ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗଦେବାକୁ କଲେ ଅନୁରୋଧ

The Sakala Picture
Published On

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭାର ଅବ୍ୟବହିତ ପୂର୍ବରୁ ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ଏହି ଅବସରରେ ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗଦେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡିଶା ବିକାଶ ପାଇଁ ଗଠନ ମୂଳକ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅନୁରୋଧ […]

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭାର ଅବ୍ୟବହିତ ପୂର୍ବରୁ ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ଏହି ଅବସରରେ ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗଦେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡିଶା ବିକାଶ ପାଇଁ ଗଠନ ମୂଳକ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ରାଜ୍ୟର ବୃହତର ସ୍ୱାର୍ଥ ଦୃଷ୍ଟିରୁ ମୁଖ୍ୟ ବିରୋଧୀ ଦଳଠାରୁ ଗଠନମୂଳକ ସହଯୋଗ କାମନା କରିଥିଲେ ମୋହନ । ଏହାସହ ବିକଶିତ ଓଡ଼ିଶା ଗଠନରେ ବିରୋଧୀଙ୍କ ସକ୍ରିୟ ସହଯୋଗ ନେଇ ଆଲୋଚନା କରିଥିଲେ । ଓଡ଼ିଆବାସୀଙ୍କ ସ୍ୱାର୍ଥରେ, ସବୁ ବର୍ଗ ଓ ମତ ସହ ସମନ୍ବୟ ରଖି ଓଡ଼ିଶାବାସୀଙ୍କ ସେବା କରିବାକୁ ସରକାର ପ୍ରତିବଦ୍ଧ ଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

21 Jul 2024 By The Sakala

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗଦେବାକୁ କଲେ ଅନୁରୋଧ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭାର ଅବ୍ୟବହିତ ପୂର୍ବରୁ ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ଏହି ଅବସରରେ ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗଦେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡିଶା ବିକାଶ ପାଇଁ ଗଠନ ମୂଳକ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟର ବୃହତର ସ୍ୱାର୍ଥ ଦୃଷ୍ଟିରୁ ମୁଖ୍ୟ ବିରୋଧୀ ଦଳଠାରୁ ଗଠନମୂଳକ ସହଯୋଗ କାମନା କରିଥିଲେ ମୋହନ । ଏହାସହ ବିକଶିତ ଓଡ଼ିଶା ଗଠନରେ ବିରୋଧୀଙ୍କ ସକ୍ରିୟ ସହଯୋଗ ନେଇ ଆଲୋଚନା କରିଥିଲେ । ଓଡ଼ିଆବାସୀଙ୍କ ସ୍ୱାର୍ଥରେ, ସବୁ ବର୍ଗ ଓ ମତ ସହ ସମନ୍ବୟ ରଖି ଓଡ଼ିଶାବାସୀଙ୍କ ସେବା କରିବାକୁ ସରକାର ପ୍ରତିବଦ୍ଧ ଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

https://www.thesakala.in/latest-odisha-news/cm-mohan-majhi-meets-naveen-patnaik-at-naveen-niwas/article-33784
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର