ତାତି ଓ ଗୁଳୁଗୁଳିରୁ ମିଳିଲା ଆଶ୍ୱସ୍ତି, ବର୍ଷାରେ ଭିଜିଲା ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳ

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ୱରବାସୀଙ୍କୁ ଖରା ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି। ପ୍ରଚଣ୍ଡ ଖରା ପରେ ଆଜିର ବର୍ଷା ଯୋଗୁଁ ରାଜଧାନୀବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ରାଜଧାନୀର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆଚାର୍ଯ୍ୟ ବିହାର, ନାଲକୋ, ପଟିଆରେ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ,  ୨୫ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏହାରି ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ। କାଲିଠୁ ଦକ୍ଷିଣ […]

ଭୁବନେଶ୍ବର: ଭୁବନେଶ୍ୱରବାସୀଙ୍କୁ ଖରା ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି। ପ୍ରଚଣ୍ଡ ଖରା ପରେ ଆଜିର ବର୍ଷା ଯୋଗୁଁ ରାଜଧାନୀବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ରାଜଧାନୀର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆଚାର୍ଯ୍ୟ ବିହାର, ନାଲକୋ, ପଟିଆରେ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ସୂଚନା ଅନୁଯାୟୀ,  ୨୫ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏହାରି ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ। କାଲିଠୁ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୨୦ରୁ କିଛି ସ୍ଥାନରେ ପ୍ରବଳ ବର୍ଷିବ। ୨୩ ତାରିଖ ସୁଦ୍ଧା ସାରା ଓଡିଶାକୁ ଛୁଇଁବ ମୌସୁମୀ। ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି। ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ  ପାରଦ କମିବ ବୋଲି ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର