ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଓଡ଼ିଶାରେ ସରକାର ଗଠନ ପାଇଁ ଦିବାସ୍ବପ୍ନ ଦେଖୁଛି ବିଜେପି: ସସ୍ମିତ ପାତ୍ର

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାରେ ସରକାର ଗଠନ ପାଇଁ ଦିବାସ୍ବପ୍ନ ଦେଖୁଛି ବିଜେପି। ଯାହାକୁ ରାଜ୍ଯ ବିଜେପିର ଏକ ପୁରୁଣା ଅଭ୍ଯାସ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର। ୨୦୧୪ ନିର୍ବାଚନରେ ବି ସେମାନେ ରାଜ୍ୟରେ ସରକାର ଗଠନ କରିବେ ବୋଲି ଦିବାସ୍ବପ୍ନ ଦେଖିଥିଲେ । ସେହିପରି ୨୦୧୯ରେ ମଧ୍ଯ ବିଜେପି ସରକାର ଗଠନ କରିବା ନେଇ ଦିବାସ୍ବପ୍ନ ଦେଖିଥିଲେ। ତେଣୁ ଏଥର ମଧ୍ଯ ଦିବାସ୍ବପ୍ନ ଦେଖିବା କିଛି ନୂଆ କଥା ନୁହେଁ । ବିଜେପି ଓ ଦଳର […]

ଭୁବନେଶ୍ୱର: ଓଡ଼ିଶାରେ ସରକାର ଗଠନ ପାଇଁ ଦିବାସ୍ବପ୍ନ ଦେଖୁଛି ବିଜେପି। ଯାହାକୁ ରାଜ୍ଯ ବିଜେପିର ଏକ ପୁରୁଣା ଅଭ୍ଯାସ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର। ୨୦୧୪ ନିର୍ବାଚନରେ ବି ସେମାନେ ରାଜ୍ୟରେ ସରକାର ଗଠନ କରିବେ ବୋଲି ଦିବାସ୍ବପ୍ନ ଦେଖିଥିଲେ । ସେହିପରି ୨୦୧୯ରେ ମଧ୍ଯ ବିଜେପି ସରକାର ଗଠନ କରିବା ନେଇ ଦିବାସ୍ବପ୍ନ ଦେଖିଥିଲେ। ତେଣୁ ଏଥର ମଧ୍ଯ ଦିବାସ୍ବପ୍ନ ଦେଖିବା କିଛି ନୂଆ କଥା ନୁହେଁ । ବିଜେପି ଓ ଦଳର ନେତାଙ୍କ ଦିବାସ୍ବପ୍ନକୁ ଶୁଭେଚ୍ଛା ଜଣାଇବା ସହ ସେମାନେ ଏଥିରେ ଦକ୍ଷ ହେବା ଭଲ କଥା ବୋଲି କହି କଟାକ୍ଷ କରିଛନ୍ତି ସସ୍ମିତ।

ଆହୁରି ପଢ଼ନ୍ତୁ: ପ୍ରେମିକାକୁ ହତ୍ୟା କରି ଦୁର୍ଘଟଣା ରୂପ ଦେଇଥିଲା ପ୍ରେମିକ, ବାନ୍ଧିଲା ପୋଲିସ

03 Jun 2024 By The Sakala

ଓଡ଼ିଶାରେ ସରକାର ଗଠନ ପାଇଁ ଦିବାସ୍ବପ୍ନ ଦେଖୁଛି ବିଜେପି: ସସ୍ମିତ ପାତ୍ର

ଭୁବନେଶ୍ୱର: ଓଡ଼ିଶାରେ ସରକାର ଗଠନ ପାଇଁ ଦିବାସ୍ବପ୍ନ ଦେଖୁଛି ବିଜେପି। ଯାହାକୁ ରାଜ୍ଯ ବିଜେପିର ଏକ ପୁରୁଣା ଅଭ୍ଯାସ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର। ୨୦୧୪ ନିର୍ବାଚନରେ ବି ସେମାନେ ରାଜ୍ୟରେ ସରକାର ଗଠନ କରିବେ ବୋଲି ଦିବାସ୍ବପ୍ନ ଦେଖିଥିଲେ । ସେହିପରି ୨୦୧୯ରେ ମଧ୍ଯ ବିଜେପି ସରକାର ଗଠନ କରିବା ନେଇ ଦିବାସ୍ବପ୍ନ ଦେଖିଥିଲେ। ତେଣୁ ଏଥର ମଧ୍ଯ ଦିବାସ୍ବପ୍ନ ଦେଖିବା କିଛି ନୂଆ କଥା ନୁହେଁ । ବିଜେପି ଓ ଦଳର ନେତାଙ୍କ ଦିବାସ୍ବପ୍ନକୁ ଶୁଭେଚ୍ଛା ଜଣାଇବା ସହ ସେମାନେ ଏଥିରେ ଦକ୍ଷ ହେବା ଭଲ କଥା ବୋଲି କହି କଟାକ୍ଷ କରିଛନ୍ତି ସସ୍ମିତ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର