ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ନିଲମ୍ବିତ

The Sakala Picture
Published On

ଭୁବନେଶ୍ୱର:ଗତ ଶନିବାର ରାତିରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ (ଆଇ. ପି. ଏସ) ନିଜ କ୍ଷମତାର ଅପବ୍ୟବହାର କରି ପଦ ମର୍ଯ୍ୟାଦାର ସମ୍ମାନ ହାନି କରିଥିବାର ଅଭିଯୋଗ ମିଳିଥିଲା। ସେ ଅଗ୍ନିଶମ ଓ ହୋମ ଗାର୍ଡ ବିଭାଗରେ ଡି.ଆଇ.ଜି ଭାବରେ କାର୍ଯ୍ୟରତ ଥିଲେ। ନୀତି ଆୟୋଗର ବୈଠକରେ ଯୋଗ ଦେବା ପରେ ୪ ଦିନିଆ ଦିଲ୍ଲୀ ଗସ୍ତ ଶେଷ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବା […]

ଭୁବନେଶ୍ୱର:ଗତ ଶନିବାର ରାତିରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ (ଆଇ. ପି. ଏସ) ନିଜ କ୍ଷମତାର ଅପବ୍ୟବହାର କରି ପଦ ମର୍ଯ୍ୟାଦାର ସମ୍ମାନ ହାନି କରିଥିବାର ଅଭିଯୋଗ ମିଳିଥିଲା। ସେ ଅଗ୍ନିଶମ ଓ ହୋମ ଗାର୍ଡ ବିଭାଗରେ ଡି.ଆଇ.ଜି ଭାବରେ କାର୍ଯ୍ୟରତ ଥିଲେ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ନୀତି ଆୟୋଗର ବୈଠକରେ ଯୋଗ ଦେବା ପରେ ୪ ଦିନିଆ ଦିଲ୍ଲୀ ଗସ୍ତ ଶେଷ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବା ପରେ ଘଟଣା ସମ୍ପର୍କରେ ଅବଗତ ହୋଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି । ବିଶୃଙ୍ଖଳିତ ବରିଷ୍ଠ ପୁଲିସ ଅଧିକାରୀଙ୍କୁ କାର୍ଯ୍ୟରୁ ତୁରନ୍ତ ନିଲମ୍ବନ କରିବା ସହିତ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ସଂପୃକ୍ତ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

30 Jul 2024 By The Sakala

ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ନିଲମ୍ବିତ

ଭୁବନେଶ୍ୱର:ଗତ ଶନିବାର ରାତିରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ (ଆଇ. ପି. ଏସ) ନିଜ କ୍ଷମତାର ଅପବ୍ୟବହାର କରି ପଦ ମର୍ଯ୍ୟାଦାର ସମ୍ମାନ ହାନି କରିଥିବାର ଅଭିଯୋଗ ମିଳିଥିଲା। ସେ ଅଗ୍ନିଶମ ଓ ହୋମ ଗାର୍ଡ ବିଭାଗରେ ଡି.ଆଇ.ଜି ଭାବରେ କାର୍ଯ୍ୟରତ ଥିଲେ।

ନୀତି ଆୟୋଗର ବୈଠକରେ ଯୋଗ ଦେବା ପରେ ୪ ଦିନିଆ ଦିଲ୍ଲୀ ଗସ୍ତ ଶେଷ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବା ପରେ ଘଟଣା ସମ୍ପର୍କରେ ଅବଗତ ହୋଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି । ବିଶୃଙ୍ଖଳିତ ବରିଷ୍ଠ ପୁଲିସ ଅଧିକାରୀଙ୍କୁ କାର୍ଯ୍ୟରୁ ତୁରନ୍ତ ନିଲମ୍ବନ କରିବା ସହିତ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ସଂପୃକ୍ତ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।

https://www.thesakala.in/latest-odisha-news/senior-odisha-ips-officer-rajesh-pandit-suspended-for-grave-misconduct/article-34009
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର