ବିଜେଡିକୁ ଫେରିଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ, ଆଜି ସଂଧ୍ୟାରେ ବିଜେପିରୁ ଦେଇଥିଲେ ଇସ୍ତଫା

The Sakala Picture
Published On

ଭୁବନେଶ୍ବର: ବିଜେଡିକୁ ଫେରିଲେ ଧାମନଗରର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଓରଫ ରାଜୁ ଦାସ । ବିଜେପିରୁ ଇସ୍ତଫା ଦେଇ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି ରାଜୁ ଦାସ । ସେ ବିଜେଡିରେ ସାମିଲ ପରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି ଧନ୍ୟବାଦ । ରାଜୁ ଦାସ ପ୍ରଥମେ ସ୍ୱାଧୀନ ଭାବେ ଲଢ଼ିଥିଲେ, ତା’ପରେ ବିଜେପିରେ ମିଶିଥିଲେ । ସୋରରୁ ରାଜୁଙ୍କ ନାଁ ବିଜେପି ଘୋଷଣା କରିଥିଲେ ବି ଶେଷ ମୁହୂର୍ତ୍ତରେ ପର୍ଶୁରାମ ଧଡାଙ୍କୁ ଟିକେଟ […]

ଭୁବନେଶ୍ବର: ବିଜେଡିକୁ ଫେରିଲେ ଧାମନଗରର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଓରଫ ରାଜୁ ଦାସ । ବିଜେପିରୁ ଇସ୍ତଫା ଦେଇ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି ରାଜୁ ଦାସ । ସେ ବିଜେଡିରେ ସାମିଲ ପରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି ଧନ୍ୟବାଦ ।

ଆହୁରି ପଢ଼ନ୍ତୁ: ଜେଲ୍‌ରେ ପଡ଼ିଲା ହାତଗଣ୍ଠି, ଜୀବନସାଥୀ ହେଲେ ଦୁଇ ବିଚାରାଧୀନ କଏଦୀ

ରାଜୁ ଦାସ ପ୍ରଥମେ ସ୍ୱାଧୀନ ଭାବେ ଲଢ଼ିଥିଲେ, ତା’ପରେ ବିଜେପିରେ ମିଶିଥିଲେ । ସୋରରୁ ରାଜୁଙ୍କ ନାଁ ବିଜେପି ଘୋଷଣା କରିଥିଲେ ବି ଶେଷ ମୁହୂର୍ତ୍ତରେ ପର୍ଶୁରାମ ଧଡାଙ୍କୁ ଟିକେଟ ଦେଇଥିଲା । ବିଜେପିରେ ଅବହେଳିତ ହେବା ପରେ ପୁଣି ବିଜେଡିକୁ ଫେରିଛନ୍ତି ରାଜୁ । ଚାନ୍ଦବାଲି, ବାସୁଦେବପୁର ଓ ଧାମନଗର ସବୁ ଆସନ ବିଜେଡି ଜିତିବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ରାଜୁ । ବିଜେଡି ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସବୁ ସମୟରେ ସହଯୋଗ ରହିବ ବୋଲି କହିଛନ୍ତି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୁଲିସର ଦମନଲୀଳା: ବିଜୟଚୌକରେ ବିଜେଡିର ପ୍ରତିବାଦ

16 May 2024 By The Sakala

ବିଜେଡିକୁ ଫେରିଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ, ଆଜି ସଂଧ୍ୟାରେ ବିଜେପିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ବର: ବିଜେଡିକୁ ଫେରିଲେ ଧାମନଗରର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଓରଫ ରାଜୁ ଦାସ । ବିଜେପିରୁ ଇସ୍ତଫା ଦେଇ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି ରାଜୁ ଦାସ । ସେ ବିଜେଡିରେ ସାମିଲ ପରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି ଧନ୍ୟବାଦ ।

ରାଜୁ ଦାସ ପ୍ରଥମେ ସ୍ୱାଧୀନ ଭାବେ ଲଢ଼ିଥିଲେ, ତା’ପରେ ବିଜେପିରେ ମିଶିଥିଲେ । ସୋରରୁ ରାଜୁଙ୍କ ନାଁ ବିଜେପି ଘୋଷଣା କରିଥିଲେ ବି ଶେଷ ମୁହୂର୍ତ୍ତରେ ପର୍ଶୁରାମ ଧଡାଙ୍କୁ ଟିକେଟ ଦେଇଥିଲା । ବିଜେପିରେ ଅବହେଳିତ ହେବା ପରେ ପୁଣି ବିଜେଡିକୁ ଫେରିଛନ୍ତି ରାଜୁ । ଚାନ୍ଦବାଲି, ବାସୁଦେବପୁର ଓ ଧାମନଗର ସବୁ ଆସନ ବିଜେଡି ଜିତିବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ରାଜୁ । ବିଜେଡି ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସବୁ ସମୟରେ ସହଯୋଗ ରହିବ ବୋଲି କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର