ଅଗଷ୍ଟ ୧୯ ଓ ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

The Sakala Picture
Published On

ଭୁବନେଶ୍ୱର: ଆଗାମୀ ଅଗଷ୍ଟ ୧୯ ତାରିଖ (ସୋମବାର ) ଏବଂ ଅଗଷ୍ଟ ୨୬ତାରିଖ (ସୋମବାର)ରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ସରକାରୀ ଛୁଟି ଥିବାରୁ ଏହି ଦିନଗୁଡ଼ିକରେ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମନ୍ଦ ଉଦ୍ଦେଶ୍ୟରେ ଆସିଥିବା ଡିଲିମିଟେସନ ବିଲ୍‌ କାଟ୍‌ ଖାଇଲା: ବିଜେଡି

16 Aug 2024 By The Sakala

ଅଗଷ୍ଟ ୧୯ ଓ ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆଗାମୀ ଅଗଷ୍ଟ ୧୯ ତାରିଖ (ସୋମବାର ) ଏବଂ ଅଗଷ୍ଟ ୨୬ତାରିଖ (ସୋମବାର)ରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ସରକାରୀ ଛୁଟି ଥିବାରୁ ଏହି ଦିନଗୁଡ଼ିକରେ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର