କ୍ରୁଟ୍ ପକ୍ଷରୁ ରଥଯାତ୍ରାରେ ଗଡ଼ିବ ସ୍ୱତନ୍ତ୍ର ବସ୍ ସେବା…

The Sakala Picture
Published On

ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଆସନ୍ତା ରବିବାର ଦିନ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଶ୍ରୀକ୍ଷେତ୍ର ଧାମକୁ ଶ୍ରଦ୍ଧାଳୁଙ୍କ ସୁବିଧା ଯାତାୟତ ପାଇଁ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସ୍ ସେବାର ଆରମ୍ଭ ହେବ। ୭ଟି ଆନ୍ତଃ ସହର ରୁଟ୍ ଥିବାବେଳେ ୭ ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ, ୨୦୨୪ ପର୍ଯ୍ୟନ୍ତ ଏହି ସେବା ଜାରି ରହିବ । ନିୟମିତ ଭାବରେ ଏହି ରୁଟ୍ ବସ୍ ଗୁଡ଼ିକ କଟକ, […]

ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଆସନ୍ତା ରବିବାର ଦିନ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଶ୍ରୀକ୍ଷେତ୍ର ଧାମକୁ ଶ୍ରଦ୍ଧାଳୁଙ୍କ ସୁବିଧା ଯାତାୟତ ପାଇଁ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସ୍ ସେବାର ଆରମ୍ଭ ହେବ। ୭ଟି ଆନ୍ତଃ ସହର ରୁଟ୍ ଥିବାବେଳେ ୭ ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ, ୨୦୨୪ ପର୍ଯ୍ୟନ୍ତ ଏହି ସେବା ଜାରି ରହିବ । ନିୟମିତ ଭାବରେ ଏହି ରୁଟ୍ ବସ୍ ଗୁଡ଼ିକ କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, କାକଟପୁରରୁ ତାଳବଣିଆ ବସ୍ ଷ୍ଟାଣ୍ଡ୍ ପର୍ଯ୍ୟନ୍ତ ଚଳାଚଳ କରିବ । ରଥଯାତ୍ରା ସ୍ୱତନ୍ତ୍ର ବସ୍ ଏବଂ ଏହାର ସମୟ ସାରଣୀ ନିମ୍ନରେ ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ରୁଟ୍ ୫୦ ଏକ୍ସପ୍ରେସ୍‌: ଭୁବନେଶ୍ୱର ରେଳ ଷ୍ଟେସନ୍‌- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୧ ଏକ୍ସପ୍ରେସ୍‌: ବରମୁଣ୍ଡା ବିଏସ୍‌ଏବିଟି – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୩ ଏକ୍ସପ୍ରେସ୍ (ସଟଲ୍ ସର୍ଭିସ): ମାଳତିପାଟପୁର ବସ୍ ଷ୍ଟାଣ୍ଡ୍ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୪ ଏକ୍ସପ୍ରେସ: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ (ଏନ୍‌ଏଲ୍‌ୟୁ) କଟକ- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୬ ଏକ୍ସପ୍ରେସ: ଖୋର୍ଦ୍ଧା – ତାଳବଣିଆ ବସ୍ ଷ୍ଟାଣ୍ଡ୍ (ଭାୟା ଜଟଣୀ)
ରୁଟ୍ ୫୭ ଏକ୍ସପ୍ରେସ: ତାଳବଣିଆ ବସ୍ ଷ୍ଟାଣ୍ଡ୍ – କାକଟପୁର,ପୁରୀ (ଭାୟା ନିୟୁ ମେରାଇନ୍ ଡ଼୍ରାଇଭ୍‌, କୋଣାର୍କ)
ରୁଟ୍ ୫୮ ଏକ୍ସପ୍ରେସ: ଜଗତପୁର, କଟକ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୯ ଏକ୍ସପ୍ରେସ: ମହାନଦୀ ବିହାର, କଟକ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌

ଶ୍ରଦ୍ଧାଳୁମାନେ ପ୍ରଭୁ ଜଗନ୍ନାଥ ଧାମକୁ ଏସି ବସ୍ ଫ୍ଲାଟ୍ ୧୦୦ ଟଙ୍କା, ନନ୍ ଏସି ୮୦ ଟଙ୍କା, ସଟଲ୍ ବସ୍ ସେବା ଫ୍ଲାଟ୍ ୨୦ ଟଙ୍କା ଟିକେଟ୍ ମୂଲ୍ୟରେ ଯାତାଯତ କରିପାରିବେ ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ଏଇ(ଏୟାର୍‌ପୋର୍ଟ ଏକ୍ସପେସ୍‌)୧, ଏଇ୨, ୫୨, ୬୦ ଏବଂ ୬୧ ନମ୍ବର ରୁଟ୍ ଗୁଡ଼ିକରେ ୭ ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ ପର୍ଯ୍ୟନ୍ତ କ୍ରୁଟ୍ ବସ୍ ସେବା ସ୍ଥଗିତ ରହିବ । କିନ୍ତୁ ୧୦ରୁ ୧୪ ତାରିଖ ମଧ୍ୟରେ ପୂର୍ବଭଳି ରୁଟ୍ ଗୁଡ଼ିକରେ ବସ୍ ଚାଲୁ ରହିବ ।

ଏହାଦ୍ୱାରା ଶ୍ରଦ୍ଧାଳୁମାନେ ସୁବିଧାରେ ନିଜ ଗନ୍ତବ୍ୟସ୍ଥଳରେ ପହଞ୍ଚିପାରିବେ । ଯାତ୍ରୀମାନଙ୍କ ଯାତାୟତ ନିମନ୍ତେ କ୍ରୁଟ୍ ବସ୍ ନିୟମିତ ବ୍ୟବଧାନରେ ଦିନ ତମାମ ଚାଲୁ ରହିବ । ଏହି ସ୍ୱତନ୍ତ୍ର ବସ୍ ସେବା ଏବଂ ସମୟ ସୂଚୀ ବିଷୟରେ କ୍ରୁଟ୍ ସାମାଜିକ ଗଣମାଧ୍ୟମରୁ ଅଧିକ ସୂଚନା ପାଇପାରିବେ

05 Jul 2024 By The Sakala

କ୍ରୁଟ୍ ପକ୍ଷରୁ ରଥଯାତ୍ରାରେ ଗଡ଼ିବ ସ୍ୱତନ୍ତ୍ର ବସ୍ ସେବା…

ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଆସନ୍ତା ରବିବାର ଦିନ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଶ୍ରୀକ୍ଷେତ୍ର ଧାମକୁ ଶ୍ରଦ୍ଧାଳୁଙ୍କ ସୁବିଧା ଯାତାୟତ ପାଇଁ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସ୍ ସେବାର ଆରମ୍ଭ ହେବ। ୭ଟି ଆନ୍ତଃ ସହର ରୁଟ୍ ଥିବାବେଳେ ୭ ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ, ୨୦୨୪ ପର୍ଯ୍ୟନ୍ତ ଏହି ସେବା ଜାରି ରହିବ । ନିୟମିତ ଭାବରେ ଏହି ରୁଟ୍ ବସ୍ ଗୁଡ଼ିକ କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, କାକଟପୁରରୁ ତାଳବଣିଆ ବସ୍ ଷ୍ଟାଣ୍ଡ୍ ପର୍ଯ୍ୟନ୍ତ ଚଳାଚଳ କରିବ । ରଥଯାତ୍ରା ସ୍ୱତନ୍ତ୍ର ବସ୍ ଏବଂ ଏହାର ସମୟ ସାରଣୀ ନିମ୍ନରେ ପ୍ରଦାନ କରାଯାଇଛି ।

ରୁଟ୍ ୫୦ ଏକ୍ସପ୍ରେସ୍‌: ଭୁବନେଶ୍ୱର ରେଳ ଷ୍ଟେସନ୍‌- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୧ ଏକ୍ସପ୍ରେସ୍‌: ବରମୁଣ୍ଡା ବିଏସ୍‌ଏବିଟି – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୩ ଏକ୍ସପ୍ରେସ୍ (ସଟଲ୍ ସର୍ଭିସ): ମାଳତିପାଟପୁର ବସ୍ ଷ୍ଟାଣ୍ଡ୍ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୪ ଏକ୍ସପ୍ରେସ: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ (ଏନ୍‌ଏଲ୍‌ୟୁ) କଟକ- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୬ ଏକ୍ସପ୍ରେସ: ଖୋର୍ଦ୍ଧା – ତାଳବଣିଆ ବସ୍ ଷ୍ଟାଣ୍ଡ୍ (ଭାୟା ଜଟଣୀ)
ରୁଟ୍ ୫୭ ଏକ୍ସପ୍ରେସ: ତାଳବଣିଆ ବସ୍ ଷ୍ଟାଣ୍ଡ୍ – କାକଟପୁର,ପୁରୀ (ଭାୟା ନିୟୁ ମେରାଇନ୍ ଡ଼୍ରାଇଭ୍‌, କୋଣାର୍କ)
ରୁଟ୍ ୫୮ ଏକ୍ସପ୍ରେସ: ଜଗତପୁର, କଟକ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୯ ଏକ୍ସପ୍ରେସ: ମହାନଦୀ ବିହାର, କଟକ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌

ଶ୍ରଦ୍ଧାଳୁମାନେ ପ୍ରଭୁ ଜଗନ୍ନାଥ ଧାମକୁ ଏସି ବସ୍ ଫ୍ଲାଟ୍ ୧୦୦ ଟଙ୍କା, ନନ୍ ଏସି ୮୦ ଟଙ୍କା, ସଟଲ୍ ବସ୍ ସେବା ଫ୍ଲାଟ୍ ୨୦ ଟଙ୍କା ଟିକେଟ୍ ମୂଲ୍ୟରେ ଯାତାଯତ କରିପାରିବେ ।

ଏଇ(ଏୟାର୍‌ପୋର୍ଟ ଏକ୍ସପେସ୍‌)୧, ଏଇ୨, ୫୨, ୬୦ ଏବଂ ୬୧ ନମ୍ବର ରୁଟ୍ ଗୁଡ଼ିକରେ ୭ ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ ପର୍ଯ୍ୟନ୍ତ କ୍ରୁଟ୍ ବସ୍ ସେବା ସ୍ଥଗିତ ରହିବ । କିନ୍ତୁ ୧୦ରୁ ୧୪ ତାରିଖ ମଧ୍ୟରେ ପୂର୍ବଭଳି ରୁଟ୍ ଗୁଡ଼ିକରେ ବସ୍ ଚାଲୁ ରହିବ ।

ଏହାଦ୍ୱାରା ଶ୍ରଦ୍ଧାଳୁମାନେ ସୁବିଧାରେ ନିଜ ଗନ୍ତବ୍ୟସ୍ଥଳରେ ପହଞ୍ଚିପାରିବେ । ଯାତ୍ରୀମାନଙ୍କ ଯାତାୟତ ନିମନ୍ତେ କ୍ରୁଟ୍ ବସ୍ ନିୟମିତ ବ୍ୟବଧାନରେ ଦିନ ତମାମ ଚାଲୁ ରହିବ । ଏହି ସ୍ୱତନ୍ତ୍ର ବସ୍ ସେବା ଏବଂ ସମୟ ସୂଚୀ ବିଷୟରେ କ୍ରୁଟ୍ ସାମାଜିକ ଗଣମାଧ୍ୟମରୁ ଅଧିକ ସୂଚନା ପାଇପାରିବେ

https://www.thesakala.in/latest-odisha-news/a-special-bus-service-will-be-run-by-crut/article-33423
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର