ନବୀନ ନିବାସରେ ‘ଦମନ’ ଟିମ୍; ଅଧିକ ସାମାଜିକ ସଚେତନତାଧର୍ମୀ ଚଳଚ୍ଚିତ୍ର ନିର୍ମାଣ ଉପରେ ନବୀନଙ୍କ ଗୁରୁତ୍ୱ

The Sakala Picture
Published On

ଭୁବନେଶ୍ୱର: ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ । ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ନବୀନ । ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର […]

ଭୁବନେଶ୍ୱର: ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ ।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ନବୀନ । ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ । ଦମନ ଚଳଚିତ୍ରର ମୁଖ୍ୟ କଳାକାର ବାବୁସାନଙ୍କ ସମେତ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

17 Aug 2024 By The Sakala

ନବୀନ ନିବାସରେ ‘ଦମନ’ ଟିମ୍; ଅଧିକ ସାମାଜିକ ସଚେତନତାଧର୍ମୀ ଚଳଚ୍ଚିତ୍ର ନିର୍ମାଣ ଉପରେ ନବୀନଙ୍କ ଗୁରୁତ୍ୱ

ଭୁବନେଶ୍ୱର: ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ ।

ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ନବୀନ । ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ । ଦମନ ଚଳଚିତ୍ରର ମୁଖ୍ୟ କଳାକାର ବାବୁସାନଙ୍କ ସମେତ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର