ରତ୍ନଭଣ୍ଡାର ଖୋଲିବା ପାଇଁ ଲୋକନାଥ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଲା ଆଜ୍ଞାମାଳ

The Sakala Picture
Published On

ପୁରୀ: ରତ୍ନଭଣ୍ଡାର ଖୋଲିବା ପାଇଁ ପ୍ରଭୁ ଶ୍ରୀଲୋକନାଥ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଲା ଆଜ୍ଞାମାଳ। ରତ୍ନଭଣ୍ଡାରର ରକ୍ଷକ ହେଉଛନ୍ତି ପ୍ରଭୁ ଶ୍ରୀଲୋକନାଥ । ତାଙ୍କ ବିନା ଅନୁମତି ବିନା ରତ୍ନଭଣ୍ଡାର ମଧ୍ୟରେ ପ୍ରବେଶ କରିବାର କାହାକୁ ଅନୁମତି ନାହିଁ । ତେଣୁ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ବାବା ଲୋକନାଥଙ୍କ ଅନୁମତି ଆବଶ୍ୟକ ଥିଲା । ପ୍ରଥମେ ତାଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ ରତ୍ନଭଣ୍ଡାର ଖୋଲିବା ପାଇଁ ସେବାୟତମାନେ ଆଜ୍ଞାମାଳ ଆଣିଛନ୍ତି। ରବିବାର ଅପରାହ୍ନ ପ୍ରାୟ ୧୦ଟା ମଧ୍ୟରେ […]

ପୁରୀ: ରତ୍ନଭଣ୍ଡାର ଖୋଲିବା ପାଇଁ ପ୍ରଭୁ ଶ୍ରୀଲୋକନାଥ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଲା ଆଜ୍ଞାମାଳ। ରତ୍ନଭଣ୍ଡାରର ରକ୍ଷକ ହେଉଛନ୍ତି ପ୍ରଭୁ ଶ୍ରୀଲୋକନାଥ । ତାଙ୍କ ବିନା ଅନୁମତି ବିନା ରତ୍ନଭଣ୍ଡାର ମଧ୍ୟରେ ପ୍ରବେଶ କରିବାର କାହାକୁ ଅନୁମତି ନାହିଁ । ତେଣୁ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ବାବା ଲୋକନାଥଙ୍କ ଅନୁମତି ଆବଶ୍ୟକ ଥିଲା । ପ୍ରଥମେ ତାଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ ରତ୍ନଭଣ୍ଡାର ଖୋଲିବା ପାଇଁ ସେବାୟତମାନେ ଆଜ୍ଞାମାଳ ଆଣିଛନ୍ତି।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ରବିବାର ଅପରାହ୍ନ ପ୍ରାୟ ୧୦ଟା ମଧ୍ୟରେ ଲୋକନାଥଙ୍କ ପୂଜା ସମ୍ପନ୍ନ ହୋଇଥିଲା। ଶ୍ରୀଲୋକନାଥଙ୍କ ଆଜ୍ଞା ନେଇ ସେବାୟତ ଆଣିବା ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଖୋଲାଯିବ ବୋଲି ଜଣାପଡିଛି। ସେପଟେ ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟି ବୈଠକ ଆରମ୍ଭ ହୋଇଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

14 Jul 2024 By The Sakala

ରତ୍ନଭଣ୍ଡାର ଖୋଲିବା ପାଇଁ ଲୋକନାଥ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଲା ଆଜ୍ଞାମାଳ

ପୁରୀ: ରତ୍ନଭଣ୍ଡାର ଖୋଲିବା ପାଇଁ ପ୍ରଭୁ ଶ୍ରୀଲୋକନାଥ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଲା ଆଜ୍ଞାମାଳ। ରତ୍ନଭଣ୍ଡାରର ରକ୍ଷକ ହେଉଛନ୍ତି ପ୍ରଭୁ ଶ୍ରୀଲୋକନାଥ । ତାଙ୍କ ବିନା ଅନୁମତି ବିନା ରତ୍ନଭଣ୍ଡାର ମଧ୍ୟରେ ପ୍ରବେଶ କରିବାର କାହାକୁ ଅନୁମତି ନାହିଁ । ତେଣୁ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ବାବା ଲୋକନାଥଙ୍କ ଅନୁମତି ଆବଶ୍ୟକ ଥିଲା । ପ୍ରଥମେ ତାଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ ରତ୍ନଭଣ୍ଡାର ଖୋଲିବା ପାଇଁ ସେବାୟତମାନେ ଆଜ୍ଞାମାଳ ଆଣିଛନ୍ତି।

ରବିବାର ଅପରାହ୍ନ ପ୍ରାୟ ୧୦ଟା ମଧ୍ୟରେ ଲୋକନାଥଙ୍କ ପୂଜା ସମ୍ପନ୍ନ ହୋଇଥିଲା। ଶ୍ରୀଲୋକନାଥଙ୍କ ଆଜ୍ଞା ନେଇ ସେବାୟତ ଆଣିବା ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଖୋଲାଯିବ ବୋଲି ଜଣାପଡିଛି। ସେପଟେ ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟି ବୈଠକ ଆରମ୍ଭ ହୋଇଥିବା ଜଣାପଡିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର