ଓଟିଇଟି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୨୪ରୁ ଆବେଦନ, ଅଗଷ୍ଟ ୯ରେ ପରୀକ୍ଷା

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୪ ତାରିଖରୁ ଆବେଦନ ଆରମ୍ଭ ହେଉଥିବା ବେଳେ ଅଗଷ୍ଟ ୯ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ। ବିଜ୍ଞପ୍ତି ଅନୁଯାୟୀ, ଓଟିଇଟି ପରୀକ୍ଷା ପାଇଁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଜୁନ୍‌ ୨୪ ତାରିଖରୁ ଆରମ୍ଭ ହେବ। ଆଶାୟୀ ପ୍ରାର୍ଥୀମାନେ ବୋର୍ଡ ୱେବସାଇଟ୍‌ www.bseodisha.ac.inରେ ଜୁଲାଇ ୫ ତାରିଖ ମଧ୍ୟରାତ୍ରି ଯାଏଁ ଆବେଦନ କରିପାରିବେ। ଆବଶ୍ୟକ […]

ଭୁବନେଶ୍ବର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୪ ତାରିଖରୁ ଆବେଦନ ଆରମ୍ଭ ହେଉଥିବା ବେଳେ ଅଗଷ୍ଟ ୯ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

ବିଜ୍ଞପ୍ତି ଅନୁଯାୟୀ, ଓଟିଇଟି ପରୀକ୍ଷା ପାଇଁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଜୁନ୍‌ ୨୪ ତାରିଖରୁ ଆରମ୍ଭ ହେବ। ଆଶାୟୀ ପ୍ରାର୍ଥୀମାନେ ବୋର୍ଡ ୱେବସାଇଟ୍‌ www.bseodisha.ac.inରେ ଜୁଲାଇ ୫ ତାରିଖ ମଧ୍ୟରାତ୍ରି ଯାଏଁ ଆବେଦନ କରିପାରିବେ। ଆବଶ୍ୟକ ଫି’ ଜୁଲାଇ ୬ ତାରିଖ ରାତି ୧୧.୪୫ ସୁଦ୍ଧା ଦାଖଲ କରିବାକୁ ହେବ। ଅଗଷ୍ଟ ୨ରେ ପରୀକ୍ଷାର୍ଥୀମାନଙ୍କୁ ଆଡ୍‌ମିଟ୍‌ କାର୍ଡ ଅନ୍‌ଲାଇନ୍‌ରେ ପ୍ରଦାନ କରାଯିବ। ଅଗଷ୍ଟ ୯ ତାରିଖ ସକାଳ ୯ଟାରୁ ସାଢ଼େ ୧୧ ଟା ପର୍ଯ୍ୟନ୍ତ ପେପର-୧ ପରୀକ୍ଷା ଏବଂ ଅପରାହ୍ଣ ୨ଟାରୁ ସାଢ଼େ ୪ ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ହେବ। କୌଣସି ପରିସ୍ଥିତିରେ ମଧ୍ୟ ଆବେଦନର ଅନ୍ତିମ ତାରିଖ ଘୁଞ୍ଚାଯିବ ନାହିଁ ବୋଲି ବୋର୍ଡ ସ୍ପଷ୍ଟ କରିଛି। ଆବେଦନକାରୀମାନେ ଅନ୍‌ଲାଇନ୍‌ ଫର୍ମ ପୂରଣ ବେଳେ ସଚେତନ ହୋଇ ଫର୍ମ ପୂରଣ କରିବେ। ଅନ୍ୟଥା ପରବର୍ତ୍ତୀ ସମୟରେ ଆଉ ପରିବର୍ତ୍ତନ କରାଯାଇପାରିବ ନାହିଁ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: କରଞ୍ଜିଆ ସ୍ଥିତ ଦୁଧିଆଣି ଜଙ୍ଗଲରୁ ମୃତ ହାତୀଛୁଆ ଉଦ୍ଧାର

22 Jun 2024 By The Sakala

ଓଟିଇଟି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୨୪ରୁ ଆବେଦନ, ଅଗଷ୍ଟ ୯ରେ ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୪ ତାରିଖରୁ ଆବେଦନ ଆରମ୍ଭ ହେଉଥିବା ବେଳେ ଅଗଷ୍ଟ ୯ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ।

ବିଜ୍ଞପ୍ତି ଅନୁଯାୟୀ, ଓଟିଇଟି ପରୀକ୍ଷା ପାଇଁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଜୁନ୍‌ ୨୪ ତାରିଖରୁ ଆରମ୍ଭ ହେବ। ଆଶାୟୀ ପ୍ରାର୍ଥୀମାନେ ବୋର୍ଡ ୱେବସାଇଟ୍‌ www.bseodisha.ac.inରେ ଜୁଲାଇ ୫ ତାରିଖ ମଧ୍ୟରାତ୍ରି ଯାଏଁ ଆବେଦନ କରିପାରିବେ। ଆବଶ୍ୟକ ଫି’ ଜୁଲାଇ ୬ ତାରିଖ ରାତି ୧୧.୪୫ ସୁଦ୍ଧା ଦାଖଲ କରିବାକୁ ହେବ। ଅଗଷ୍ଟ ୨ରେ ପରୀକ୍ଷାର୍ଥୀମାନଙ୍କୁ ଆଡ୍‌ମିଟ୍‌ କାର୍ଡ ଅନ୍‌ଲାଇନ୍‌ରେ ପ୍ରଦାନ କରାଯିବ। ଅଗଷ୍ଟ ୯ ତାରିଖ ସକାଳ ୯ଟାରୁ ସାଢ଼େ ୧୧ ଟା ପର୍ଯ୍ୟନ୍ତ ପେପର-୧ ପରୀକ୍ଷା ଏବଂ ଅପରାହ୍ଣ ୨ଟାରୁ ସାଢ଼େ ୪ ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ହେବ। କୌଣସି ପରିସ୍ଥିତିରେ ମଧ୍ୟ ଆବେଦନର ଅନ୍ତିମ ତାରିଖ ଘୁଞ୍ଚାଯିବ ନାହିଁ ବୋଲି ବୋର୍ଡ ସ୍ପଷ୍ଟ କରିଛି। ଆବେଦନକାରୀମାନେ ଅନ୍‌ଲାଇନ୍‌ ଫର୍ମ ପୂରଣ ବେଳେ ସଚେତନ ହୋଇ ଫର୍ମ ପୂରଣ କରିବେ। ଅନ୍ୟଥା ପରବର୍ତ୍ତୀ ସମୟରେ ଆଉ ପରିବର୍ତ୍ତନ କରାଯାଇପାରିବ ନାହିଁ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର