ଏସସିବିରେ ଲଜ୍ଜା ! ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

The Sakala Picture
Published On

କଟକ: ଏସସିବିରେ ଲଜ୍ଜା। ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ । ଇସିଜି କରିବା ବାହାନାରେ ଦୁଷ୍କର୍ମ ଅଭିଯୋଗ । କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତରଙ୍କ ନାଁରେ ଅଭିଯୋଗ ଆସିଛି । ଏ ନେଇ ପରିବାର ଲୋକ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରି ପୀଡିତାଙ୍କ ବୟାନ ରେକର୍ଡ କରି ତଦନ୍ତ ଜାରି ରଖିଛି।୧୬୧ ଧାରାରେ ବୟାନ ରେକର୍ଡ କରିଛି ପୁଲିସ । ଏହାପରେ ୧୬୪ ଧାରାରେ ପୀଡିତାଙ୍କ ବୟାନ ରେକର୍ଡ […]

କଟକ: ଏସସିବିରେ ଲଜ୍ଜା। ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ । ଇସିଜି କରିବା ବାହାନାରେ ଦୁଷ୍କର୍ମ ଅଭିଯୋଗ । କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତରଙ୍କ ନାଁରେ ଅଭିଯୋଗ ଆସିଛି । ଏ ନେଇ ପରିବାର ଲୋକ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରି ପୀଡିତାଙ୍କ ବୟାନ ରେକର୍ଡ କରି ତଦନ୍ତ ଜାରି ରଖିଛି।୧୬୧ ଧାରାରେ ବୟାନ ରେକର୍ଡ କରିଛି ପୁଲିସ । ଏହାପରେ ୧୬୪ ଧାରାରେ ପୀଡିତାଙ୍କ ବୟାନ ରେକର୍ଡ କରାଯିବ। ଡାକ୍ତରଙ୍କ ପରିବାର ଲୋକ ମଧ୍ୟ ପ୍ରତିଅଭିଯୋଗ କରିଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

13 Aug 2024 By The Sakala

ଏସସିବିରେ ଲଜ୍ଜା ! ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

କଟକ: ଏସସିବିରେ ଲଜ୍ଜା। ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ । ଇସିଜି କରିବା ବାହାନାରେ ଦୁଷ୍କର୍ମ ଅଭିଯୋଗ । କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତରଙ୍କ ନାଁରେ ଅଭିଯୋଗ ଆସିଛି । ଏ ନେଇ ପରିବାର ଲୋକ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରି ପୀଡିତାଙ୍କ ବୟାନ ରେକର୍ଡ କରି ତଦନ୍ତ ଜାରି ରଖିଛି।୧୬୧ ଧାରାରେ ବୟାନ ରେକର୍ଡ କରିଛି ପୁଲିସ । ଏହାପରେ ୧୬୪ ଧାରାରେ ପୀଡିତାଙ୍କ ବୟାନ ରେକର୍ଡ କରାଯିବ। ଡାକ୍ତରଙ୍କ ପରିବାର ଲୋକ ମଧ୍ୟ ପ୍ରତିଅଭିଯୋଗ କରିଥିବା ଜଣାପଡିଛି।

https://www.thesakala.in/latest-odisha-news/allegation-of-misbehavior-by-doctor-to-female-patient/article-34379
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର