ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ଯରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହାରି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବା ନେଇ ଆଶଙ୍କା କରାଯାଉଛି। ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟ ବିଭିନ୍ନ ଜିଲ୍ଲାକୁ ରେଡ, ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି […]

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହାରି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବା ନେଇ ଆଶଙ୍କା କରାଯାଉଛି। ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟ ବିଭିନ୍ନ ଜିଲ୍ଲାକୁ ରେଡ, ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ କୋରାପୁଟ, ମାଲକାନାଗିରି, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ସେହିପରି କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, ସୋନପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନଳ, ମୟୁରଭଞ୍ଜ, କେନ୍ଦୁଝର ଓ ଜଗତସିଂହପରୁ ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

19 Jul 2024 By The Sakala

ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ଯରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହାରି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବା ନେଇ ଆଶଙ୍କା କରାଯାଉଛି। ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟ ବିଭିନ୍ନ ଜିଲ୍ଲାକୁ ରେଡ, ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଛି।

ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ କୋରାପୁଟ, ମାଲକାନାଗିରି, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ସେହିପରି କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, ସୋନପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନଳ, ମୟୁରଭଞ୍ଜ, କେନ୍ଦୁଝର ଓ ଜଗତସିଂହପରୁ ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର