ସ୍ପ୍ରିଣ୍ଟର ଦୂତୀ ଚାନ୍ଦଙ୍କୁ ଅଲିମ୍ପିକ ଟିକେଟ୍‌

The Sakala Picture
Published On

ଭୁବନେଶ୍ୱର: ସ୍ପ୍ରିଣ୍ଟର ଦୂତୀ ଚାନ୍ଦଙ୍କୁ ଅଲିମ୍ପିକ ଟିକେଟ୍‌ ମିଳିଛି। ଟୋକିଓ ଅଲିମ୍ପିକ୍ସରେ ୨୦୦ ମିଟର ଓ ୧୦୦ ମିଟର ରେସ୍‌ରେ ଭାଗ ନେବାକୁ ସେ ଯୋଗ୍ୟ ବିବେଚିତ ହୋଇଛନ୍ତି। ୱାର୍ଲଡ ରାଙ୍କିଙ୍ଗ ଆଧାରରେ ତାଙ୍କୁ ଚୟନ କରାଯାଇଛି। ଦୂତୀ ଚାନ୍ଦ ଅଲିମ୍ପିକ୍ସ ପାଇଁ ଯୋଗ୍ଯତା ହାସଲ କରିବାପରେ ରାଜ୍ଯସରାକଙ୍କୁ ଧନ୍ଯାବାଦ ଦେବାସହ ରାଜ୍ଯବାସୀଙ୍କୁ ଧନ୍ଯବାଦ ଜଣାଇଛନ୍ତି। ରାଜ୍ଯ ପାଇଁ ଗୌରବ ଆଣି ପାରିଥିବାରୁ ବହୁତ ଖୁସି ବୋଲି ଦୂତୀ  କହିଛନ୍ତି। ସେ ନିକଟରେ ୧୦୦ ମିଟର ଦୌଡ଼ରେ […]

ଭୁବନେଶ୍ୱର: ସ୍ପ୍ରିଣ୍ଟର ଦୂତୀ ଚାନ୍ଦଙ୍କୁ ଅଲିମ୍ପିକ ଟିକେଟ୍‌ ମିଳିଛି। ଟୋକିଓ ଅଲିମ୍ପିକ୍ସରେ ୨୦୦ ମିଟର ଓ ୧୦୦ ମିଟର ରେସ୍‌ରେ ଭାଗ ନେବାକୁ ସେ ଯୋଗ୍ୟ ବିବେଚିତ ହୋଇଛନ୍ତି। ୱାର୍ଲଡ ରାଙ୍କିଙ୍ଗ ଆଧାରରେ ତାଙ୍କୁ ଚୟନ କରାଯାଇଛି। ଦୂତୀ ଚାନ୍ଦ ଅଲିମ୍ପିକ୍ସ ପାଇଁ ଯୋଗ୍ଯତା ହାସଲ କରିବାପରେ ରାଜ୍ଯସରାକଙ୍କୁ ଧନ୍ଯାବାଦ ଦେବାସହ ରାଜ୍ଯବାସୀଙ୍କୁ ଧନ୍ଯବାଦ ଜଣାଇଛନ୍ତି। ରାଜ୍ଯ ପାଇଁ ଗୌରବ ଆଣି ପାରିଥିବାରୁ ବହୁତ ଖୁସି ବୋଲି ଦୂତୀ  କହିଛନ୍ତି।

ଆହୁରି ପଢ଼ନ୍ତୁ: ଅକ୍ଷୟ ତୃତୀୟା ୨୦୨୬: ୧୯ ନା ୨୦ ଏପ୍ରିଲ? ଜାଣନ୍ତୁ ଶ୍ରୀମନ୍ଦିର ପାଞ୍ଜି ଅନୁସାରେ ସଠିକ୍ ତାରିଖ ଓ ଶୁଭ ମୁହୂର୍ତ୍ତ

ସେ ନିକଟରେ ୧୦୦ ମିଟର ଦୌଡ଼ରେ ନୂଆ ଜାତୀୟ ରେକର୍ଡ କରିଥିଲେ। ପଟିଆଲାରେ ଇଣ୍ଡିଆନ୍ ଗ୍ରାଁ ପ୍ରି’ରେ ନିଜ ରେକର୍ଡ ନିଜେ ଭାଙ୍ଗିଛନ୍ତି ଦୂତୀ । ୧୦୦ ମିଟର ଦୌଡ଼କୁ ୧୧.୧୭ ସେକେଣ୍ଡରେ ଅତିକ୍ରମ କରି ସେ ପୁଣି ଏକ ନୂଆ ରେକର୍ଡ କରିଛନ୍ତି । ପୂର୍ବରୁ ଦୂତୀଙ୍କ ନାଁରେ ୧୧.୨୨ ସେକେଣ୍ଡର ରେକର୍ଡ ଥିଲା ।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

30 Jun 2021 By The Sakala

ସ୍ପ୍ରିଣ୍ଟର ଦୂତୀ ଚାନ୍ଦଙ୍କୁ ଅଲିମ୍ପିକ ଟିକେଟ୍‌

ଭୁବନେଶ୍ୱର: ସ୍ପ୍ରିଣ୍ଟର ଦୂତୀ ଚାନ୍ଦଙ୍କୁ ଅଲିମ୍ପିକ ଟିକେଟ୍‌ ମିଳିଛି। ଟୋକିଓ ଅଲିମ୍ପିକ୍ସରେ ୨୦୦ ମିଟର ଓ ୧୦୦ ମିଟର ରେସ୍‌ରେ ଭାଗ ନେବାକୁ ସେ ଯୋଗ୍ୟ ବିବେଚିତ ହୋଇଛନ୍ତି। ୱାର୍ଲଡ ରାଙ୍କିଙ୍ଗ ଆଧାରରେ ତାଙ୍କୁ ଚୟନ କରାଯାଇଛି। ଦୂତୀ ଚାନ୍ଦ ଅଲିମ୍ପିକ୍ସ ପାଇଁ ଯୋଗ୍ଯତା ହାସଲ କରିବାପରେ ରାଜ୍ଯସରାକଙ୍କୁ ଧନ୍ଯାବାଦ ଦେବାସହ ରାଜ୍ଯବାସୀଙ୍କୁ ଧନ୍ଯବାଦ ଜଣାଇଛନ୍ତି। ରାଜ୍ଯ ପାଇଁ ଗୌରବ ଆଣି ପାରିଥିବାରୁ ବହୁତ ଖୁସି ବୋଲି ଦୂତୀ  କହିଛନ୍ତି।

ସେ ନିକଟରେ ୧୦୦ ମିଟର ଦୌଡ଼ରେ ନୂଆ ଜାତୀୟ ରେକର୍ଡ କରିଥିଲେ। ପଟିଆଲାରେ ଇଣ୍ଡିଆନ୍ ଗ୍ରାଁ ପ୍ରି’ରେ ନିଜ ରେକର୍ଡ ନିଜେ ଭାଙ୍ଗିଛନ୍ତି ଦୂତୀ । ୧୦୦ ମିଟର ଦୌଡ଼କୁ ୧୧.୧୭ ସେକେଣ୍ଡରେ ଅତିକ୍ରମ କରି ସେ ପୁଣି ଏକ ନୂଆ ରେକର୍ଡ କରିଛନ୍ତି । ପୂର୍ବରୁ ଦୂତୀଙ୍କ ନାଁରେ ୧୧.୨୨ ସେକେଣ୍ଡର ରେକର୍ଡ ଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର