ଓଡ଼ିଶା ଆସିଲା ରୁଷୀୟ ଟିକା ସ୍ପୁଟନିକ୍-ଭି, ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ୧୧୪୫ ଟଙ୍କାରେ ମିଳିବ ଗୋଟିଏ ଡୋଜ

The Sakala Picture
Published On

କରୋନାରୁ ବଞ୍ଚିବା ପାଇଁ ଟିକା ହେଉଛି ଏକମାତ୍ର ସଞ୍ଜୀବନୀ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଟିକାକରଣକୁ ଯୋରଦାର କରିଛନ୍ତି ରାଜ୍ୟ ସରକାର। ସେଥିପାଇଁ ସମସ୍ତଙ୍କୁ ନିଶ୍ଚିତ ଟିକା ନେବା ପାଇଁ ଅନୁରୋଧ କରାଯାଉଛି। ତେବେ ପୂର୍ବରୁ ଓଡ଼ିଶାରେ କେବଳ କୋଭିଶିଲ୍ଡ ଏବଂ କୋଭାକ୍ସିନ ଟିକା ମିଳୁଥିବା ବେଳେ ଏବେ ଆଉ ଏକ ଟିକା ସାମିିଲ ହୋଇଛି। ଏବେ ଓଡ଼ିଶାରେ ମିଳିବ ରୁଷୀୟ ଟିକା ସ୍ପୁଟନିକ୍‌ ଭି । ଓଡ଼ିଶାର ଦୁଇଟି ଘରୋଇ ହସ୍ପିଟାଲରେ ଉପଲବ୍ଧ ହୋଇଛି […]

କରୋନାରୁ ବଞ୍ଚିବା ପାଇଁ ଟିକା ହେଉଛି ଏକମାତ୍ର ସଞ୍ଜୀବନୀ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଟିକାକରଣକୁ ଯୋରଦାର କରିଛନ୍ତି ରାଜ୍ୟ ସରକାର। ସେଥିପାଇଁ ସମସ୍ତଙ୍କୁ ନିଶ୍ଚିତ ଟିକା ନେବା ପାଇଁ ଅନୁରୋଧ କରାଯାଉଛି। ତେବେ ପୂର୍ବରୁ ଓଡ଼ିଶାରେ କେବଳ କୋଭିଶିଲ୍ଡ ଏବଂ କୋଭାକ୍ସିନ ଟିକା ମିଳୁଥିବା ବେଳେ ଏବେ ଆଉ ଏକ ଟିକା ସାମିିଲ ହୋଇଛି। ଏବେ ଓଡ଼ିଶାରେ ମିଳିବ ରୁଷୀୟ ଟିକା ସ୍ପୁଟନିକ୍‌ ଭି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

ଓଡ଼ିଶାର ଦୁଇଟି ଘରୋଇ ହସ୍ପିଟାଲରେ ଉପଲବ୍ଧ ହୋଇଛି ସ୍ଫୁଟନିକ-ଭି ଟିକା। କିନ୍ତୁ ଏହି ଟିକାକୁ ଏପର୍ଯ୍ୟନ୍ତ ରାଜ୍ୟ ସରକାର ମାଗଣା କରିନାହାନ୍ତି। ଏହି ଟିକା ବିନା ମୂଲ୍ୟରେ ମିଳିପାରିବ ନାହିଁ। ସ୍ଫୁଟନିକ-ଭି କରୋନା ଟିକାର ମୂଲ୍ୟ ୧୧୪୫ଟଙ୍କା ରହିଛି। କୋୱିନ୍ ଆପରେ ପଞ୍ଜିକରଣ କରି ଲୋକେ ଏହାକୁ ନେଇ ପାରିବେ। ଘରୋଇ ହସ୍ପିଟାଲ ସିଧାସଳଖ ଟିକା ଉତ୍ପାଦନ କମ୍ପାନୀ ଠାରୁ କିଣିବା ପାଇଁ ଅନୁମତି ମିଳିଛି।

ଆହୁରି ପଢ଼ନ୍ତୁ: କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର