ଶୁଭ ମୁହୂର୍ତ୍ତ ୧ଟା ୨୮ ମିନିଟରେ ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ପ୍ରବେଶ କରିବେ ୧୧ ଜଣ ସଦସ୍ୟ

The Sakala Picture
Published On

ପୁରୀ: ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ପାଇଁ ଦିନ ୧ଟା ୨୮ ମିନିଟ ରହିଛି ଶୁଭ ମୁହୂର୍ତ୍ତ । ଆଜି ମଧ୍ୟାହ୍ନ ୧ଟା ୨୮ ମିନିଟ୍ ସମୟରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଯାଞ୍ଚ ପାଇଁ ତଦାରଖ କମିଟିର ୧୧ ଜଣିଆ ଟିମ୍ ରତ୍ନଭଣ୍ଡାର ଭିତରକୁ ଯିବେ । ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏ ନେଇ ସୂଚନା ଦେଇଛନ୍ତି। ଅପରାହ୍ନ ଗୋଟାଏ ୨୮ରୁ ଶୁଭ ମୁହୂର୍ତ୍ତ ଆରମ୍ଭ ହେଉଛି […]

ପୁରୀ: ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ପାଇଁ ଦିନ ୧ଟା ୨୮ ମିନିଟ ରହିଛି ଶୁଭ ମୁହୂର୍ତ୍ତ । ଆଜି ମଧ୍ୟାହ୍ନ ୧ଟା ୨୮ ମିନିଟ୍ ସମୟରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଯାଞ୍ଚ ପାଇଁ ତଦାରଖ କମିଟିର ୧୧ ଜଣିଆ ଟିମ୍ ରତ୍ନଭଣ୍ଡାର ଭିତରକୁ ଯିବେ । ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏ ନେଇ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଅପରାହ୍ନ ଗୋଟାଏ ୨୮ରୁ ଶୁଭ ମୁହୂର୍ତ୍ତ ଆରମ୍ଭ ହେଉଛି । ଏହା ପୂର୍ବରୁ ଦିନ ୧୨ଟାରେ କମିଟି ସଦସ୍ୟ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିବେ । ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ । ଯାଞ୍ଚ କମିଟିରୁ ୨ ଜଣ ଜଷ୍ଟିସ୍ ବିଶ୍ୱନାଥ କର, ଡାକ୍ତର ସିବିକେ ମହାନ୍ତି ରତ୍ନଭଣ୍ଡାର ଭିତରକୁ ଯିବାକୁ ଥିବାବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଦେଉଳ କରଣ ଓ ଭଣ୍ଡାର ମେକାପ ମଧ୍ୟ ଯିବେ। ୧ଟା ୨୮ ସୁଦ୍ଧା ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ରତ୍ନଭଣ୍ଡାର ଖୋଲା ଯିବା ସମୟରେ ମନ୍ଦିର ନ ଆସିବାକୁ ଶ୍ରଦ୍ଧାଳୁଙ୍କୁ ଅପିଲ୍ କରିଛନ୍ତି ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

14 Jul 2024 By The Sakala

ଶୁଭ ମୁହୂର୍ତ୍ତ ୧ଟା ୨୮ ମିନିଟରେ ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ପ୍ରବେଶ କରିବେ ୧୧ ଜଣ ସଦସ୍ୟ

ପୁରୀ: ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ପାଇଁ ଦିନ ୧ଟା ୨୮ ମିନିଟ ରହିଛି ଶୁଭ ମୁହୂର୍ତ୍ତ । ଆଜି ମଧ୍ୟାହ୍ନ ୧ଟା ୨୮ ମିନିଟ୍ ସମୟରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଯାଞ୍ଚ ପାଇଁ ତଦାରଖ କମିଟିର ୧୧ ଜଣିଆ ଟିମ୍ ରତ୍ନଭଣ୍ଡାର ଭିତରକୁ ଯିବେ । ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏ ନେଇ ସୂଚନା ଦେଇଛନ୍ତି।

ଅପରାହ୍ନ ଗୋଟାଏ ୨୮ରୁ ଶୁଭ ମୁହୂର୍ତ୍ତ ଆରମ୍ଭ ହେଉଛି । ଏହା ପୂର୍ବରୁ ଦିନ ୧୨ଟାରେ କମିଟି ସଦସ୍ୟ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିବେ । ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ । ଯାଞ୍ଚ କମିଟିରୁ ୨ ଜଣ ଜଷ୍ଟିସ୍ ବିଶ୍ୱନାଥ କର, ଡାକ୍ତର ସିବିକେ ମହାନ୍ତି ରତ୍ନଭଣ୍ଡାର ଭିତରକୁ ଯିବାକୁ ଥିବାବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଦେଉଳ କରଣ ଓ ଭଣ୍ଡାର ମେକାପ ମଧ୍ୟ ଯିବେ। ୧ଟା ୨୮ ସୁଦ୍ଧା ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ରତ୍ନଭଣ୍ଡାର ଖୋଲା ଯିବା ସମୟରେ ମନ୍ଦିର ନ ଆସିବାକୁ ଶ୍ରଦ୍ଧାଳୁଙ୍କୁ ଅପିଲ୍ କରିଛନ୍ତି ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର