ଓଡ଼ିଶା ବଜେଟ ୨୦୨୪-୨୫: ନବୀନ କହିଲେ ଡବଲ ଇଞ୍ଜିନ, ଡବଲ ନିରାଶା…

The Sakala Picture
Published On

ଭୁବନେଶ୍ଵର: ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନା କରିଛନ୍ତି । ଏଥର ରାଜ୍ୟ ବଜେଟରେ ୨ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେପଟେ କିଛି ନୂତନ ଯୋଜନା ଲାଗୁ କରିବା ସହ କିଛି ପୁରୁଣା ଯୋଜନାର ନାମ ବଦଳାଇଛନ୍ତି ମୁଖ୍ୟମନ୍ତ୍ରୀ । ସେପଟେ ରାଜ୍ୟ ବଜେଟକୁ ନେଇ ଡବଲ ଇଂଜିନ ଡବଲ […]

ଭୁବନେଶ୍ଵର: ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନା କରିଛନ୍ତି । ଏଥର ରାଜ୍ୟ ବଜେଟରେ ୨ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେପଟେ କିଛି ନୂତନ ଯୋଜନା ଲାଗୁ କରିବା ସହ କିଛି ପୁରୁଣା ଯୋଜନାର ନାମ ବଦଳାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ନାଁରେ ରୁଜୁ ହେଲା ମାମଲା

ସେପଟେ ରାଜ୍ୟ ବଜେଟକୁ ନେଇ ଡବଲ ଇଂଜିନ ଡବଲ ନୈରାଶ୍ୟ ବୋଲି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ ପଟ୍ଟନାୟକ କହିଛନ୍ତି ଯେ, ଡବଲ୍‌ ଇଞ୍ଜିନ ସରକାର ଦୁଇଗୁଣ ନିରାଶ କରିଛି । ମୋ’ ସରକାର ସମୟର ୪୦ଟି ଯୋଜନାର ନାଁ ପରିବର୍ତ୍ତନ କରାଯାଇଛି । କେଉଁ କେଉଁ ଯୋଜନାର ନାମ ବଦଳାଯାଇଛି ପରେ କହିବି । ଅନୁଶୀଳନ ପରେ ବିସ୍ତୃତ ପ୍ରତିକ୍ରିୟା ରଖିବି ବୋଲି କହିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

25 Jul 2024 By The Sakala

ଓଡ଼ିଶା ବଜେଟ ୨୦୨୪-୨୫: ନବୀନ କହିଲେ ଡବଲ ଇଞ୍ଜିନ, ଡବଲ ନିରାଶା…

ଭୁବନେଶ୍ଵର: ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନା କରିଛନ୍ତି । ଏଥର ରାଜ୍ୟ ବଜେଟରେ ୨ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେପଟେ କିଛି ନୂତନ ଯୋଜନା ଲାଗୁ କରିବା ସହ କିଛି ପୁରୁଣା ଯୋଜନାର ନାମ ବଦଳାଇଛନ୍ତି ମୁଖ୍ୟମନ୍ତ୍ରୀ ।

ସେପଟେ ରାଜ୍ୟ ବଜେଟକୁ ନେଇ ଡବଲ ଇଂଜିନ ଡବଲ ନୈରାଶ୍ୟ ବୋଲି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ ପଟ୍ଟନାୟକ କହିଛନ୍ତି ଯେ, ଡବଲ୍‌ ଇଞ୍ଜିନ ସରକାର ଦୁଇଗୁଣ ନିରାଶ କରିଛି । ମୋ’ ସରକାର ସମୟର ୪୦ଟି ଯୋଜନାର ନାଁ ପରିବର୍ତ୍ତନ କରାଯାଇଛି । କେଉଁ କେଉଁ ଯୋଜନାର ନାମ ବଦଳାଯାଇଛି ପରେ କହିବି । ଅନୁଶୀଳନ ପରେ ବିସ୍ତୃତ ପ୍ରତିକ୍ରିୟା ରଖିବି ବୋଲି କହିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର