ଆଜିଠାରୁ ଦ୍ରୌପଦୀ ମୁର୍ମୁଙ୍କ ୪ ଦିନିଆ ଓଡ଼ିଶା ଗସ୍ତ

The Sakala Picture
Published On

ଭୁବନେଶ୍ୱର: ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଆଜି ସନ୍ଧ୍ୟା ୬ଟା ସମୟରେ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱତନ୍ତ୍ର ବିମାନରେ ପହଞ୍ଚିବେ। ଏହାପରେ ସେ ଜୟଦେବଭବନରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ଏହାପରେ ଜୁଲାଇ ୭ ତାରିଖରେ ସେ ମହାପ୍ରଭୁ ଜଗନ୍ନାଥଙ୍କ ଗୁଣ୍ଡିଚା ଯାତ୍ରାରେ ଯୋଗ ଦେବେ। ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ ସହ ବିଭୂତି କାନୁନଗୋ […]

ଭୁବନେଶ୍ୱର: ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଆଜି ସନ୍ଧ୍ୟା ୬ଟା ସମୟରେ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱତନ୍ତ୍ର ବିମାନରେ ପହଞ୍ଚିବେ। ଏହାପରେ ସେ ଜୟଦେବଭବନରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ଏହାପରେ ଜୁଲାଇ ୭ ତାରିଖରେ ସେ ମହାପ୍ରଭୁ ଜଗନ୍ନାଥଙ୍କ ଗୁଣ୍ଡିଚା ଯାତ୍ରାରେ ଯୋଗ ଦେବେ। ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ। ସେହି ଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରି୍‌‌ଟ୍‌‌ କେନ୍ଦ୍ର ଉଦ୍‌‌ଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ। ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ(ନାଇଜର)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ନଜରରେ ରଖି କମିଶନରେଟ୍‌‌ ପୁଲିସ ବ୍ଲୁ-ବୁକ୍‌‌ ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି। ଶୁକ୍ରବାର ଅପରାହ୍ନରେ ପୁଲିସ ଏନେଇ ମଧ୍ୟ ରିହରସାଲ କରିଛି। ବିମାନବନ୍ଦରରୁ ଜୟଦେବ ଭବନ, ଜୟଦେବ ଭବନରୁ ରାଜଭବନ ଏବଂ ରାଜଭବନରୁ ଖଣ୍ଡଗିରି, ନାଇଜର ଏବଂ ହରିଡ଼ାମଡ଼ାକୁ କରାଯାଇଥିବା ପୁଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି। ଡିସିପିଙ୍କ ନେତୃତ୍ୱରେ ୬ ଜଣ ଅତିରିକ୍ତ ଡିସିପି, ୧୫ ଜଣ ଏସିପି ର‍୍ୟାଙ୍କ୍‌‌ର ଅଧିକାରୀ, ୨୫ ଇନ୍ସପେକ୍ଟର, ୧୦୦ ଅଫିସର ଏବଂ ୩୦ ପ୍ଲାଟୁନ୍‌‌ ପୁଲିସ ଫୋର୍ସ ମୁତୟନ ହେବେ ବୋଲି ପୁଲିସ କମିଶନର ସୂଚନା ଦେଇଛନ୍ତି। ଏଥିସହ ୪ଟା ଏସ୍‌‌ଟିଓ ଟିମ୍‌‌, ବୋମା ନିଷ୍କ୍ରିୟକାରୀ ସ୍କ୍ୱାଡ୍‌‌ ଏବଂ ଡଗ୍‌‌ ସ୍କ୍ୱାଡ୍‌‌ ମୁତୟନ ରହିବେ। ଆହୁରି ମଧ୍ୟ ବାଟରେ କୌଣସି ସମସ୍ୟା ନହେବେ ସେଥିଲାଗି ବ୍ୟବସ୍ଥା କରାଯାଇଛି। ରାଷ୍ଟ୍ରପତିଙ୍କ ଯେଉଁ ଯେଉଁ ସ୍ଥାନରେ କାର୍ଯ୍ୟକ୍ରମ ରହିଛି ଏବଂ ଯେଉଁ ରାସ୍ତା ଦେଇ ଯିବେ, ସେହି ଜାଗାରେ ନୋ ଡ୍ରୋନ୍‌‌ ଜୋନ୍‌‌ ଭାବରେ ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

06 Jul 2024 By The Sakala

ଆଜିଠାରୁ ଦ୍ରୌପଦୀ ମୁର୍ମୁଙ୍କ ୪ ଦିନିଆ ଓଡ଼ିଶା ଗସ୍ତ

ଭୁବନେଶ୍ୱର: ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଆଜି ସନ୍ଧ୍ୟା ୬ଟା ସମୟରେ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱତନ୍ତ୍ର ବିମାନରେ ପହଞ୍ଚିବେ। ଏହାପରେ ସେ ଜୟଦେବଭବନରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ଏହାପରେ ଜୁଲାଇ ୭ ତାରିଖରେ ସେ ମହାପ୍ରଭୁ ଜଗନ୍ନାଥଙ୍କ ଗୁଣ୍ଡିଚା ଯାତ୍ରାରେ ଯୋଗ ଦେବେ। ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ। ସେହି ଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରି୍‌‌ଟ୍‌‌ କେନ୍ଦ୍ର ଉଦ୍‌‌ଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ। ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ(ନାଇଜର)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ନଜରରେ ରଖି କମିଶନରେଟ୍‌‌ ପୁଲିସ ବ୍ଲୁ-ବୁକ୍‌‌ ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି। ଶୁକ୍ରବାର ଅପରାହ୍ନରେ ପୁଲିସ ଏନେଇ ମଧ୍ୟ ରିହରସାଲ କରିଛି। ବିମାନବନ୍ଦରରୁ ଜୟଦେବ ଭବନ, ଜୟଦେବ ଭବନରୁ ରାଜଭବନ ଏବଂ ରାଜଭବନରୁ ଖଣ୍ଡଗିରି, ନାଇଜର ଏବଂ ହରିଡ଼ାମଡ଼ାକୁ କରାଯାଇଥିବା ପୁଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି। ଡିସିପିଙ୍କ ନେତୃତ୍ୱରେ ୬ ଜଣ ଅତିରିକ୍ତ ଡିସିପି, ୧୫ ଜଣ ଏସିପି ର‍୍ୟାଙ୍କ୍‌‌ର ଅଧିକାରୀ, ୨୫ ଇନ୍ସପେକ୍ଟର, ୧୦୦ ଅଫିସର ଏବଂ ୩୦ ପ୍ଲାଟୁନ୍‌‌ ପୁଲିସ ଫୋର୍ସ ମୁତୟନ ହେବେ ବୋଲି ପୁଲିସ କମିଶନର ସୂଚନା ଦେଇଛନ୍ତି। ଏଥିସହ ୪ଟା ଏସ୍‌‌ଟିଓ ଟିମ୍‌‌, ବୋମା ନିଷ୍କ୍ରିୟକାରୀ ସ୍କ୍ୱାଡ୍‌‌ ଏବଂ ଡଗ୍‌‌ ସ୍କ୍ୱାଡ୍‌‌ ମୁତୟନ ରହିବେ। ଆହୁରି ମଧ୍ୟ ବାଟରେ କୌଣସି ସମସ୍ୟା ନହେବେ ସେଥିଲାଗି ବ୍ୟବସ୍ଥା କରାଯାଇଛି। ରାଷ୍ଟ୍ରପତିଙ୍କ ଯେଉଁ ଯେଉଁ ସ୍ଥାନରେ କାର୍ଯ୍ୟକ୍ରମ ରହିଛି ଏବଂ ଯେଉଁ ରାସ୍ତା ଦେଇ ଯିବେ, ସେହି ଜାଗାରେ ନୋ ଡ୍ରୋନ୍‌‌ ଜୋନ୍‌‌ ଭାବରେ ଘୋଷଣା କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର