ଭେଡେନ ଅତାବିରାର ବିକାଶର ହିସାବ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ୍ ।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର