ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ଜାରି: ଦିନ ୩ଟା ସୁଦ୍ଧା ୪୯.୭୭% ମତଦାନ

The Sakala Picture
Published On

ଭୁବନେଶ୍ବର: ଆଜି ଓଡ଼ିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ରାଜ୍ୟରେ ଦିନ ୩ଟା ସୁଦ୍ଧା ୪୯.୭୭ ପ୍ରତିଶତ ମତଦାନ ହୋଇଛି। ବାଲେଶ୍ୱରରେ ୫୪.୦୪ ପ୍ରତିଶତ ମତଦାନ ହୋଇଥିବାବେଳେ ଭଦ୍ରକରେ ୪୬.୩୩%, ଜଗତସିଂପୁରରେ ୫୨.୫୨%, ଯାଜପୁରରେ ୪୮.୮୦%, କେନ୍ଦ୍ରାପଡାରେ ୪୬.୪୬%, ମୟୂରଭଞ୍ଜରେ ୫୧.୦୩ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱରରେ ସର୍ବାଧିକ ଭୋଟିଂ ହୋଇଥିବା ବେଳେ ଭଦ୍ରକରେ ସର୍ବନିମ୍ନ ରହିଛି । ଏହି ପର୍ଯ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ମୟୂରଭଞ୍ଜ, […]

ଭୁବନେଶ୍ବର: ଆଜି ଓଡ଼ିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ରାଜ୍ୟରେ ଦିନ ୩ଟା ସୁଦ୍ଧା ୪୯.୭୭ ପ୍ରତିଶତ ମତଦାନ ହୋଇଛି। ବାଲେଶ୍ୱରରେ ୫୪.୦୪ ପ୍ରତିଶତ ମତଦାନ ହୋଇଥିବାବେଳେ ଭଦ୍ରକରେ ୪୬.୩୩%, ଜଗତସିଂପୁରରେ ୫୨.୫୨%, ଯାଜପୁରରେ ୪୮.୮୦%, କେନ୍ଦ୍ରାପଡାରେ ୪୬.୪୬%, ମୟୂରଭଞ୍ଜରେ ୫୧.୦୩ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱରରେ ସର୍ବାଧିକ ଭୋଟିଂ ହୋଇଥିବା ବେଳେ ଭଦ୍ରକରେ ସର୍ବନିମ୍ନ ରହିଛି ।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

ଏହି ପର୍ଯ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିଜ ପ୍ରତିନିଧି ବାଛୁଛନ୍ତି ଭୋଟର ।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର