ମୋଟ ୭ଟି ଗେଟ୍ ଦେଇ ହୀରାକୁଦରୁ ନିଷ୍କାସିତ ହେଉଛି ବନ୍ୟାଜଳ, ଆଜି ଖୋଲିବ ଆଉ ୧୩ଟି ଗେଟ୍

The Sakala Picture
Published On

ସମ୍ବଲପୁର: ଖୋଲିଲା ହୀରାକୁଦ ଗେଟ୍ । ହୀରାକୁଦ ଜଳଭଣ୍ଡାରରୁ ଛଡାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ପ୍ରଥମେ ୭ନଂ ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହୋଇଥିଲା ବର୍ଷର ପ୍ରଥମ ବନ୍ୟାଜଳ । ସକାଳ ୯ଟା ୩୦ ମିନିଟରେ ପୂଜାର୍ଚ୍ଚନା ପରେ ପ୍ରଥମ ପର୍ୟ୍ୟାୟରେ ୭ଟି ଗେଟ ଖୋଲାଯାଇଛି । ବର୍ତ୍ତମାନ ମୋଟ ୭ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ତେବେ ଆଜି ପର୍ଯ୍ୟାୟ କ୍ରମେ ୨୦ଟି ଗେଟ୍ ଖୋଲାଯିବା ନେଇ ସୂଚନା ଦେଇଛନ୍ତି […]

ସମ୍ବଲପୁର: ଖୋଲିଲା ହୀରାକୁଦ ଗେଟ୍ । ହୀରାକୁଦ ଜଳଭଣ୍ଡାରରୁ ଛଡାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ପ୍ରଥମେ ୭ନଂ ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହୋଇଥିଲା ବର୍ଷର ପ୍ରଥମ ବନ୍ୟାଜଳ । ସକାଳ ୯ଟା ୩୦ ମିନିଟରେ ପୂଜାର୍ଚ୍ଚନା ପରେ ପ୍ରଥମ ପର୍ୟ୍ୟାୟରେ ୭ଟି ଗେଟ ଖୋଲାଯାଇଛି । ବର୍ତ୍ତମାନ ମୋଟ ୭ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ତେବେ ଆଜି ପର୍ଯ୍ୟାୟ କ୍ରମେ ୨୦ଟି ଗେଟ୍ ଖୋଲାଯିବା ନେଇ ସୂଚନା ଦେଇଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ ।

ଆହୁରି ପଢ଼ନ୍ତୁ: ଲିପ୍ଟ ଦେବା ବାହାନାରେ ଯୁବତୀଙ୍କୁ ଅପହରଣ କରି ଦୁଷ୍କର୍ମ ଉଦ୍ୟମ

ସୂଚନା ଅନୁସାରେ, ଆଜି ୨୦ଟି ଗେଟ୍ ଖୋଲୁଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ଥିବାରୁ ନଦୀ କୂଳଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ଓ ଉଚ୍ଚ ସ୍ଥାନାନ୍ତର ହେବାକୁ ଡ୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସତର୍କ କରାଯାଇଛି । ଉପରମୁଣ୍ଡରେ ଲଗାଣ ବର୍ଷା କାରଣରୁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଡ୍ୟାମ ଖୋଲିବା ନେଇ ନିଷ୍ପତି ହୋଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପ୍ରଥମ: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ ଆନ୍ତର୍ଜାତିକ ସ୍ତରରେ ସ୍ୱୀକୃତି ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତାବ

28 Jul 2024 By The Sakala

ମୋଟ ୭ଟି ଗେଟ୍ ଦେଇ ହୀରାକୁଦରୁ ନିଷ୍କାସିତ ହେଉଛି ବନ୍ୟାଜଳ, ଆଜି ଖୋଲିବ ଆଉ ୧୩ଟି ଗେଟ୍

ସମ୍ବଲପୁର: ଖୋଲିଲା ହୀରାକୁଦ ଗେଟ୍ । ହୀରାକୁଦ ଜଳଭଣ୍ଡାରରୁ ଛଡାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ପ୍ରଥମେ ୭ନଂ ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହୋଇଥିଲା ବର୍ଷର ପ୍ରଥମ ବନ୍ୟାଜଳ । ସକାଳ ୯ଟା ୩୦ ମିନିଟରେ ପୂଜାର୍ଚ୍ଚନା ପରେ ପ୍ରଥମ ପର୍ୟ୍ୟାୟରେ ୭ଟି ଗେଟ ଖୋଲାଯାଇଛି । ବର୍ତ୍ତମାନ ମୋଟ ୭ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ତେବେ ଆଜି ପର୍ଯ୍ୟାୟ କ୍ରମେ ୨୦ଟି ଗେଟ୍ ଖୋଲାଯିବା ନେଇ ସୂଚନା ଦେଇଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ ।

ସୂଚନା ଅନୁସାରେ, ଆଜି ୨୦ଟି ଗେଟ୍ ଖୋଲୁଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ଥିବାରୁ ନଦୀ କୂଳଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ଓ ଉଚ୍ଚ ସ୍ଥାନାନ୍ତର ହେବାକୁ ଡ୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସତର୍କ କରାଯାଇଛି । ଉପରମୁଣ୍ଡରେ ଲଗାଣ ବର୍ଷା କାରଣରୁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଡ୍ୟାମ ଖୋଲିବା ନେଇ ନିଷ୍ପତି ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର