ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ୱର: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ ଜମି ଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା […]

ଭୁବନେଶ୍ୱର: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ ଜମି ଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

ପ୍ରଚଳିତ ନିୟମ ଅନୁଯାୟୀ,ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି।

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

08 Jul 2024 By The Sakala

ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ ଜମି ଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ।

ପ୍ରଚଳିତ ନିୟମ ଅନୁଯାୟୀ,ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର