ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ବଙ୍ଗୋପାସଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହେଉଛି। ବିଶେଷକରି ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗତକାଲି ସ୍ଥାନେସ୍ଥାନେ ପ୍ରବଳ ବର୍ଷା ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୩ ଦିନ ଯାଏଁ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, […]

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ବଙ୍ଗୋପାସଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହେଉଛି। ବିଶେଷକରି ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗତକାଲି ସ୍ଥାନେସ୍ଥାନେ ପ୍ରବଳ ବର୍ଷା ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୩ ଦିନ ଯାଏଁ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡା ଜିଲ୍ଲାରେ ଏବଂ ସୋମବାର କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

18 Aug 2024 By The Sakala

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ବଙ୍ଗୋପାସଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହେଉଛି। ବିଶେଷକରି ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗତକାଲି ସ୍ଥାନେସ୍ଥାନେ ପ୍ରବଳ ବର୍ଷା ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୩ ଦିନ ଯାଏଁ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡା ଜିଲ୍ଲାରେ ଏବଂ ସୋମବାର କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

https://www.thesakala.in/latest-odisha-news/rain-continued-in-various-parts-of-odisha-under-the-influence-of-low-pressure/article-34481
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର