ଟିକା ଅଭାବରୁ ଆଜି ରାଜ୍ୟର ୧୭ ଜିଲ୍ଲାରେ ବନ୍ଦ ରହିବ କୋଭିଡ୍ ଟିକାକରଣ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି ଦେଖାଦେଇଛି ଟିକାର ଅଭାବ । ଯେଉଁଥିପାଇଁ ଆଜି ୧୭ଟି ଜିଲ୍ଲାରେ ଟିକାକରଣ ବନ୍ଦ କରାଯାଇଛି । ଟିକା ଅଭାବ ପାଇଁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛି । ରାଜ୍ୟକୁ ଗୁରୁବାର ଦିନ ୧ଲକ୍ଷ ଡୋଜ୍‌ ଟିକା ଆସିଥିଲେ ବି ଏହା ପର୍ଯ୍ୟାପ୍ତ ନୁହେଁ । ଅନୁଗୁଳ, ବାଲେଶ୍ୱର, ବଲାଙ୍ଗିର, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ଼, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ ଓ ମାଲକାନଗିରିରେ ଟିକାକରଣ କରାଯିବ ନାହିଁ । ସେହିପରି […]

ଭୁବନେଶ୍ୱର: ରାଜ୍ୟରେ ପୁଣି ଦେଖାଦେଇଛି ଟିକାର ଅଭାବ । ଯେଉଁଥିପାଇଁ ଆଜି ୧୭ଟି ଜିଲ୍ଲାରେ ଟିକାକରଣ ବନ୍ଦ କରାଯାଇଛି । ଟିକା ଅଭାବ ପାଇଁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛି । ରାଜ୍ୟକୁ ଗୁରୁବାର ଦିନ ୧ଲକ୍ଷ ଡୋଜ୍‌ ଟିକା ଆସିଥିଲେ ବି ଏହା ପର୍ଯ୍ୟାପ୍ତ ନୁହେଁ । ଅନୁଗୁଳ, ବାଲେଶ୍ୱର, ବଲାଙ୍ଗିର, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ଼, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ ଓ ମାଲକାନଗିରିରେ ଟିକାକରଣ କରାଯିବ ନାହିଁ । ସେହିପରି ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା, ସୋନପୁରରେ ଟିକାକରଣ ନହେବା ନେଇ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ତେବେ ଗତକାଲି ରାଜ୍ୟକୁ ମାତ୍ର ୧ ଲକ୍ଷ କୋଭିସିଲ୍ଡ ଟିକା ଆସିଛି । ଗତ ଜୁନ୍‌ ୨୧ତାରିଖରୁ ଦେଶରେ ନୂଆ ଟିକାକରଣ ବ୍ୟବସ୍ଥା ଆରମ୍ଭ ହୋଇଛି । ଏହି ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଦେଶରେ ଟିକାର ଅଭାବ ରହିବ ନାହିଁ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଥିଲେ । ହେଲେ ତାହା ବିଭିନ୍ନ ରାଜ୍ୟରେ ଫେଲ ମାରିଥିବା ଦେଖିବାକୁ ମିଳିଛି ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ଏବେ ରାଜ୍ୟ ପାଖରେ କୋଭିସିଲ୍ଡର ୧ ଲକ୍ଷ ୧୪ ହଜାର ୬୬୦ ଡୋଜ୍ ରହିଥିବା ବେଳେ କୋଭାକ୍ସିନର ୪ ଲକ୍ଷ ୪୨ ହଜାର ୧୩୦ ଡୋଜ୍ ଟିକା ରହିଛି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

02 Jul 2021 By The Sakala

ଟିକା ଅଭାବରୁ ଆଜି ରାଜ୍ୟର ୧୭ ଜିଲ୍ଲାରେ ବନ୍ଦ ରହିବ କୋଭିଡ୍ ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ପୁଣି ଦେଖାଦେଇଛି ଟିକାର ଅଭାବ । ଯେଉଁଥିପାଇଁ ଆଜି ୧୭ଟି ଜିଲ୍ଲାରେ ଟିକାକରଣ ବନ୍ଦ କରାଯାଇଛି । ଟିକା ଅଭାବ ପାଇଁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛି । ରାଜ୍ୟକୁ ଗୁରୁବାର ଦିନ ୧ଲକ୍ଷ ଡୋଜ୍‌ ଟିକା ଆସିଥିଲେ ବି ଏହା ପର୍ଯ୍ୟାପ୍ତ ନୁହେଁ । ଅନୁଗୁଳ, ବାଲେଶ୍ୱର, ବଲାଙ୍ଗିର, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ଼, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ ଓ ମାଲକାନଗିରିରେ ଟିକାକରଣ କରାଯିବ ନାହିଁ । ସେହିପରି ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା, ସୋନପୁରରେ ଟିକାକରଣ ନହେବା ନେଇ ସୂଚନା ଦିଆଯାଇଛି ।

ତେବେ ଗତକାଲି ରାଜ୍ୟକୁ ମାତ୍ର ୧ ଲକ୍ଷ କୋଭିସିଲ୍ଡ ଟିକା ଆସିଛି । ଗତ ଜୁନ୍‌ ୨୧ତାରିଖରୁ ଦେଶରେ ନୂଆ ଟିକାକରଣ ବ୍ୟବସ୍ଥା ଆରମ୍ଭ ହୋଇଛି । ଏହି ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଦେଶରେ ଟିକାର ଅଭାବ ରହିବ ନାହିଁ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଥିଲେ । ହେଲେ ତାହା ବିଭିନ୍ନ ରାଜ୍ୟରେ ଫେଲ ମାରିଥିବା ଦେଖିବାକୁ ମିଳିଛି ।

ଏବେ ରାଜ୍ୟ ପାଖରେ କୋଭିସିଲ୍ଡର ୧ ଲକ୍ଷ ୧୪ ହଜାର ୬୬୦ ଡୋଜ୍ ରହିଥିବା ବେଳେ କୋଭାକ୍ସିନର ୪ ଲକ୍ଷ ୪୨ ହଜାର ୧୩୦ ଡୋଜ୍ ଟିକା ରହିଛି ।

https://www.thesakala.in/latest-odisha-news/covid-vaccination-center-closed-in-17-districts-for-vaccine-shortage/article-3402
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର