ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ନକ୍ସଲ ନିହତ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

The Sakala Picture
Published On

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡର ଧମତରୀ ଜିଲ୍ଲାରେ ପୁଲିସ ଓ ନକ୍ସଲଙ୍କ ମଧ୍ଯରେ ଗୁଳି ବିନିମୟ ହୋଇଛି। ଏହି ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାଯାଇଛି। ଏଥିସହ ଘଟଣାସ୍ଥଳରୁ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ଜବତ ହୋଇଛି। ସୂଚନା ଅନୁଯାୟୀ, ଖଲ୍ଲାରୀ ଥାନା ଅନ୍ତର୍ଗତ ମୁହକୋଟ ଆମଝର ଜଙ୍ଗଲରେ ନକ୍ସଲ କ୍ୟାମ୍ପ କରି ରହିଥିଲେ। ବିଶ୍ୱସ୍ତ ସୂତ୍ରରୁ ଏନେଇ ସୂଚନା ପାଇବା ପରେ ତୁରନ୍ତ ଧମତରୀ ଜିଲ୍ଲା ଏସପି ଅଞ୍ଜନେୟ ବୈଷ୍ଣ ଡିଆରଜି ଟିମ୍‌ ସହ […]

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡର ଧମତରୀ ଜିଲ୍ଲାରେ ପୁଲିସ ଓ ନକ୍ସଲଙ୍କ ମଧ୍ଯରେ ଗୁଳି ବିନିମୟ ହୋଇଛି। ଏହି ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାଯାଇଛି। ଏଥିସହ ଘଟଣାସ୍ଥଳରୁ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ଜବତ ହୋଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ସୂଚନା ଅନୁଯାୟୀ, ଖଲ୍ଲାରୀ ଥାନା ଅନ୍ତର୍ଗତ ମୁହକୋଟ ଆମଝର ଜଙ୍ଗଲରେ ନକ୍ସଲ କ୍ୟାମ୍ପ କରି ରହିଥିଲେ। ବିଶ୍ୱସ୍ତ ସୂତ୍ରରୁ ଏନେଇ ସୂଚନା ପାଇବା ପରେ ତୁରନ୍ତ ଧମତରୀ ଜିଲ୍ଲା ଏସପି ଅଞ୍ଜନେୟ ବୈଷ୍ଣ ଡିଆରଜି ଟିମ୍‌ ସହ ଜଙ୍ଗଲରେ ଚଢାଉ କରିଥିଲେ। ସେଠାରେ ସୁରକ୍ଷା କର୍ମୀଙ୍କ ସହ ନକ୍ସଲଙ୍କ ମୁହାଁମୁହିଁ ହୋଇଥିଲା। ଏହାପରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହାପରେ ନକ୍ସଲମାନେ ଯବାନଙ୍କ ଛତ୍ରଭଙ୍ଗ ଦେଇଥିଲେ। ପରେ ପୁଲିସ୍ ପକ୍ଷରୁ ସର୍ଚ୍ଚ ଅପରେସନ ହୋଇଥିଲା। ସେଠାରେ ସେମାନେ ଜଣେ ନକ୍ସଲଙ୍କ ମୃତଦେହ ଜବତ କରିବା ସହ ଏସଏଲଆର ବନ୍ଧୁକ ଓ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

25 Jun 2024 By The Sakala

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ନକ୍ସଲ ନିହତ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡର ଧମତରୀ ଜିଲ୍ଲାରେ ପୁଲିସ ଓ ନକ୍ସଲଙ୍କ ମଧ୍ଯରେ ଗୁଳି ବିନିମୟ ହୋଇଛି। ଏହି ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାଯାଇଛି। ଏଥିସହ ଘଟଣାସ୍ଥଳରୁ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ଜବତ ହୋଇଛି।

ସୂଚନା ଅନୁଯାୟୀ, ଖଲ୍ଲାରୀ ଥାନା ଅନ୍ତର୍ଗତ ମୁହକୋଟ ଆମଝର ଜଙ୍ଗଲରେ ନକ୍ସଲ କ୍ୟାମ୍ପ କରି ରହିଥିଲେ। ବିଶ୍ୱସ୍ତ ସୂତ୍ରରୁ ଏନେଇ ସୂଚନା ପାଇବା ପରେ ତୁରନ୍ତ ଧମତରୀ ଜିଲ୍ଲା ଏସପି ଅଞ୍ଜନେୟ ବୈଷ୍ଣ ଡିଆରଜି ଟିମ୍‌ ସହ ଜଙ୍ଗଲରେ ଚଢାଉ କରିଥିଲେ। ସେଠାରେ ସୁରକ୍ଷା କର୍ମୀଙ୍କ ସହ ନକ୍ସଲଙ୍କ ମୁହାଁମୁହିଁ ହୋଇଥିଲା। ଏହାପରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହାପରେ ନକ୍ସଲମାନେ ଯବାନଙ୍କ ଛତ୍ରଭଙ୍ଗ ଦେଇଥିଲେ। ପରେ ପୁଲିସ୍ ପକ୍ଷରୁ ସର୍ଚ୍ଚ ଅପରେସନ ହୋଇଥିଲା। ସେଠାରେ ସେମାନେ ଜଣେ ନକ୍ସଲଙ୍କ ମୃତଦେହ ଜବତ କରିବା ସହ ଏସଏଲଆର ବନ୍ଧୁକ ଓ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି।

https://www.thesakala.in/latest-odisha-news/naxals-killed-in-security-forces-encounter/article-33162
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର