କନିଷିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର, ବିରୋଧୀଙ୍କୁ ଟାର୍ଗେଟ କଲେ କାର୍ତ୍ତିକ ପାଣ୍ଡଆନ

The Sakala Picture
Published On

ଗଞ୍ଜାମ: ଗଞ୍ଜାମ ଜିଲ୍ଲା କନିଷିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ। କହିଲେ ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ଅପିଲ କରିଛନ୍ତି । ସେପଟେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡଆନ ନିଜର ଉଦବୋଧନରେ ବିଜେପିକୁ ଟାର୍ଗେଟ କରିଛନ୍ତି । ୨୦୧୪ରେ ବିଜେପି ଗୋଟିଏ ମେନିଫେଷ୍ଟୋ ଆଣିଥିଲେ ,ଅନେକ କାମ କରିବା କଥା କହିଥିଲେ । ପାଇଥିଲେ ୨୦ରୁ କମ ଆସନ […]

ଗଞ୍ଜାମ: ଗଞ୍ଜାମ ଜିଲ୍ଲା କନିଷିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ। କହିଲେ ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ଅପିଲ କରିଛନ୍ତି । ସେପଟେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡଆନ ନିଜର ଉଦବୋଧନରେ ବିଜେପିକୁ ଟାର୍ଗେଟ କରିଛନ୍ତି । ୨୦୧୪ରେ ବିଜେପି ଗୋଟିଏ ମେନିଫେଷ୍ଟୋ ଆଣିଥିଲେ ,ଅନେକ କାମ କରିବା କଥା କହିଥିଲେ । ପାଇଥିଲେ ୨୦ରୁ କମ ଆସନ । ୨୦୧୯ରେ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ସେଥିରେ ୨୦,୨୧ ସିଟ୍ ପାଇଥିଲେ । ଏଥର ମଧ୍ୟ ସେମାନେ ମେନିଫେଷ୍ଟୋ ଆଣିଛନ୍ତି। ସେଥିରେ କିଛି ହେବାର ନାହିଁ । ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମେନିଫେଷ୍ଟୋ ଆଣିବେ । ଆପଣ ମାନେ ମୁଖ୍ୟମନ୍ତ୍ରୀଙ୍କ ମେନିଫେଷ୍ଟୋ ପ୍ରତିଶ୍ରୁତିକୁ ଘରେ ଘରେ ପହଞ୍ଚାଇବାର ପ୍ରତିଶ୍ରୁତି ଦିଅନ୍ତୁ । ଅନ୍ୟମାନେ ଯାହା କହିଲେ ବି କିଛି ଫରକ ପଡିବ ନାହିଁ । ଆମ ମୁଖ୍ୟମନ୍ତ୍ରୀ କଥା କମ କୁହନ୍ତି ଅଧିକ କାମ କରନ୍ତି । ବିରୋଧୀ ଦଳ ୨୪ ବର୍ଷ ହେଲା ଜଣେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଖୋଜି ପାରିନହାନ୍ତି। କାରଣ ସେମାନଙ୍କ ଡର ଯେ, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେ ସେମାନଙ୍କ ସିଟ୍ ସଂଖ୍ୟା କମିଯିବ । ମୋର ଅନୁରୋଧ ଆପଣ ମୁଖ୍ୟମନ୍ତ୍ରୀଙ୍କ ମେନିଫେଷ୍ଟୋକୁ ଘରେ ଘରେ ପହଂଚାଇବେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

09 May 2024 By The Sakala

କନିଷିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର, ବିରୋଧୀଙ୍କୁ ଟାର୍ଗେଟ କଲେ କାର୍ତ୍ତିକ ପାଣ୍ଡଆନ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା କନିଷିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ। କହିଲେ ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ଅପିଲ କରିଛନ୍ତି । ସେପଟେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡଆନ ନିଜର ଉଦବୋଧନରେ ବିଜେପିକୁ ଟାର୍ଗେଟ କରିଛନ୍ତି । ୨୦୧୪ରେ ବିଜେପି ଗୋଟିଏ ମେନିଫେଷ୍ଟୋ ଆଣିଥିଲେ ,ଅନେକ କାମ କରିବା କଥା କହିଥିଲେ । ପାଇଥିଲେ ୨୦ରୁ କମ ଆସନ । ୨୦୧୯ରେ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ସେଥିରେ ୨୦,୨୧ ସିଟ୍ ପାଇଥିଲେ । ଏଥର ମଧ୍ୟ ସେମାନେ ମେନିଫେଷ୍ଟୋ ଆଣିଛନ୍ତି। ସେଥିରେ କିଛି ହେବାର ନାହିଁ । ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମେନିଫେଷ୍ଟୋ ଆଣିବେ । ଆପଣ ମାନେ ମୁଖ୍ୟମନ୍ତ୍ରୀଙ୍କ ମେନିଫେଷ୍ଟୋ ପ୍ରତିଶ୍ରୁତିକୁ ଘରେ ଘରେ ପହଞ୍ଚାଇବାର ପ୍ରତିଶ୍ରୁତି ଦିଅନ୍ତୁ । ଅନ୍ୟମାନେ ଯାହା କହିଲେ ବି କିଛି ଫରକ ପଡିବ ନାହିଁ । ଆମ ମୁଖ୍ୟମନ୍ତ୍ରୀ କଥା କମ କୁହନ୍ତି ଅଧିକ କାମ କରନ୍ତି । ବିରୋଧୀ ଦଳ ୨୪ ବର୍ଷ ହେଲା ଜଣେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଖୋଜି ପାରିନହାନ୍ତି। କାରଣ ସେମାନଙ୍କ ଡର ଯେ, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେ ସେମାନଙ୍କ ସିଟ୍ ସଂଖ୍ୟା କମିଯିବ । ମୋର ଅନୁରୋଧ ଆପଣ ମୁଖ୍ୟମନ୍ତ୍ରୀଙ୍କ ମେନିଫେଷ୍ଟୋକୁ ଘରେ ଘରେ ପହଂଚାଇବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର