ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି । ସେହି ୧୦ ଜିଲ୍ଲା ହେଉଛି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା, କେଉଁଝର, ମୟୂରଭଞ୍ଜ ଏବଂ ରାୟଗଡା ।ସେଥିପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୩୦ ତାରିଖରେ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକା ମଧ୍ୟମ […]

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି । ସେହି ୧୦ ଜିଲ୍ଲା ହେଉଛି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା, କେଉଁଝର, ମୟୂରଭଞ୍ଜ ଏବଂ ରାୟଗଡା ।ସେଥିପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ସେହିପରି ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୩୦ ତାରିଖରେ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକା ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟରେ ମୌସୁମୀ ଦୁର୍ବଳ ଥିବା ବେଳେ ଏହାରି ପ୍ରଭାବରେ ଅନେକ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର