ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ !

The Sakala Picture
Published On

ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଭାଲିଆଗଣି ଗାଁରେ । ମୃତକ ହେଲେ ଶlଳକ କୈଳାଶ ନାୟକ । ମୋହନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତ ଭିଣୋଇ ଉଦୟ ନାୟକକୁ କାବୁ କରିବା ସହ ଦେଶି ବନ୍ଧୁକ ଜବତ କରି ତଦନ୍ତ କରୁଛି । ସୂଚନା ଅନୁସାରେ, ଗତକାଲି ଅପରାହ୍ନରେ ଶାଳକ କୈଳାଶ କାଠ ଆଣିବାକୁ ଜଙ୍ଗଲକୁ ଯାଇଥିଲେ । […]

ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଭାଲିଆଗଣି ଗାଁରେ । ମୃତକ ହେଲେ ଶlଳକ କୈଳାଶ ନାୟକ । ମୋହନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତ ଭିଣୋଇ ଉଦୟ ନାୟକକୁ କାବୁ କରିବା ସହ ଦେଶି ବନ୍ଧୁକ ଜବତ କରି ତଦନ୍ତ କରୁଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ସୂଚନା ଅନୁସାରେ, ଗତକାଲି ଅପରାହ୍ନରେ ଶାଳକ କୈଳାଶ କାଠ ଆଣିବାକୁ ଜଙ୍ଗଲକୁ ଯାଇଥିଲେ । ଏହି ସମୟରେ ଭିଣୋଇ ଉଦୟ ନିଜ ଦେଶି ବନ୍ଧୁକରେ କୈଳାଶଙ୍କୁ ଗୁଳି କରିଥିଲା । କୈଳାଶଙ୍କ ଛାତିରେ ୨ ରାଉଣ୍ଡ ଗୁଳି ବାଜିଥିବା ବେଳେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର