ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଭୋଟ ଦେବେ ୯୪ ଲକ୍ଷ ୪୮ ହଜାର ଭୋଟର୍, ଅନ୍ଧାରୀ ବିଜେ ରୋକିବାକୁ ସାଇଲେଣ୍ଟ ଆୱାର

The Sakala Picture
Published On

ଭୁବନେଶ୍ବର: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୯୪ ଲକ୍ଷ ୪୮ ହଜାର ଭୋଟର୍ ଭୋଟ ଦେବେ। ପୁରୁଷ ଭୋଟରଙ୍କ ସଂଖ୍ୟା ୪୮ଲକ୍ଷ ୩୦ହଜାର ରହିଛି। ୪୬ ଲକ୍ଷ ୧୮ ହଜାର ମହିଳା ଭୋଟର୍ ରହିଛନ୍ତି। ୨୧% ଯୁବ ଭୋଟର୍ ରହିଛନ୍ତି। ଅନ୍ୟପକ୍ଷରେ, ୩ହଜାର ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର୍ ଘରୁ ମତଦାନ କରିଛନ୍ତି। ମୋଟ ସାଂସଦ ପ୍ରାର୍ଥୀ ହେଲେ ୬୪ ଏବଂ ୩୮୩ ବିଧାୟକ ପ୍ରାର୍ଥୀ ରହିଛନ୍ତି। ମୋଟ ବୁଥ୍ ସଂଖ୍ୟା ୧୦ ହଜାର ୫୫୧। ୨ […]

ଭୁବନେଶ୍ବର: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୯୪ ଲକ୍ଷ ୪୮ ହଜାର ଭୋଟର୍ ଭୋଟ ଦେବେ। ପୁରୁଷ ଭୋଟରଙ୍କ ସଂଖ୍ୟା ୪୮ଲକ୍ଷ ୩୦ହଜାର ରହିଛି। ୪୬ ଲକ୍ଷ ୧୮ ହଜାର ମହିଳା ଭୋଟର୍ ରହିଛନ୍ତି। ୨୧% ଯୁବ ଭୋଟର୍ ରହିଛନ୍ତି। ଅନ୍ୟପକ୍ଷରେ, ୩ହଜାର ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର୍ ଘରୁ ମତଦାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

ମୋଟ ସାଂସଦ ପ୍ରାର୍ଥୀ ହେଲେ ୬୪ ଏବଂ ୩୮୩ ବିଧାୟକ ପ୍ରାର୍ଥୀ ରହିଛନ୍ତି। ମୋଟ ବୁଥ୍ ସଂଖ୍ୟା ୧୦ ହଜାର ୫୫୧। ୨ ହଜାର ମଡେଲ ବୁଥ ବ୍ୟବସ୍ଥା କରାଯାଇଛି। ଏହି ପର୍ଯ୍ୟାୟରେ ସର୍ବାଧିକ ୧୨୧ କମ୍ପାନୀ CAPF ମୁତୟନ ହୋଇଛନ୍ତି। ଅନ୍ଧାରୀ ବିଜେ ରୋକିବାକୁ ସାଇଲେଣ୍ଟ ଆୱାର ଆରମ୍ଭ ହେବ। ସବୁ ହୋଟେଲ ଓ ଗେଷ୍ଟ ହାଉସ ଯାଞ୍ଚ ହେବ। ଯେଭଳି କେହି ବାହାରଲୋର ରହିବେନି। ଖିଲାପ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। କେନ୍ଦୁଝର ହିଂସା ସମ୍ପର୍କରେ ପ୍ରତିକ୍ରିୟା ଅଧିକ ଫୋର୍ସ ମୁତୟନ ହୋଇଛନ୍ତି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ କହିଛନ୍ତି।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

23 May 2024 By The Sakala

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଭୋଟ ଦେବେ ୯୪ ଲକ୍ଷ ୪୮ ହଜାର ଭୋଟର୍, ଅନ୍ଧାରୀ ବିଜେ ରୋକିବାକୁ ସାଇଲେଣ୍ଟ ଆୱାର

ଭୁବନେଶ୍ବର: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୯୪ ଲକ୍ଷ ୪୮ ହଜାର ଭୋଟର୍ ଭୋଟ ଦେବେ। ପୁରୁଷ ଭୋଟରଙ୍କ ସଂଖ୍ୟା ୪୮ଲକ୍ଷ ୩୦ହଜାର ରହିଛି। ୪୬ ଲକ୍ଷ ୧୮ ହଜାର ମହିଳା ଭୋଟର୍ ରହିଛନ୍ତି। ୨୧% ଯୁବ ଭୋଟର୍ ରହିଛନ୍ତି। ଅନ୍ୟପକ୍ଷରେ, ୩ହଜାର ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର୍ ଘରୁ ମତଦାନ କରିଛନ୍ତି।

ମୋଟ ସାଂସଦ ପ୍ରାର୍ଥୀ ହେଲେ ୬୪ ଏବଂ ୩୮୩ ବିଧାୟକ ପ୍ରାର୍ଥୀ ରହିଛନ୍ତି। ମୋଟ ବୁଥ୍ ସଂଖ୍ୟା ୧୦ ହଜାର ୫୫୧। ୨ ହଜାର ମଡେଲ ବୁଥ ବ୍ୟବସ୍ଥା କରାଯାଇଛି। ଏହି ପର୍ଯ୍ୟାୟରେ ସର୍ବାଧିକ ୧୨୧ କମ୍ପାନୀ CAPF ମୁତୟନ ହୋଇଛନ୍ତି। ଅନ୍ଧାରୀ ବିଜେ ରୋକିବାକୁ ସାଇଲେଣ୍ଟ ଆୱାର ଆରମ୍ଭ ହେବ। ସବୁ ହୋଟେଲ ଓ ଗେଷ୍ଟ ହାଉସ ଯାଞ୍ଚ ହେବ। ଯେଭଳି କେହି ବାହାରଲୋର ରହିବେନି। ଖିଲାପ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। କେନ୍ଦୁଝର ହିଂସା ସମ୍ପର୍କରେ ପ୍ରତିକ୍ରିୟା ଅଧିକ ଫୋର୍ସ ମୁତୟନ ହୋଇଛନ୍ତି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର