ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୩୫୫୪ ପଜିଟିଭ

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୫୫୪ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୨୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୨୬ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯୭୦୬୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୫୫୪ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୨୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୨୬ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯୭୦୬୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୬୫୨ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ଅନୁଗୁଳରୁ ୧୩୩ , ବାଲେଶ୍ୱରରୁ ୨୭୧ , ବରଗଡ଼ ୩୧, ଭଦ୍ରକ ୧୫୮, ବଲାଙ୍ଗୀର ୩୧ , ବୌଦ୍ଧ ୩୩ , କଟକ ୫୦୧ , ଦେବଗଡ଼ ୮ , ଢେଙ୍କାନାଳ ୫୬ , ଗଜପତି ୨୪ , ଗଞ୍ଜାମ ୨୨ , ଜଗତସିଂହପୁର ୧୪୫ , ଯାଜପୁର ୨୫୬ , ଝାରସୁଗୁଡ଼ା ୧୧ , କଳାହାଣ୍ଡି ୨୧ , କନ୍ଧମାଳ ୩୮ , କେନ୍ଦ୍ରାପଡ଼ା ୧୧୯ , କେନ୍ଦୁଝର ୬୫ , କୋରାପୁଟ ୬୯ , ମାଲକାନଗିରି ୬୧ , ମୟୂରଭଞ୍ଜ ୧୯୬ , ନବରଙ୍ଗପୁର ୨୨ , ନୟାଗଡ଼ ୧୦୦ , ନୂଆପଡ଼ା ୨୦ , ପୁରୀ ୨୩୩ , ରାୟଗଡ଼ା ୬୧ , ସମ୍ୱଲପୁର ୧୮ , ସୋନପୁର ୨୯ , ସୁନ୍ଦରଗଡ଼ ୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର