ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ; ବାଚସ୍ପତି ସୁରମା ପାଢୀଙ୍କ ଅଧ୍ଯକ୍ଷତାରେ ଆଜି ବସିବ ସର୍ବଦଳୀୟ ବୈଠକ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ । ଏହାପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ । ଦିନ ୧୧ଟାରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ଯକ୍ଷତାରେ ବୈଠକ ବସିବ । ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ସମସ୍ତଙ୍କର ସହଯୋଗ ଲୋଡ଼ିବେ ବାଚସ୍ପତି । ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପମୁଖ୍ୟ ସଚେତକ । ଏହି ଦୁଇ ଗୁରୁତ୍ବପୂର୍ଣ୍ଣ ପଦବୀ କାହାକୁ ମିଳୁଛି ତାହା ଉପରେ ନଜର ରହିଛି । ଅନ୍ଯପଟେ ଆସନ୍ତା […]

ଭୁବନେଶ୍ବର: ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ । ଏହାପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ । ଦିନ ୧୧ଟାରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ଯକ୍ଷତାରେ ବୈଠକ ବସିବ । ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ସମସ୍ତଙ୍କର ସହଯୋଗ ଲୋଡ଼ିବେ ବାଚସ୍ପତି ।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପମୁଖ୍ୟ ସଚେତକ । ଏହି ଦୁଇ ଗୁରୁତ୍ବପୂର୍ଣ୍ଣ ପଦବୀ କାହାକୁ ମିଳୁଛି ତାହା ଉପରେ ନଜର ରହିଛି । ଅନ୍ଯପଟେ ଆସନ୍ତା ୨୩ ତାରିଖରେ ଉପବାଚସ୍ପତି ପଦ ଲାଗି ନାମାଙ୍କନ ଦାଖଲ ହେବ । ସେହିଦିନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ ସହ ୨୪ ତାରିଖରେ ଫଳାଫଳ ଘୋଷଣା କରାଯିବ ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

ଅନ୍ୟପଟେ ଆସନ୍ତାକାଲିଠାରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ। ଆଜି ବସିବ ସର୍ବଦଳୀୟ ବୈଠକ। ସଂସଦୀୟ ବ୍ୟାପାର ମନ୍ତ୍ରୀ ଡାକିଥିବା ବୈଠକ ଆଜି ଦିନ ୧୧ଟା ବେଳେ ବସିବ। ବିରୋଧୀ ଦଳ ନେତା ଭାବରେ ରାହୁଲ ଗାନ୍ଧୀ ପ୍ରଥମ ସର୍ବଦଳୀୟ ବୈଠକରେ ଯୋଗଦେବେ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

21 Jul 2024 By The Sakala

ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ; ବାଚସ୍ପତି ସୁରମା ପାଢୀଙ୍କ ଅଧ୍ଯକ୍ଷତାରେ ଆଜି ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ । ଏହାପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ । ଦିନ ୧୧ଟାରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ଯକ୍ଷତାରେ ବୈଠକ ବସିବ । ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ସମସ୍ତଙ୍କର ସହଯୋଗ ଲୋଡ଼ିବେ ବାଚସ୍ପତି ।

ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପମୁଖ୍ୟ ସଚେତକ । ଏହି ଦୁଇ ଗୁରୁତ୍ବପୂର୍ଣ୍ଣ ପଦବୀ କାହାକୁ ମିଳୁଛି ତାହା ଉପରେ ନଜର ରହିଛି । ଅନ୍ଯପଟେ ଆସନ୍ତା ୨୩ ତାରିଖରେ ଉପବାଚସ୍ପତି ପଦ ଲାଗି ନାମାଙ୍କନ ଦାଖଲ ହେବ । ସେହିଦିନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ ସହ ୨୪ ତାରିଖରେ ଫଳାଫଳ ଘୋଷଣା କରାଯିବ ।

ଅନ୍ୟପଟେ ଆସନ୍ତାକାଲିଠାରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ। ଆଜି ବସିବ ସର୍ବଦଳୀୟ ବୈଠକ। ସଂସଦୀୟ ବ୍ୟାପାର ମନ୍ତ୍ରୀ ଡାକିଥିବା ବୈଠକ ଆଜି ଦିନ ୧୧ଟା ବେଳେ ବସିବ। ବିରୋଧୀ ଦଳ ନେତା ଭାବରେ ରାହୁଲ ଗାନ୍ଧୀ ପ୍ରଥମ ସର୍ବଦଳୀୟ ବୈଠକରେ ଯୋଗଦେବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର