ବ୍ରୋଞ୍ଜ ବିଜେତା ଭାରତୀୟ ହକି ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା କଲେ ଓଡିଶା ସରକାର: ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ, ଅମିତ ରୋହିଦାସଙ୍କୁ ମିଳିବ ୪ କୋଟି

The Sakala Picture
Published On

ଭୁବନେଶ୍ୱର: ପ୍ୟାରିସ ଅଲମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ପାଇବା ପରେ ପୁରସ୍କାର ଘୋଷଣା କରିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭାରତୀୟ ହକି ଦଳର ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ମିଳିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଟିମ୍‌ରେ ଥିବା ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ସ୍ୱତନ୍ତ୍ର ଭାବେ ୪ କୋଟି ଟଙ୍କା ପ୍ରଦାନ କରାଯିବ। ଏହାସହ ହକି […]

ଭୁବନେଶ୍ୱର: ପ୍ୟାରିସ ଅଲମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ପାଇବା ପରେ ପୁରସ୍କାର ଘୋଷଣା କରିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭାରତୀୟ ହକି ଦଳର ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ମିଳିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଟିମ୍‌ରେ ଥିବା ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ସ୍ୱତନ୍ତ୍ର ଭାବେ ୪ କୋଟି ଟଙ୍କା ପ୍ରଦାନ କରାଯିବ। ଏହାସହ ହକି ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡିଶା ଆସିବାକୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

ପ୍ୟାରିସ ଅଲିମ୍ପିକ୍ସରେ ଆଜି ସ୍ପେନକୁ ୨-୧ ଗୋଲରେ ପରାସ୍ତ କରି ଭାରତୀୟ ପୁରୁଷ ହକି ଟିମ ବ୍ରୋଞ୍ଜ ପଦକ ଜିତିଛି । ଟୋକିଓ ପରେ ପ୍ୟାରିସ ଅଲମ୍ପିକ୍ସରେ ବି ଭାରତ ବ୍ରୋଞ୍ଜ ପଦକ ଜିତିଛି । ଲଗାତାର ଦୁଇଟି ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ଜିତିଛି । ଅଲିମ୍ପିକ୍‌ ଗେମ୍ସରେ ୫୨ ବର୍ଷ ମଧ୍ୟରେ ଲଗାତାର ଦ୍ବିତୀୟ ଥର ପାଇଁ କାଂସ୍ୟ ପଦକ ହାତେଇଛି ଟିମ୍‌ ଇଣ୍ଡିଆ ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

08 Aug 2024 By The Sakala

ବ୍ରୋଞ୍ଜ ବିଜେତା ଭାରତୀୟ ହକି ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା କଲେ ଓଡିଶା ସରକାର: ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ, ଅମିତ ରୋହିଦାସଙ୍କୁ ମିଳିବ ୪ କୋଟି

ଭୁବନେଶ୍ୱର: ପ୍ୟାରିସ ଅଲମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ପାଇବା ପରେ ପୁରସ୍କାର ଘୋଷଣା କରିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭାରତୀୟ ହକି ଦଳର ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ମିଳିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଟିମ୍‌ରେ ଥିବା ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ସ୍ୱତନ୍ତ୍ର ଭାବେ ୪ କୋଟି ଟଙ୍କା ପ୍ରଦାନ କରାଯିବ। ଏହାସହ ହକି ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡିଶା ଆସିବାକୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ପ୍ୟାରିସ ଅଲିମ୍ପିକ୍ସରେ ଆଜି ସ୍ପେନକୁ ୨-୧ ଗୋଲରେ ପରାସ୍ତ କରି ଭାରତୀୟ ପୁରୁଷ ହକି ଟିମ ବ୍ରୋଞ୍ଜ ପଦକ ଜିତିଛି । ଟୋକିଓ ପରେ ପ୍ୟାରିସ ଅଲମ୍ପିକ୍ସରେ ବି ଭାରତ ବ୍ରୋଞ୍ଜ ପଦକ ଜିତିଛି । ଲଗାତାର ଦୁଇଟି ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ଜିତିଛି । ଅଲିମ୍ପିକ୍‌ ଗେମ୍ସରେ ୫୨ ବର୍ଷ ମଧ୍ୟରେ ଲଗାତାର ଦ୍ବିତୀୟ ଥର ପାଇଁ କାଂସ୍ୟ ପଦକ ହାତେଇଛି ଟିମ୍‌ ଇଣ୍ଡିଆ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର