ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଜୁନ୍‌ ୧ରେ ରାଜ୍ୟରେ ଅନ୍ତିମ ପର୍ଯ୍ୟାୟ ନିର୍ବାଚନ: ଭୋଟ ଦେବେ ୯୯ ଲକ୍ଷ ୬୧ ହଜାର ଭୋଟର୍‌

The Sakala Picture
Published On

ଭୁବନେଶ୍ବର: ଜୁନ୍‌ ୧ ତାରିଖରେ ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଶେଷ ପର୍ଯ୍ୟାୟରେ ରାଜ୍ୟରେ ୯୯ ଲକ୍ଷ ୬୧ ହଜାର ଭୋଟର୍‌ ମତଦାନ କରିବେ । ସେମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ପୁରୁଷ ଭୋଟର ରହିଥିବା ବେଳେ ୪୮ ଲକ୍ଷ ୭୨ ହଜାର ମହିଳା ଭୋଟର । ସେହିପରି ୬ ହଜାର ୮୭ ଜଣ ତୃତୀୟ ଲିଙ୍ଗି ଭୋଟର ରହିଛନ୍ତି । ଏନେଇ ଆଜି ସାମ୍ବାଦିକ […]

ଭୁବନେଶ୍ବର: ଜୁନ୍‌ ୧ ତାରିଖରେ ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଶେଷ ପର୍ଯ୍ୟାୟରେ ରାଜ୍ୟରେ ୯୯ ଲକ୍ଷ ୬୧ ହଜାର ଭୋଟର୍‌ ମତଦାନ କରିବେ । ସେମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ପୁରୁଷ ଭୋଟର ରହିଥିବା ବେଳେ ୪୮ ଲକ୍ଷ ୭୨ ହଜାର ମହିଳା ଭୋଟର । ସେହିପରି ୬ ହଜାର ୮୭ ଜଣ ତୃତୀୟ ଲିଙ୍ଗି ଭୋଟର ରହିଛନ୍ତି । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ତେବେ ଗତଥର ପରି ଏଥର ମଧ୍ୟ ପୋଲିଂ ବୁଥକୁ ମୋବାଇଲ ଫୋନ ନେବାକୁ ମନା କରାଯାଇଛି ।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ସେହିଭଳି ରାଜ୍ୟରେ ୧୦ ହଜାର ୮୮୨ ଟି ମତଦାନ କେନ୍ଦ୍ରରେ ଭୋଟର୍‌ ମତଦାନ କରିବେ । ୧୪ ଟି ବୁଥ୍‌ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ। ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ଆଦର୍ଶ ବୁଥ୍ ରହିଛି । ନିର୍ବାଚନ କାର୍ଯ୍ୟାରେ ୭୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ ନିୟୋଜିତ ହେବେ । ପିଡବ୍ଲୁଡି ପକ୍ଷରୁ ଭୋଟରଙ୍କ ପାଇଁ ନିଃଶୁଳ୍କ ପରିବହନ ବ୍ୟବସ୍ଥା ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ମୈଦାନରେ ୪୬୦ ଜଣ ପ୍ରାର୍ଥୀ ଅଛନ୍ତି । ସେଥିମଧ୍ୟରେ ୩୯୪ ବିଧାନସଭା ପ୍ରାର୍ଥୀ ଏବଂ ୬୬ ଲୋକ ସଭା ପ୍ରାର୍ଥୀ ରହିଛନ୍ତି।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଇରଙ୍ଗପୁରରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

30 May 2024 By The Sakala

ଜୁନ୍‌ ୧ରେ ରାଜ୍ୟରେ ଅନ୍ତିମ ପର୍ଯ୍ୟାୟ ନିର୍ବାଚନ: ଭୋଟ ଦେବେ ୯୯ ଲକ୍ଷ ୬୧ ହଜାର ଭୋଟର୍‌

ଭୁବନେଶ୍ବର: ଜୁନ୍‌ ୧ ତାରିଖରେ ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଶେଷ ପର୍ଯ୍ୟାୟରେ ରାଜ୍ୟରେ ୯୯ ଲକ୍ଷ ୬୧ ହଜାର ଭୋଟର୍‌ ମତଦାନ କରିବେ । ସେମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ପୁରୁଷ ଭୋଟର ରହିଥିବା ବେଳେ ୪୮ ଲକ୍ଷ ୭୨ ହଜାର ମହିଳା ଭୋଟର । ସେହିପରି ୬ ହଜାର ୮୭ ଜଣ ତୃତୀୟ ଲିଙ୍ଗି ଭୋଟର ରହିଛନ୍ତି । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ତେବେ ଗତଥର ପରି ଏଥର ମଧ୍ୟ ପୋଲିଂ ବୁଥକୁ ମୋବାଇଲ ଫୋନ ନେବାକୁ ମନା କରାଯାଇଛି ।

ସେହିଭଳି ରାଜ୍ୟରେ ୧୦ ହଜାର ୮୮୨ ଟି ମତଦାନ କେନ୍ଦ୍ରରେ ଭୋଟର୍‌ ମତଦାନ କରିବେ । ୧୪ ଟି ବୁଥ୍‌ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ। ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ଆଦର୍ଶ ବୁଥ୍ ରହିଛି । ନିର୍ବାଚନ କାର୍ଯ୍ୟାରେ ୭୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ ନିୟୋଜିତ ହେବେ । ପିଡବ୍ଲୁଡି ପକ୍ଷରୁ ଭୋଟରଙ୍କ ପାଇଁ ନିଃଶୁଳ୍କ ପରିବହନ ବ୍ୟବସ୍ଥା ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ମୈଦାନରେ ୪୬୦ ଜଣ ପ୍ରାର୍ଥୀ ଅଛନ୍ତି । ସେଥିମଧ୍ୟରେ ୩୯୪ ବିଧାନସଭା ପ୍ରାର୍ଥୀ ଏବଂ ୬୬ ଲୋକ ସଭା ପ୍ରାର୍ଥୀ ରହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର