ଆଜି ରାଉରକେଲା ଓ ଦେବଗଡ଼ରେ ପ୍ରଚାର କରିବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ

The Sakala Picture
Published On

ରାଉରକେଲା: ନବୀନଙ୍କ ଫୋକସରେ ପଶ୍ଚିମ ଓଡ଼ିଶା। ଆଜି ପଶ୍ଚିମ ଓଡ଼ିଶାର ଦୁଇ ଲୋକସଭା କ୍ଷେତ୍ରରେ ହାଇଭୋଲଟେଜ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ରାଉରକେଲା ଓ ସମ୍ବଲପୁର ଲୋକସଭା କ୍ଷେତ୍ରର ଦେବଗଡ଼ରେ କ୍ଯାମ୍ପେନ କରିବେ ନବୀନ। ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ପାଇଁ ମାଗିବେ ଆଶୀର୍ବାଦ। ଦିନ ୧୧ଟା ୨୫ରେ ମୁଖ୍ଯମନ୍ତ୍ରୀ ରାଉରକେଲା ଏୟାରପୋର୍ଟରେ ପହଞ୍ଚିବେ। ସେଠାରୁ ଏୟାରପୋର୍ଟ ସାମ୍ନାରେ ଥିବା ପଡ଼ିଆରେ ବିଶାଳ ଜନସଭାକୁ ଉଦବୋଧନ ଦେବେ। ସେଠାରୁ […]

ରାଉରକେଲା: ନବୀନଙ୍କ ଫୋକସରେ ପଶ୍ଚିମ ଓଡ଼ିଶା। ଆଜି ପଶ୍ଚିମ ଓଡ଼ିଶାର ଦୁଇ ଲୋକସଭା କ୍ଷେତ୍ରରେ ହାଇଭୋଲଟେଜ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ରାଉରକେଲା ଓ ସମ୍ବଲପୁର ଲୋକସଭା କ୍ଷେତ୍ରର ଦେବଗଡ଼ରେ କ୍ଯାମ୍ପେନ କରିବେ ନବୀନ।

ଆହୁରି ପଢ଼ନ୍ତୁ: ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା, ସରକାରଙ୍କ ଥିଙ୍କ ଟ୍ୟାଙ୍କ ଭାବରେ କାର୍ଯ୍ୟ କରିବ

ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ପାଇଁ ମାଗିବେ ଆଶୀର୍ବାଦ। ଦିନ ୧୧ଟା ୨୫ରେ ମୁଖ୍ଯମନ୍ତ୍ରୀ ରାଉରକେଲା ଏୟାରପୋର୍ଟରେ ପହଞ୍ଚିବେ। ସେଠାରୁ ଏୟାରପୋର୍ଟ ସାମ୍ନାରେ ଥିବା ପଡ଼ିଆରେ ବିଶାଳ ଜନସଭାକୁ ଉଦବୋଧନ ଦେବେ। ସେଠାରୁ ଦେବଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରଧାନପାଟ ଜଳପ୍ରପାତ ନିକଟରେ ସାଧାରଣ ସଭାରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଆଶୀର୍ବାଦ ମାଗିବେ। ଏହାପରେ ଛେଣ୍ଡିପଦା ଓ ଆଠମଲ୍ଲିକରେ ବି ପ୍ରଚାର କରିବେ ମୁଖ୍ଯମନ୍ତ୍ରୀ। ପ୍ରଚାର ସଭାରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସହ ସମସ୍ତ ପ୍ରାର୍ଥୀ ବି ଜନତାଙ୍କୁ ଆଶୀର୍ବାଦ ମାଗିବେ।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

15 May 2024 By The Sakala

ଆଜି ରାଉରକେଲା ଓ ଦେବଗଡ଼ରେ ପ୍ରଚାର କରିବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ

ରାଉରକେଲା: ନବୀନଙ୍କ ଫୋକସରେ ପଶ୍ଚିମ ଓଡ଼ିଶା। ଆଜି ପଶ୍ଚିମ ଓଡ଼ିଶାର ଦୁଇ ଲୋକସଭା କ୍ଷେତ୍ରରେ ହାଇଭୋଲଟେଜ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ରାଉରକେଲା ଓ ସମ୍ବଲପୁର ଲୋକସଭା କ୍ଷେତ୍ରର ଦେବଗଡ଼ରେ କ୍ଯାମ୍ପେନ କରିବେ ନବୀନ।

ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ପାଇଁ ମାଗିବେ ଆଶୀର୍ବାଦ। ଦିନ ୧୧ଟା ୨୫ରେ ମୁଖ୍ଯମନ୍ତ୍ରୀ ରାଉରକେଲା ଏୟାରପୋର୍ଟରେ ପହଞ୍ଚିବେ। ସେଠାରୁ ଏୟାରପୋର୍ଟ ସାମ୍ନାରେ ଥିବା ପଡ଼ିଆରେ ବିଶାଳ ଜନସଭାକୁ ଉଦବୋଧନ ଦେବେ। ସେଠାରୁ ଦେବଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରଧାନପାଟ ଜଳପ୍ରପାତ ନିକଟରେ ସାଧାରଣ ସଭାରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଆଶୀର୍ବାଦ ମାଗିବେ। ଏହାପରେ ଛେଣ୍ଡିପଦା ଓ ଆଠମଲ୍ଲିକରେ ବି ପ୍ରଚାର କରିବେ ମୁଖ୍ଯମନ୍ତ୍ରୀ। ପ୍ରଚାର ସଭାରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସହ ସମସ୍ତ ପ୍ରାର୍ଥୀ ବି ଜନତାଙ୍କୁ ଆଶୀର୍ବାଦ ମାଗିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର