ସ୍ୱାମୀର ଗୁଳିମାଡରେ ଚାଲିଗଲା ସ୍ତ୍ରୀର ଜୀବନ, ଝିଅ ଗୁରୁତର

The Sakala Picture
Published On

କଳାହାଣ୍ଡି: ସ୍ୱାମୀର ଗୁଳି ମାଡରେ ସ୍ତ୍ରୀ ମୃତ ।କଳାହାଣ୍ଡି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ଥୁଆମୂଲ୍ ରାମପୁର ବ୍ଲକ ରରପୁ କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା । ସ୍ୱାମୀର ଗୁଳି ମାଡରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ବେଳେ ଝିଅର ଅବସ୍ଥା ସଙ୍କଟାପନ୍ନ ରହିଥିବା ସୂଚନା। ସୂଚନା ଅନୁଯାୟୀ, ରଣପୁର ଗାଁର ବନ ମାଝୀଙ୍କ ଚାଷ ଜମିରେ ପଶି କିଛି ଗାଈ ଧାନ ଫସଲ ନଷ୍ଟ କରିଥିଲେ । ଏଥିରେ ବନ ମାଝୀ […]

କଳାହାଣ୍ଡି: ସ୍ୱାମୀର ଗୁଳି ମାଡରେ ସ୍ତ୍ରୀ ମୃତ ।କଳାହାଣ୍ଡି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ଥୁଆମୂଲ୍ ରାମପୁର ବ୍ଲକ ରରପୁ କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା । ସ୍ୱାମୀର ଗୁଳି ମାଡରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ବେଳେ ଝିଅର ଅବସ୍ଥା ସଙ୍କଟାପନ୍ନ ରହିଥିବା ସୂଚନା।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ସୂଚନା ଅନୁଯାୟୀ, ରଣପୁର ଗାଁର ବନ ମାଝୀଙ୍କ ଚାଷ ଜମିରେ ପଶି କିଛି ଗାଈ ଧାନ ଫସଲ ନଷ୍ଟ କରିଥିଲେ । ଏଥିରେ ବନ ମାଝୀ ରାଗି ଯାଇ ଦେଶୀ ବନ୍ଧୁକରେ ଗାଈଙ୍କୁ ଗୁଳି କରିବା ବେଳେ ତାଙ୍କ ସ୍ତ୍ରୀ ଜେମାଦେଇ ଏବଂ ଝିଅ ବିଦ୍ୟା ତାଙ୍କୁ ଅଟକାଇଥିଲେ। ହେଲେ ଏହି ସମୟରେ ଦେଶୀ ବନ୍ଧୁକର ଗୁଳି ଫୁଟିବାରୁ ତାଙ୍କ ସ୍ତ୍ରୀ ଏବଂ ଝିଅ ଦେହରେ ବାଜିଥିଲା। ଗୁଳିମାଡ ପରେ ଉଭୟ ଗୁରୁତରଙ୍କୁ ପ୍ରଥମେ ଭବାନୀପାଟଣା ସହିଦ ରେଣ୍ଡୋମାଝୀ ମେଡିକାଲ୍ କଲେଜରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ସଙ୍କଟାପନ୍ନ ହେବାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସ୍ତ୍ରୀ ଜେମାଦେଇ ମାଝୀଙ୍କ ମୃତ୍ୟୁ ହୋଇଥିବାବେଳେ ଝିଅର ଅବସ୍ଥା ସଙ୍କଟାପନ୍ନ ରହିଛି। ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ସ୍ଵାମୀ ବନ ମାଝୀଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ପେଟ୍ରୋଲ-ଡିଜେଲ ସରିଯିବା ନେଇ ମାଲକାନଗିରିରେ ଗୁଜବ, ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ

30 Jun 2024 By The Sakala

ସ୍ୱାମୀର ଗୁଳିମାଡରେ ଚାଲିଗଲା ସ୍ତ୍ରୀର ଜୀବନ, ଝିଅ ଗୁରୁତର

କଳାହାଣ୍ଡି: ସ୍ୱାମୀର ଗୁଳି ମାଡରେ ସ୍ତ୍ରୀ ମୃତ ।କଳାହାଣ୍ଡି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ଥୁଆମୂଲ୍ ରାମପୁର ବ୍ଲକ ରରପୁ କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା । ସ୍ୱାମୀର ଗୁଳି ମାଡରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ବେଳେ ଝିଅର ଅବସ୍ଥା ସଙ୍କଟାପନ୍ନ ରହିଥିବା ସୂଚନା।

ସୂଚନା ଅନୁଯାୟୀ, ରଣପୁର ଗାଁର ବନ ମାଝୀଙ୍କ ଚାଷ ଜମିରେ ପଶି କିଛି ଗାଈ ଧାନ ଫସଲ ନଷ୍ଟ କରିଥିଲେ । ଏଥିରେ ବନ ମାଝୀ ରାଗି ଯାଇ ଦେଶୀ ବନ୍ଧୁକରେ ଗାଈଙ୍କୁ ଗୁଳି କରିବା ବେଳେ ତାଙ୍କ ସ୍ତ୍ରୀ ଜେମାଦେଇ ଏବଂ ଝିଅ ବିଦ୍ୟା ତାଙ୍କୁ ଅଟକାଇଥିଲେ। ହେଲେ ଏହି ସମୟରେ ଦେଶୀ ବନ୍ଧୁକର ଗୁଳି ଫୁଟିବାରୁ ତାଙ୍କ ସ୍ତ୍ରୀ ଏବଂ ଝିଅ ଦେହରେ ବାଜିଥିଲା। ଗୁଳିମାଡ ପରେ ଉଭୟ ଗୁରୁତରଙ୍କୁ ପ୍ରଥମେ ଭବାନୀପାଟଣା ସହିଦ ରେଣ୍ଡୋମାଝୀ ମେଡିକାଲ୍ କଲେଜରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ସଙ୍କଟାପନ୍ନ ହେବାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସ୍ତ୍ରୀ ଜେମାଦେଇ ମାଝୀଙ୍କ ମୃତ୍ୟୁ ହୋଇଥିବାବେଳେ ଝିଅର ଅବସ୍ଥା ସଙ୍କଟାପନ୍ନ ରହିଛି। ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ସ୍ଵାମୀ ବନ ମାଝୀଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି।

https://www.thesakala.in/latest-odisha-news/wife-killed-by-husbands-firing/article-33286
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର