ରାଜ୍ୟରେ ଅଂଶୁଘାତଜନିତ ମୃତ୍ୟୁସଂଖ୍ୟା ୩୦କୁ ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଅଂଶୁଘାତ ମୃତ୍ୟୁସଂଖ୍ୟା ୩୦କୁ ବୃଦ୍ଧି। ସରକାରୀ ଭାବେ ଗତ ୨୪ ଘଣ୍ଟାରେ ଆଉ ୪ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଛି। ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ମୋଟ ୧୪୭ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଥିରୁ ୫୦ଟି ମାମଲାର ତଦନ୍ତ ଶେଷ ହୋଇଛି। ୩୦ଟି ମାମାଲା ଅଂଶୁଘାତ ଜନିତ ବୋଲି ଏସଆରସିଙ୍କ କାର୍ଯ୍ୟାଳୟ ସୂଚନା ଦେଇଛି । ବାକି ୯୭ଟି ମୃତ୍ୟୁ ମାମଲାର ତଦନ୍ତ […]

ଭୁବନେଶ୍ୱର: ରାଜ୍ୟରେ ଅଂଶୁଘାତ ମୃତ୍ୟୁସଂଖ୍ୟା ୩୦କୁ ବୃଦ୍ଧି। ସରକାରୀ ଭାବେ ଗତ ୨୪ ଘଣ୍ଟାରେ ଆଉ ୪ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଛି। ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ରାଜ୍ୟରେ ମୋଟ ୧୪୭ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଥିରୁ ୫୦ଟି ମାମଲାର ତଦନ୍ତ ଶେଷ ହୋଇଛି। ୩୦ଟି ମାମାଲା ଅଂଶୁଘାତ ଜନିତ ବୋଲି ଏସଆରସିଙ୍କ କାର୍ଯ୍ୟାଳୟ ସୂଚନା ଦେଇଛି । ବାକି ୯୭ଟି ମୃତ୍ୟୁ ମାମଲାର ତଦନ୍ତ କାର୍ଯ୍ୟ ଶେଷ ହୋଇନାହିଁ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର