ବିଜୁ ମହିଳା ଜନତା ଦଳରେ ନୂଆ ନିଯୁକ୍ତି

The Sakala Picture
Published On

ଭୁବନେଶ୍ୱର: ବିଜୁ ମହିଳା ଜନତା ଦଳରେ ନୂଆ ନିଯୁକ୍ତି ଦିଆଯାଇଛି । ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆଙ୍କ ସୁପାରିସ୍ କ୍ରମେ ନୂଆ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ରାଜ୍ୟ କାର୍ୟ୍ୟାଳୟରେ ଉପଦେଷ୍ଟା ଭାବେ ଡକ୍ଟର ରାଜଶ୍ରୀ ମଲ୍ଲିକ, ମଞ୍ଜୁଲତା ମଣ୍ଡଳ, ରୀତା ତରାଇ, ଲତିକା ପ୍ରଧାନ, ନନ୍ଦିନୀ ଦେବୀଙ୍କୁ ନିଯୁକ୍ତ କରାଯାଇଛି । ସେହିଭଳି କାର୍ୟ୍ୟକାରୀ ସଭାପତି ଭାବେ ସୁଭାଶିନୀ ଜେନା, ସୁଲତା ଦେଓ ଓ ନିବେଦିତା […]

ଭୁବନେଶ୍ୱର: ବିଜୁ ମହିଳା ଜନତା ଦଳରେ ନୂଆ ନିଯୁକ୍ତି ଦିଆଯାଇଛି । ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆଙ୍କ ସୁପାରିସ୍ କ୍ରମେ ନୂଆ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ରାଜ୍ୟ କାର୍ୟ୍ୟାଳୟରେ ଉପଦେଷ୍ଟା ଭାବେ ଡକ୍ଟର ରାଜଶ୍ରୀ ମଲ୍ଲିକ, ମଞ୍ଜୁଲତା ମଣ୍ଡଳ, ରୀତା ତରାଇ, ଲତିକା ପ୍ରଧାନ, ନନ୍ଦିନୀ ଦେବୀଙ୍କୁ ନିଯୁକ୍ତ କରାଯାଇଛି । ସେହିଭଳି କାର୍ୟ୍ୟକାରୀ ସଭାପତି ଭାବେ ସୁଭାଶିନୀ ଜେନା, ସୁଲତା ଦେଓ ଓ ନିବେଦିତା ମହାନ୍ତିଙ୍କୁ ଦାୟିତ୍ୱ ଦିଆଯାଇଛି ।ପ୍ରେସ୍ ଇସ୍ତାହାର ଜରିଆରେ ଏନେଇ ସୂଚନା ଦେଇଛନ୍ତି ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ପୁଣି ପୁରୀ କୋର୍ଟକୁ ବୋମାରେ ଉଡାଇଦେବାକୁ ଧମକ, ଅଦାଲତ କାର୍ଯ୍ୟ ବାଧାପ୍ରାପ୍ତ

ବିଜୁ ମହିଳା ଜନତା ଦଳର ସାଧାରଣ ସମ୍ପାଦକ ଭାବେ କସ୍ତୁରୀ ମହାପାତ୍ର, ରାଜ୍ୟ କୋଷାଧ୍ୟକ୍ଷ ଜୟଶ୍ରୀ ଦାସ. ସୋସିଆଲ୍ ମିଡିଆ କୋ-ଅର୍ଡିନେଟର ଭାବେ ମାନସୀ ସୁନ୍ଦରାୟଙ୍କୁ ନିଯୁକ୍ତ କରାଯାଇଛି ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର, କଟକ, ବାଲେଶ୍ୱର, ସମ୍ବଲପୁର, ବଲାଙ୍ଗିର ଆଦି ୫ଟି ଜୋନରେ ସଭାପତି ସହ କାର୍ୟ୍ୟକାରୀ ସଭାପତି ନିଯୁକ୍ତ କରାଯାଇଛି । ଗଞ୍ଜାମ ଓ କୋରାପୁଟ ଜୋନରେ ସଭାପତି ନିଯୁକ୍ତ କରାଯାଇଛି । ବରିଷ୍ଠ ଉପସଭାପତି ଭାବେ ୯ ଜଣଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଉପସଭାପତି ଭାବେ ୨୭ ଜଣ, ସାଧାରଣ ସମ୍ପାଦକ ଭାବେ ୩୫ ଜଣ, ସମ୍ପାଦକ ଭାବେ ୩୬ ଜଣ, ଯୁଗ୍ମ ସମ୍ପାଦକ ଭାବେ ୨୮ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; କଣ୍ଟେନର ଧକ୍କାରେ ତିନି ବାଇକ ଆରୋହୀ ମୃତ

୩୩ଟି ସାଙ୍ଗଠନିକ ଜିଲ୍ଲାରେ ୩୩ ଜଣଙ୍କୁ ସଭାପତି ଭାବେ ନିଯୁକ୍ତ କରାଯାଇଛି । ବିଜୁ ମହିଳା ଜନତା ଦଳର ଏକଜୁକ୍ୟୁଟିଭ୍ ବଡି ମେମ୍ବର ଭାବେ ୬୯ ଜଣଙ୍କୁ ନିଯୁକ୍ତ କରାଯାଇଛି । ଏହି ନୂଆ ନିଯୁକ୍ତି ତତ୍କାଳ କାର୍ୟ୍ୟକାରୀ ହେବ ।

27 Jun 2021 By The Sakala

ବିଜୁ ମହିଳା ଜନତା ଦଳରେ ନୂଆ ନିଯୁକ୍ତି

ଭୁବନେଶ୍ୱର: ବିଜୁ ମହିଳା ଜନତା ଦଳରେ ନୂଆ ନିଯୁକ୍ତି ଦିଆଯାଇଛି । ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆଙ୍କ ସୁପାରିସ୍ କ୍ରମେ ନୂଆ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ରାଜ୍ୟ କାର୍ୟ୍ୟାଳୟରେ ଉପଦେଷ୍ଟା ଭାବେ ଡକ୍ଟର ରାଜଶ୍ରୀ ମଲ୍ଲିକ, ମଞ୍ଜୁଲତା ମଣ୍ଡଳ, ରୀତା ତରାଇ, ଲତିକା ପ୍ରଧାନ, ନନ୍ଦିନୀ ଦେବୀଙ୍କୁ ନିଯୁକ୍ତ କରାଯାଇଛି । ସେହିଭଳି କାର୍ୟ୍ୟକାରୀ ସଭାପତି ଭାବେ ସୁଭାଶିନୀ ଜେନା, ସୁଲତା ଦେଓ ଓ ନିବେଦିତା ମହାନ୍ତିଙ୍କୁ ଦାୟିତ୍ୱ ଦିଆଯାଇଛି ।ପ୍ରେସ୍ ଇସ୍ତାହାର ଜରିଆରେ ଏନେଇ ସୂଚନା ଦେଇଛନ୍ତି ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି ।

ବିଜୁ ମହିଳା ଜନତା ଦଳର ସାଧାରଣ ସମ୍ପାଦକ ଭାବେ କସ୍ତୁରୀ ମହାପାତ୍ର, ରାଜ୍ୟ କୋଷାଧ୍ୟକ୍ଷ ଜୟଶ୍ରୀ ଦାସ. ସୋସିଆଲ୍ ମିଡିଆ କୋ-ଅର୍ଡିନେଟର ଭାବେ ମାନସୀ ସୁନ୍ଦରାୟଙ୍କୁ ନିଯୁକ୍ତ କରାଯାଇଛି ।

ଭୁବନେଶ୍ୱର, କଟକ, ବାଲେଶ୍ୱର, ସମ୍ବଲପୁର, ବଲାଙ୍ଗିର ଆଦି ୫ଟି ଜୋନରେ ସଭାପତି ସହ କାର୍ୟ୍ୟକାରୀ ସଭାପତି ନିଯୁକ୍ତ କରାଯାଇଛି । ଗଞ୍ଜାମ ଓ କୋରାପୁଟ ଜୋନରେ ସଭାପତି ନିଯୁକ୍ତ କରାଯାଇଛି । ବରିଷ୍ଠ ଉପସଭାପତି ଭାବେ ୯ ଜଣଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଉପସଭାପତି ଭାବେ ୨୭ ଜଣ, ସାଧାରଣ ସମ୍ପାଦକ ଭାବେ ୩୫ ଜଣ, ସମ୍ପାଦକ ଭାବେ ୩୬ ଜଣ, ଯୁଗ୍ମ ସମ୍ପାଦକ ଭାବେ ୨୮ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି ।

୩୩ଟି ସାଙ୍ଗଠନିକ ଜିଲ୍ଲାରେ ୩୩ ଜଣଙ୍କୁ ସଭାପତି ଭାବେ ନିଯୁକ୍ତ କରାଯାଇଛି । ବିଜୁ ମହିଳା ଜନତା ଦଳର ଏକଜୁକ୍ୟୁଟିଭ୍ ବଡି ମେମ୍ବର ଭାବେ ୬୯ ଜଣଙ୍କୁ ନିଯୁକ୍ତ କରାଯାଇଛି । ଏହି ନୂଆ ନିଯୁକ୍ତି ତତ୍କାଳ କାର୍ୟ୍ୟକାରୀ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର