କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ

The Sakala Picture
Published On

ଭୁବନେଶ୍ବର: ନୂଆ ସରକାରର କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓରଫ ରାଜା ସ୍ବାଇଁ । ୮ ଥରର ବରିଷ୍ଠ ବିଜେଡି ବିଧାୟକ ରାଜା ସ୍ବାଇଁଙ୍କୁ କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇଲେ ରାଜ୍ୟପାଳ ରଘୁବର ଦାସ । କାମଚଳା ବାଚସ୍ପତିର ଦାୟିତ୍ବ ଗ୍ରହଣ କରିବା ପରେ ଆଗାମୀ ଜୁନ୍ ୧୭ ଓ ୧୮ ତାରିଖରେ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ ରାଜା ସ୍ବାଇଁ । ଏହାପରେ ସେ ବିଧାୟକଙ୍କୁ ଶପଥ ପାଠ […]

ଭୁବନେଶ୍ବର: ନୂଆ ସରକାରର କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓରଫ ରାଜା ସ୍ବାଇଁ । ୮ ଥରର ବରିଷ୍ଠ ବିଜେଡି ବିଧାୟକ ରାଜା ସ୍ବାଇଁଙ୍କୁ କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇଲେ ରାଜ୍ୟପାଳ ରଘୁବର ଦାସ । କାମଚଳା ବାଚସ୍ପତିର ଦାୟିତ୍ବ ଗ୍ରହଣ କରିବା ପରେ ଆଗାମୀ ଜୁନ୍ ୧୭ ଓ ୧୮ ତାରିଖରେ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ ରାଜା ସ୍ବାଇଁ । ଏହାପରେ ସେ ବିଧାୟକଙ୍କୁ ଶପଥ ପାଠ କରାଇବା ସହ ବାଚସ୍ପତି ନିର୍ବାଚନ ମଧ୍ୟ ପରିଚାଳନା ମଧ୍ୟ କରିବେ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ନୂଆ ବିଧାନସଭାର ବାଚସ୍ପତି ନିର୍ବାଚନ ପାଇଁ ଜୁନ୍ ୧୯ ତାରିଖରେ ନାମାଙ୍କନ ପତ୍ର ଦାଖଲ ହେବାକୁ ଥିବା ବେଳେ ଜୁନ୍ ୨୦ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ରଣପୁରର ବିଜେପି ବିଧାୟକ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ପ୍ରାର୍ଥୀ ହେବାକୁ ଯାଉଛନ୍ତି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର