ଯେଉଁଠି ବିଜେପି ହାରିବାର ଥାଏ, ସେଠାକୁ ବିଜେପିର ବଡ ନେତା ଯାଆନ୍ତି: କାର୍ତ୍ତିକ ପାଣ୍ଡିଆନ୍

The Sakala Picture
Published On

ଭୁବନେଶ୍ୱର: ଯେଉଁଠି ବିଜେପି ହାରିବାର ଥାଏ, ସେଠାକୁ ବିଜେପିର ବଡ ନେତା ଯାଆନ୍ତି। ଓଡ଼ିଶା ବିଜେପିକୁ ବୁଷ୍ଟର ଡୋଜ୍ ଦେବାକୁ ଚାହୁଁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଯେତେବେଳେ ହାରିବାର ଥାଏ ସେତେବେଳେ ବିଜେପି ମନ୍ଦିର କଥା କୁହେ, ଚର୍ଚ୍ଚ କଥା କୁହେ, ମସଜିଦ କଥା କୁହେ । ବିଜେପି କନ୍ଧମାଳରେ ଦଙ୍ଗା କରିଥିଲା । ବୋମା ଫୁଟାଇଥିଲା । ଏବେ ସେଠାରେ ଶାନ୍ତି ଅଛି । ଯିଏ ଓଡ଼ିଶାର ବିକାଶ ପାଇଁ କାମ କରୁଛନ୍ତି ତାଙ୍କୁ ଆପଣ କେବେ […]

ଭୁବନେଶ୍ୱର: ଯେଉଁଠି ବିଜେପି ହାରିବାର ଥାଏ, ସେଠାକୁ ବିଜେପିର ବଡ ନେତା ଯାଆନ୍ତି। ଓଡ଼ିଶା ବିଜେପିକୁ ବୁଷ୍ଟର ଡୋଜ୍ ଦେବାକୁ ଚାହୁଁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଯେତେବେଳେ ହାରିବାର ଥାଏ ସେତେବେଳେ ବିଜେପି ମନ୍ଦିର କଥା କୁହେ, ଚର୍ଚ୍ଚ କଥା କୁହେ, ମସଜିଦ କଥା କୁହେ । ବିଜେପି କନ୍ଧମାଳରେ ଦଙ୍ଗା କରିଥିଲା । ବୋମା ଫୁଟାଇଥିଲା । ଏବେ ସେଠାରେ ଶାନ୍ତି ଅଛି ।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

ଯିଏ ଓଡ଼ିଶାର ବିକାଶ ପାଇଁ କାମ କରୁଛନ୍ତି ତାଙ୍କୁ ଆପଣ କେବେ ବିଦା କରିପାରିବେ ନାହିଁ। ଆପଣ ୨୦୧୯ରେ ମଧ୍ୟ ମୁଖ୍ୟମନ୍ତ୍ରୀ ବିଦା ହେବେ ବୋଲି କହିଥିଲେ, କିନ୍ତୁ ମୁଖ୍ୟମନ୍ତ୍ରୀ ପୁଣି ଶପଥ ନେଇଥିଲେ। ନିର୍ବାଚନ ପୂର୍ବରୁ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରନ୍ତୁ। ଜୁନ୍ ୧୦ ତାରିଖରେ ସରକାର ଗଠନ ପାଇଁ ଆପଣ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ଆପଣଙ୍କୁ ଉତ୍ତର ଦେଇ କହିଥିଲେ ଯେ, ବିଜେପିର ଦିନରେ ସ୍ୱପ୍ନ ଦେଖିବାର ଅଭ୍ୟାସ ଅଛି। ମୁଁ ଆପଣଙ୍କୁ ବିନମ୍ରତାର ସହିତ ଜୁନ୍ ୯ ତାରିଖରେ ଆମ ମୁଖ୍ୟମନ୍ତ୍ରୀଙ୍କ ଶପଥ ଉତ୍ସବକୁ ଆସିବାକୁ ନିମନ୍ତ୍ରଣ କରିବି। ଆଉ ସେଦିନ ଆପଣ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦେବାର ଘୋଷଣା କରିବେ ବୋଲି ମୋର ଆଶା ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

11 May 2024 By The Sakala

ଯେଉଁଠି ବିଜେପି ହାରିବାର ଥାଏ, ସେଠାକୁ ବିଜେପିର ବଡ ନେତା ଯାଆନ୍ତି: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର: ଯେଉଁଠି ବିଜେପି ହାରିବାର ଥାଏ, ସେଠାକୁ ବିଜେପିର ବଡ ନେତା ଯାଆନ୍ତି। ଓଡ଼ିଶା ବିଜେପିକୁ ବୁଷ୍ଟର ଡୋଜ୍ ଦେବାକୁ ଚାହୁଁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଯେତେବେଳେ ହାରିବାର ଥାଏ ସେତେବେଳେ ବିଜେପି ମନ୍ଦିର କଥା କୁହେ, ଚର୍ଚ୍ଚ କଥା କୁହେ, ମସଜିଦ କଥା କୁହେ । ବିଜେପି କନ୍ଧମାଳରେ ଦଙ୍ଗା କରିଥିଲା । ବୋମା ଫୁଟାଇଥିଲା । ଏବେ ସେଠାରେ ଶାନ୍ତି ଅଛି ।

ଯିଏ ଓଡ଼ିଶାର ବିକାଶ ପାଇଁ କାମ କରୁଛନ୍ତି ତାଙ୍କୁ ଆପଣ କେବେ ବିଦା କରିପାରିବେ ନାହିଁ। ଆପଣ ୨୦୧୯ରେ ମଧ୍ୟ ମୁଖ୍ୟମନ୍ତ୍ରୀ ବିଦା ହେବେ ବୋଲି କହିଥିଲେ, କିନ୍ତୁ ମୁଖ୍ୟମନ୍ତ୍ରୀ ପୁଣି ଶପଥ ନେଇଥିଲେ। ନିର୍ବାଚନ ପୂର୍ବରୁ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରନ୍ତୁ। ଜୁନ୍ ୧୦ ତାରିଖରେ ସରକାର ଗଠନ ପାଇଁ ଆପଣ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ଆପଣଙ୍କୁ ଉତ୍ତର ଦେଇ କହିଥିଲେ ଯେ, ବିଜେପିର ଦିନରେ ସ୍ୱପ୍ନ ଦେଖିବାର ଅଭ୍ୟାସ ଅଛି। ମୁଁ ଆପଣଙ୍କୁ ବିନମ୍ରତାର ସହିତ ଜୁନ୍ ୯ ତାରିଖରେ ଆମ ମୁଖ୍ୟମନ୍ତ୍ରୀଙ୍କ ଶପଥ ଉତ୍ସବକୁ ଆସିବାକୁ ନିମନ୍ତ୍ରଣ କରିବି। ଆଉ ସେଦିନ ଆପଣ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦେବାର ଘୋଷଣା କରିବେ ବୋଲି ମୋର ଆଶା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର