ସିବିଆଇ ଜାଲରେ କେନ୍ଦ୍ରୀୟ ଜିଏସଟି ଅଧିକାର, ଜିଏସଟି ରିଫଣ୍ଡ ମୂଲ୍ୟ ବିଲ ପାସ କରିବାକୁ ନେଉଥିଲେ ଲାଞ୍ଚ

The Sakala Picture
Published On

ଭୁବନେଶ୍ବର: ସିବିଆଇ ଜାଲରେ ଜଣେ କେନ୍ଦ୍ରୀୟ ଜିଏସଟି ଅଧିକାରୀ। ଜଣେ ଠିକାଦାରଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଧରା ପଡ଼ିଛନ୍ତି ବ୍ରହ୍ମପୁର ସ୍ଥିତ କେନ୍ଦ୍ରୀୟ ଜିଏସଟି କାର୍ଯ୍ୟାଳୟର ଅଧିକ୍ଷକ ମନୋଜ କୁମାର ସୁବୁଦ୍ଧି। ଲାଞ୍ଚ ନେବା ବେଳେ ସିଜିଏସଟିର ସୁପରିଟେଣ୍ଡେଣ୍ଟ ମନୋଜ କୁମାର ସୁବୁଦ୍ଧିଙ୍କୁ ଧରିଛି ସିବିଆଇ ଟିମ । ବ୍ରହ୍ମପୁର ଏବଂ କେନ୍ଦ୍ରୀୟ ଉତ୍ପାଦ ଶୁକ୍ଳ ବ୍ରହ୍ମପୁର ମଣ୍ଡଳ କାର୍ଯ୍ୟାଳୟରେ ସିବିଆଇ ରେଡ କରିଛି। ବର୍ତ୍ତମାନ ସିବିଆଇ ତାଙ୍କୁ […]

ଭୁବନେଶ୍ବର: ସିବିଆଇ ଜାଲରେ ଜଣେ କେନ୍ଦ୍ରୀୟ ଜିଏସଟି ଅଧିକାରୀ। ଜଣେ ଠିକାଦାରଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଧରା ପଡ଼ିଛନ୍ତି ବ୍ରହ୍ମପୁର ସ୍ଥିତ କେନ୍ଦ୍ରୀୟ ଜିଏସଟି କାର୍ଯ୍ୟାଳୟର ଅଧିକ୍ଷକ ମନୋଜ କୁମାର ସୁବୁଦ୍ଧି। ଲାଞ୍ଚ ନେବା ବେଳେ ସିଜିଏସଟିର ସୁପରିଟେଣ୍ଡେଣ୍ଟ ମନୋଜ କୁମାର ସୁବୁଦ୍ଧିଙ୍କୁ ଧରିଛି ସିବିଆଇ ଟିମ । ବ୍ରହ୍ମପୁର ଏବଂ କେନ୍ଦ୍ରୀୟ ଉତ୍ପାଦ ଶୁକ୍ଳ ବ୍ରହ୍ମପୁର ମଣ୍ଡଳ କାର୍ଯ୍ୟାଳୟରେ ସିବିଆଇ ରେଡ କରିଛି। ବର୍ତ୍ତମାନ ସିବିଆଇ ତାଙ୍କୁ ରିମାଣ୍ଡରେ ନେଇଛି ।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

ସୂଚନା ଅନୁସାରେ, ମନୋଜ କୁମାର ଜଣେ ଠିକାଦାରଙ୍କ ଜିଏସଟି ରିଫଣ୍ଡ ମୂଲ୍ୟ ବିଲ ପାସ କରିବାକୁ ୨୦ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ତେବେ କିସ୍ତିରେ ଏହି ଟଙ୍କା ଡିଲ୍ ହୋଇଥିଲା। ଜଣେ ଠିକାଦାରଙ୍କଠାରୁ ୧ ଲକ୍ଷ ୭୭ ହଜାର ଟଙ୍କାର ଜିଏସଟି ବିଲ୍ ରିଫଣ୍ଡ ନେଇ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିବା ବେଳେ ୧୫ ହଜାର ଟଙ୍କା ସେ ଦେଇଥିଲେ। ଏ ଟଙ୍କା ନେବା ବେଳେ ଅଧୀକ୍ଷକଙ୍କୁ ସିବିଆଇ ଅଧିକାରୀ ମାଡ଼ି ବସିଥିଲେ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

11 Jul 2024 By The Sakala

ସିବିଆଇ ଜାଲରେ କେନ୍ଦ୍ରୀୟ ଜିଏସଟି ଅଧିକାର, ଜିଏସଟି ରିଫଣ୍ଡ ମୂଲ୍ୟ ବିଲ ପାସ କରିବାକୁ ନେଉଥିଲେ ଲାଞ୍ଚ

ଭୁବନେଶ୍ବର: ସିବିଆଇ ଜାଲରେ ଜଣେ କେନ୍ଦ୍ରୀୟ ଜିଏସଟି ଅଧିକାରୀ। ଜଣେ ଠିକାଦାରଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଧରା ପଡ଼ିଛନ୍ତି ବ୍ରହ୍ମପୁର ସ୍ଥିତ କେନ୍ଦ୍ରୀୟ ଜିଏସଟି କାର୍ଯ୍ୟାଳୟର ଅଧିକ୍ଷକ ମନୋଜ କୁମାର ସୁବୁଦ୍ଧି। ଲାଞ୍ଚ ନେବା ବେଳେ ସିଜିଏସଟିର ସୁପରିଟେଣ୍ଡେଣ୍ଟ ମନୋଜ କୁମାର ସୁବୁଦ୍ଧିଙ୍କୁ ଧରିଛି ସିବିଆଇ ଟିମ । ବ୍ରହ୍ମପୁର ଏବଂ କେନ୍ଦ୍ରୀୟ ଉତ୍ପାଦ ଶୁକ୍ଳ ବ୍ରହ୍ମପୁର ମଣ୍ଡଳ କାର୍ଯ୍ୟାଳୟରେ ସିବିଆଇ ରେଡ କରିଛି। ବର୍ତ୍ତମାନ ସିବିଆଇ ତାଙ୍କୁ ରିମାଣ୍ଡରେ ନେଇଛି ।

ସୂଚନା ଅନୁସାରେ, ମନୋଜ କୁମାର ଜଣେ ଠିକାଦାରଙ୍କ ଜିଏସଟି ରିଫଣ୍ଡ ମୂଲ୍ୟ ବିଲ ପାସ କରିବାକୁ ୨୦ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ତେବେ କିସ୍ତିରେ ଏହି ଟଙ୍କା ଡିଲ୍ ହୋଇଥିଲା। ଜଣେ ଠିକାଦାରଙ୍କଠାରୁ ୧ ଲକ୍ଷ ୭୭ ହଜାର ଟଙ୍କାର ଜିଏସଟି ବିଲ୍ ରିଫଣ୍ଡ ନେଇ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିବା ବେଳେ ୧୫ ହଜାର ଟଙ୍କା ସେ ଦେଇଥିଲେ। ଏ ଟଙ୍କା ନେବା ବେଳେ ଅଧୀକ୍ଷକଙ୍କୁ ସିବିଆଇ ଅଧିକାରୀ ମାଡ଼ି ବସିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର