ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ହୋଇନି: ଆଇନ ମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଜୁଲାଇ ୮ ତାରିଖ ଖୋଲିବ ନାହିଁ ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ନେଇ ନାହାନ୍ତି ସରକାର। ଛତିଶା ନିଯୋଗ ବୈଠକରେ କୌଣସି ନିଷ୍ପତ୍ତି ନିଆଯାଇନି। ବିଶୃଙ୍ଖ ଳିତ ଭାବରେ ଜଣେ ଏଏସାଆଇ ଅଧିକାରୀ ଏ ବାବଦରେ ଭ୍ରାନ୍ତ ବିବୃତ୍ତି ଦେଇଛନ୍ତି। ତାଙ୍କ ଉପରେ ସରକାର କାର୍ଯ୍ୟାନୁଷ୍ଠାନ ନେବେ। ରତ୍ନ ଭଣ୍ଡାର ଖୋଲିବା ଉପରେ ସରକାର ନିଷ୍ପତ୍ତି ନେବା ପ୍ରକ୍ରିୟାରେ ଅଛନ୍ତି। ରତ୍ନ ଭଣ୍ଡାର ଖୋଲିବା ବାବଦରେ ସରକାର ନିଷ୍ପତ୍ତି ନେବେ ବୋଲି […]

ଭୁବନେଶ୍ବର: ଜୁଲାଇ ୮ ତାରିଖ ଖୋଲିବ ନାହିଁ ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ନେଇ ନାହାନ୍ତି ସରକାର। ଛତିଶା ନିଯୋଗ ବୈଠକରେ କୌଣସି ନିଷ୍ପତ୍ତି ନିଆଯାଇନି। ବିଶୃଙ୍ଖ ଳିତ ଭାବରେ ଜଣେ ଏଏସାଆଇ ଅଧିକାରୀ ଏ ବାବଦରେ ଭ୍ରାନ୍ତ ବିବୃତ୍ତି ଦେଇଛନ୍ତି। ତାଙ୍କ ଉପରେ ସରକାର କାର୍ଯ୍ୟାନୁଷ୍ଠାନ ନେବେ। ରତ୍ନ ଭଣ୍ଡାର ଖୋଲିବା ଉପରେ ସରକାର ନିଷ୍ପତ୍ତି ନେବା ପ୍ରକ୍ରିୟାରେ ଅଛନ୍ତି। ରତ୍ନ ଭଣ୍ଡାର ଖୋଲିବା ବାବଦରେ ସରକାର ନିଷ୍ପତ୍ତି ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ଜଣଙ୍କର ମୃତ୍ୟୁ, ୧୦ରୁ ଊର୍ଦ୍ଧ୍ୱ ଆହତ

ଆଜି ସକାଳେ ଜୁଲାଇ ୮ ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ଡିବି ଗଡ଼ନାୟକଙ୍କ ସୂଚନା ଦେଇଥିଲେ। ରଥଯାତ୍ରା ପରଦିନ ଅର୍ଥାତ ୮ରେ ଖୋଲାଯିବ ରତ୍ନଭଣ୍ଡାର ବୋଲି ସେ କହିଥିଲେ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଖବର ଅନୁଯାୟୀ, ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥ ଲେଜର ସ୍କାନିଂ କରାଯାଇଛି । ଏହି ଲେଜର ସ୍କାନିଂରେ ରତ୍ନଭଣ୍ଡାର କାନ୍ଥରେ କ୍ରାକ୍‌ ରହିଥିବା ଜଣାପଡିଛି। ଏପରି ହୋଇଥିଲେ ପାଣି ଜକଉଥାଇପାରେ । ଏଣୁ ଏଏସ୍‌ଆଇ ଟିମ୍‌ ପ୍ରଥମେ ଅନୁଧ୍ୟାନ କରିବା ପରେ ରତ୍ନଭଣ୍ଡାର ମରାମତି କରାଯିବ। ପରବର୍ତ୍ତୀ ସମୟରେ ଅଳଙ୍କାର କଥା ବିଚାର ହେବ ବୋଲି ଏଏସଆଇ ସୁପରିଟେଡ଼େଣ୍ଟ ଡି.ବି .ଗଡନାୟକ କହିଥିଲେ।

ଆହୁରି ପଢ଼ନ୍ତୁ: କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର