ଭୁବନେଶ୍ବରରେ ଖୋଲିବ ଚାଉଳ ଏଟିଏମ୍‌, ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ: ଖାଦ୍ୟ ଯୋଗାଣ ମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବରରେ ଖୋଲିବ ଚାଉଳ ଏଟିଏମ୍‌ । ଏ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୋଲିବ ଚାଉଳ ଏଟିଏମ୍‌ ।ହିତାଧିକାରୀଙ୍କୁ କାର୍ଡ ଦିଆଯିବ। ସେମାନେ ଚାଉଳ ଉଠାଇବେ। ମେସିନ୍‌ରେ କାର୍ଡ ଗଳାଇଲେ ସେଥିରୁ ଚାଉଳ ବାହାରିବ। ଆଗାମୀ ସପ୍ତାହକ ମଧ୍ୟରେ ଭୁବନେଶ୍ବରରେ ଆରମ୍ଭ କରାଯିବ। ପରେ ରାଜ୍ୟର ସବୁ ଜିଲ୍ଲାରେ ଖୋଲାଯିବ ଚାଉଳ ଏଟିଏମ୍‌ । ଗ୍ରେନ ଏଟିଏମ ବ୍ୟବସ୍ଥା ଦେଶରେ ୨୦୧୮ ମସିହାରୁ ଆରମ୍ଭ ହୋଇଛି।ପ୍ରଥମେ […]

ଭୁବନେଶ୍ବର: ଭୁବନେଶ୍ବରରେ ଖୋଲିବ ଚାଉଳ ଏଟିଏମ୍‌ । ଏ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୋଲିବ ଚାଉଳ ଏଟିଏମ୍‌ ।ହିତାଧିକାରୀଙ୍କୁ କାର୍ଡ ଦିଆଯିବ। ସେମାନେ ଚାଉଳ ଉଠାଇବେ। ମେସିନ୍‌ରେ କାର୍ଡ ଗଳାଇଲେ ସେଥିରୁ ଚାଉଳ ବାହାରିବ। ଆଗାମୀ ସପ୍ତାହକ ମଧ୍ୟରେ ଭୁବନେଶ୍ବରରେ ଆରମ୍ଭ କରାଯିବ।
ପରେ ରାଜ୍ୟର ସବୁ ଜିଲ୍ଲାରେ ଖୋଲାଯିବ ଚାଉଳ ଏଟିଏମ୍‌ । ଗ୍ରେନ ଏଟିଏମ ବ୍ୟବସ୍ଥା ଦେଶରେ ୨୦୧୮ ମସିହାରୁ ଆରମ୍ଭ ହୋଇଛି।ପ୍ରଥମେ ଏହା ହରିୟାଣାରେ ବ୍ୟବହାର କରାଯାଇଥିଲା। ପରେ ଉତ୍ତରପ୍ରଦେଶରେ ମଧ୍ଯ କାର୍ଯ୍ୟକାରୀ କରାଯାଇଥିଲା।

ଖାଦ୍ୟ ଯୋଗାଣ ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ । ଇସ୍ତାହାରରେ କହିଛୁ, ଏଇ ଖରିଫ୍‌ ଋତୁରୁ ଚାଷୀଙ୍କୁ ୩୧ଶହ ଦେବୁ। କାଲି କେନ୍ଦ୍ର ୨୩ଶହ କଲା ପରେ ଆମକୁ ସୁବିଧା ହୋଇଛି। ଆମକୁ ୯୧୭ ଟଙ୍କା ଅଧିକ ଦେବାକୁ ପଡ଼ିଥାନ୍ତା ଏବେ ୮୦୦ ଟଙ୍କା ଅଧିକ ପଡ଼ିବ। ଚାଷୀ ଧାନ ଦେବାର ୪୮ ଘଣ୍ଟା ମଧ୍ୟରେ ପ୍ରାପ୍ୟ ପାଇଯିବେ। କୌଣସି କଟ୍‌ନୀଛଟ୍‌ନୀ କରାଯିବନି। ଯେଉଁଠାରୁ କଟ୍‌ନୀଛଟ୍‌ନୀ ଅଭିଯୋଗ ଆସିବ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

20 Jun 2024 By The Sakala

ଭୁବନେଶ୍ବରରେ ଖୋଲିବ ଚାଉଳ ଏଟିଏମ୍‌, ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବରରେ ଖୋଲିବ ଚାଉଳ ଏଟିଏମ୍‌ । ଏ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୋଲିବ ଚାଉଳ ଏଟିଏମ୍‌ ।ହିତାଧିକାରୀଙ୍କୁ କାର୍ଡ ଦିଆଯିବ। ସେମାନେ ଚାଉଳ ଉଠାଇବେ। ମେସିନ୍‌ରେ କାର୍ଡ ଗଳାଇଲେ ସେଥିରୁ ଚାଉଳ ବାହାରିବ। ଆଗାମୀ ସପ୍ତାହକ ମଧ୍ୟରେ ଭୁବନେଶ୍ବରରେ ଆରମ୍ଭ କରାଯିବ।
ପରେ ରାଜ୍ୟର ସବୁ ଜିଲ୍ଲାରେ ଖୋଲାଯିବ ଚାଉଳ ଏଟିଏମ୍‌ । ଗ୍ରେନ ଏଟିଏମ ବ୍ୟବସ୍ଥା ଦେଶରେ ୨୦୧୮ ମସିହାରୁ ଆରମ୍ଭ ହୋଇଛି।ପ୍ରଥମେ ଏହା ହରିୟାଣାରେ ବ୍ୟବହାର କରାଯାଇଥିଲା। ପରେ ଉତ୍ତରପ୍ରଦେଶରେ ମଧ୍ଯ କାର୍ଯ୍ୟକାରୀ କରାଯାଇଥିଲା।

ଖାଦ୍ୟ ଯୋଗାଣ ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ । ଇସ୍ତାହାରରେ କହିଛୁ, ଏଇ ଖରିଫ୍‌ ଋତୁରୁ ଚାଷୀଙ୍କୁ ୩୧ଶହ ଦେବୁ। କାଲି କେନ୍ଦ୍ର ୨୩ଶହ କଲା ପରେ ଆମକୁ ସୁବିଧା ହୋଇଛି। ଆମକୁ ୯୧୭ ଟଙ୍କା ଅଧିକ ଦେବାକୁ ପଡ଼ିଥାନ୍ତା ଏବେ ୮୦୦ ଟଙ୍କା ଅଧିକ ପଡ଼ିବ। ଚାଷୀ ଧାନ ଦେବାର ୪୮ ଘଣ୍ଟା ମଧ୍ୟରେ ପ୍ରାପ୍ୟ ପାଇଯିବେ। କୌଣସି କଟ୍‌ନୀଛଟ୍‌ନୀ କରାଯିବନି। ଯେଉଁଠାରୁ କଟ୍‌ନୀଛଟ୍‌ନୀ ଅଭିଯୋଗ ଆସିବ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର